କେନ୍ଦୁଝର

ବାର୍ଷିକ ଉତ୍ସବକୁ ଉଦ୍‌ଘାଟନ କଲେ ବିଧାୟକ

ପାଟଣା,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଲକ୍ଷ୍ମୀ ମଣ୍ଡପ ପରିସରରେ ରବିବାର ନୈବେଦ୍ୟ ଡ୍ୟାନ୍ସ ଏକାଡେମିର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୌବେଦ୍ୟ ଡ୍ୟାନ୍ସ ଏକାଡେମୀର ନୃତ୍ୟ ଗୁରୁ ସିପୁନ କୁମାର ମହାକୁଡ଼ଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ସବୁ ଖାଇ ଚଳୁ କରିଦେଲେ: କୁବେର DFO’ଙ୍କ ଠାବ ହେଲାଣି ୧୧୫ ପ୍ଲଟ୍‌, ଆହୁରି…

କେନ୍ଦୁଝର,୨୦।୭: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ରବିବାର କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନର ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ) ନିତ୍ୟାନନ୍ଦ ନାୟକଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି (DA) ଅଭିଯୋଗରେ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ ହୋଇଛି। ତଦନ୍ତରେ ତାଙ୍କ ଓ…

କେନ୍ଦୁଝର ଡିଭିଜନ DFO ଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

କେନ୍ଦୁଝର,୨୦।୭: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ରବିବାର କେନ୍ଦୁଝର କେନ୍ଦୁ ପତ୍ର ଡିଭିଜନର ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ) ନିତ୍ୟାନନ୍ଦ ନାୟକଙ୍କ ବିରୋଧରେ ଆୟ ବହିର୍ଭୁତ୍ତ ସମ୍ପତ୍ତି (DA) ଅଭିଯୋଗରେ ଅନୁସନ୍ଧାନ ଆରମ୍ଭ ହୋଇଛି। ଏହି ତଦନ୍ତ କେନ୍ଦୁଝର, ଅନୁଗୁଳ ଓ ନୟାଗଡ଼…

ବଢ଼ିପାଣିରେ ଭାସିଗଲେ ଅଷ୍ଟମ ଶ୍ରେଣୀ ଛାତ୍ର

ଢେଙ୍କିକୋଟ,୧୭ା୭(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ଭୋଳବେଡ଼ା ପଞ୍ଚାୟତ ରାଇକୁଦୁରରେ ବନ୍ୟାପାଣି ଦେଖିବାକୁ ଯାଇଥିବା ଜଣେ ଛାତ୍ର ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ର ଜଣକ ହେଲେ କାଶୀସାହି ଚତୁରା ନାୟକଙ୍କ ପୁଅ ସଞ୍ଜୀବ କୁମାର…

ହଷ୍ଟେଲ ଛାତରୁ ଡେଇଁ ଦଶମ ଶ୍ରେଣୀ ଛାତ୍ର ମୃତ୍ୟୁ ମାମଲା: ବିଦ୍ୟାଳୟର ୪ କର୍ମଚାରୀ ଗିରଫ

ଚମ୍ପୁଆ,୧୭ା୭(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଏକ ଘରୋଇ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଜଣେ ଛାତ୍ର ୪ ମହଲା ହଷ୍ଟେଲ ଛାତରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଘଟଣାର ୫ ଦିନ ପରେ ଚମ୍ପୁଆ ପୋଲିସ ୪ ଜଣ ବିଦ୍ୟାଳୟ କର୍ମଚାରୀଙ୍କୁ ଗିରଫ…

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର ଜଣକ ହେଉଛନ୍ତି ପଣ୍ଡାପଡ଼ା ଥାନା ଉକୁଚାବେଡ଼ା ଗ୍ରାମର ଗିରିଧାରୀ ମହାନ୍ତ(୪୮)। ସୂଚନା ଯେ, ମଙ୍ଗଳପୁର-ଭୀମକୁଣ୍ଡ…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବି: କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ

ପାଟଣା,୧୭।୭(ବୀର କିଶୋର ଦାଶ): ଏଫ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ପାଟଣା କଂଗ୍ରେସ ପକ୍ଷରୁ କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାର ପଡ଼ା ବ୍ଲକରେ ଶାନ୍ତି ପୂର୍ଣ୍ଣ…

କେନ୍ଦୁଝର ଚାଞ୍ଚଲ୍ୟ: ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୪।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): ବଡବିଲ ଥାନା ରୁଙ୍ଗଟା ଖଣି କଲୋନୀରେ ପାରିବାରିକ କଳହରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ। ସୋମବାର ଜଣେ ବ୍ୟକ୍ତି ପାରିବାରିକ ବିବାଦକୁ ନେଇ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାାମୀକୁ…

କାନ୍ଥ ପଡ଼ି ଚାଲିଗଲା ଶିଶୁ କନ୍ୟାଙ୍କ ଜୀବନ

ପାଟଣା,୧୪।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ନିଶ୍ଚିତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କାନ୍ଥ ପଡ଼ି ଜଣେ ୯ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଶ୍ଚିତପୁର ଗ୍ରାମର ସନ୍ତୋଷ କୁମାର ନାଏକଙ୍କ ଝିଅ ଖୁଲଣା…

ବଢ଼ି ପାଣିରେ ଭାସିଗଲା ବାଇକ୍‌, ଯୁବକ ଉଦ୍ଧାର

ପାଟଣା:୧୩।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ପୁରୁଣା ପାଣି ବିରଳ ନଦୀ ପୋଲ ଉପରେ ବଢ଼ି ପାଣିରେ ଜଣେ ଯୁବକ ବାଇକ୍‌ ସହ ଭାସି ଯାଇଥିଲେ। ହେଲେ ଯୁବକ ଜଣକ ବହୁ କଷ୍ଟରେ ପହଁରି ନଦୀ କୂଳରେ ପହଞ୍ଚି…

ବେନିୟମ ଟ୍ରାନ୍ସଫରକୁ ବିରୋଧ କରି ରେଳ ଚାଳକ ସଂଘର ଧର୍ମଘଟ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତଟ ରେଳପଥ ଅନ୍ତର୍ଗତ ଖୋର୍ଦ୍ଧା ମଣ୍ଡଳର ୩୦ ଜଣ ରେଳ ସହଚାଳକଙ୍କ ବେନିୟମ ଭାବରେ ବାଲ୍ଟିୟର ମଣ୍ଡଳକୁ ଟ୍ରାନ୍ସଫର ନିମନ୍ତେ ନିକଟରେ ଅଦେଶନାମା ପ୍ରକାଶ ପାଇଥିଲା। ଏହାକୁ ବିରୋଧ କରିବା ସହିତ ରେଳବାଇରେ ଖାଲିଥିବା ସମସ୍ତ ପଦବୀ…

ଶୋଇଥିବାବେଳେ ଜଣଙ୍କୁ ଦଳିଦେଲା ହାତୀ, ଜଣେ ଗୁରୁତର

ପାଟଣା,୧୨ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ପଞ୍ଚାୟତ ପିଛୁଳାବେଡ଼ା ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ତମ୍ବୁ ଭିତରେ ଶୋଇଥିବା ବେଳେ ଏକ ଦନ୍ତା ଆକ୍ରମଣରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?