ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ
ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଧୁଙ୍କ ପାଇଁ...
ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍
କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍...
ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର
ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡି କର୍ମୀ ରବୀନ୍ଦ୍ର ନାୟକଙ୍କ...
ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ
ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି l ତରତରା ଠାରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦୁଝର ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ...
ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ
କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ ନିର୍ବାଚନ ଲଢ଼ିବା ଲାଗି ସେ ଜମି ଓ ଗୃହପାଳିତ ପ୍ରାଣୀଙ୍କୁ ବିକ୍ରି କରିବା...
ବାରିଗାଁରେ ପିଇବା ପାଣି ପାଇଁ ହାହାକାର
କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ ହୋଇଥିଲେ ବି ଜଳ ଯୋଗାଣ ହେଉନି। ଫଳରେ ଗ୍ରାମବାସୀ ପୂର୍ବଭଳି...
ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ
କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ ଆଣି ଅରଡେଇରେ ମିଶାଇ ଜଳକୁ ଦୂଷିତ କରାଯାଉଛି। ଏବେ ପାଣି ପାଇପ ନେବାକୁ...
ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ
ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ...
ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ
ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେଇଥିଲେ। ଆହୁରି ମଧ୍ୟ ଦେଖାଯାଇଥିଲା ଯେ, ହାଟଡିହୀ...
ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…
ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ...
ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ
କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି ଅଞ୍ଚଳର ଅଞ୍ଜନ ବେଜ ଓ ଅନ୍ୟମାନେ ଶୁକ୍ରବାର ଭାଜପା ପାର୍ଟି ଅଫିସରେ ଏକ...
ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’
କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି...
Archives


