କେନ୍ଦୁଝର

ଜୁଆଡ଼ି ଘାଟିରେ ଓଲଟିଲା ଟ୍ରଲର: ୭ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୧ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଜପଥ ୪୯ର ଜୁଡିଆ ଘାଟିରେ ମଙ୍ଗଳବାର ଏକ ଲୁହା ଫ୍ରେମ୍‌ ବୋଝେଇ ଟ୍ରଲର ସିଜେ (୦୭ ସିଏ ୪୮୩୭) ଓଲଟି ପଡ଼ିଛି। ଏ ନେଇ ଗୋଟିଏ ପାର୍ଶ୍ୱରେ ୭ ଘଣ୍ଟା ଧରି ଯାତାୟାତ...

ଗାଈକୁ ଆକ୍ରମଣ କଲା ବାଘ

ଘଟଗାଁ,୧୧।୪(ଡି.ଏନ.ଏ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଚରିବାକୁ ଯାଇଥିବା ଏକ ଗାଈକୁ ବାଘ ଆକ୍ରମଣ କରି କ୍ଷତାକ୍ତ କରିଛି। ଖବରପାଇ ରେଞ୍ଜ ଅଫିସର ପହଞ୍ଚତ୍ ଗାଈର ଚିକିତ୍ସା ବ୍ୟବସ୍ଥା କରିବା...

କଳା ତାଲିକାଭୁକ୍ତ ସଂସ୍ଥାକୁ ସଫେଇ କାର୍ଯ୍ୟାଦେଶ

କେନ୍ଦୁଝର,୧୧।୪(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ସଫେଇ କାମ ଏକ କଳା ତାଲିକାଭୁକ୍ତ ସଂସ୍ଥାକୁ ଦିଆଯାଇଛି। ଉକ୍ତ ସଂସ୍ଥା କର୍ମଚାରୀଙ୍କୁ କମ ଦରମା ଦେଉଥିବା ବେଳେ ସେମାନଙ୍କଠାରୁ କଟାଯାଉଥିବା ଇପିପିଏଫ ଓ ଇଏସ୍‌ଆଇ ଆଦି ବାବଦକୁ ଅର୍ଥ ଠିକ୍‌ ଭାବେ ଜମା କରୁନି।...

ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୧।୪(ସ୍ବ.ପ୍ର.):କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ସୋମବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଥିଲା। ଘଣ୍ଟାଧିକ ସମୟ ରାସ୍ତା ଜାମ ରହିଥିବା ବେଳେ ଏକ ଆମ୍ବୁଲାନ୍ସ ରାସ୍ତା ଜାମ୍‌ରେ ଅଧଘଣ୍ଟା ଧରି ଫସି ରହିଥିଲା। ସ୍ଥାନୀୟ ଲୋକଙ୍କ...

୩୬ ଡିଗ୍ରୀ ଟପିଲା କେନ୍ଦୁଝର ତାପମାତ୍ରା

କେନ୍ଦୁଝର,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ତାପମାତ୍ର ୩୬ ଡିଗ୍ରୀ ଟପିଛି। ସକାଳେ ୧୧ ଟାରେ ତାପମାତ୍ରା ୩୫.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୨.୩୦ ରେ ଏହା ବୃଦ୍ଧି ପାଇ ୩୬.୮ ଡିଗ୍ରୀ ସେଣ୍ଟିଗ୍ରେଡ୍‌ରେ ପହଞ୍ଚତ୍ଥିବା ପାଣିପାଗ ବିଭାଗ ପକ୍ଷରୁ...

ଓଲଟିଲା ଅଙ୍ଗୁର ବୋଝେଇ ଟ୍ରକ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

କେନ୍ଦୁଝର,୧୦।୪(ସ୍ବ.ପ୍ର.): ମହାରାଷ୍ଟ୍ରର ନାସିକରୁ କେନ୍ଦୁଝର ଦେଇ ପଶ୍ଚିମବଙ୍ଗ ଯାଉଥିବା ଅଙ୍ଗୁର ବୋଝେଇ ଟ୍ରକ ଓଲଟି ପଡ଼ିଛି। ରବିବାର ବିଳମ୍ବିତ ରାତିରେ ତେଲକୋଇ ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ ବିଞ୍ଝବାହାଳ ଓ ଜଗମୋହନପୁର ମଝିରେ ହନୁମାନ ବଟିକା ପାଖରେ ଭାରସାମ୍ୟ...

ତାରିଣୀଙ୍କ ଦର୍ଶନ ସାରି ଫେରୁଥିଲେ ୨ ସାଙ୍ଗ, ପିଟିଦେଲା ଟ୍ରକ୍‌

ଆନନ୍ଦପୁର,୧୦।୪(ସ୍ବ.ପ୍ର.): ଘସିପୁରା ଥାନା ୨୦ନଂ ଜାତୀୟ ରାଜପଥର ବିରଗୋବିନ୍ଦପୁରଠାରେ ଟ୍ରକ୍‌ ଧକ୍କାରେ ସୋମବାର ଦୁଇ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟ ଗୁରୁତରଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ...

ଗ୍ୟାସ୍‌ ଚୂଲାରୁ ନିଆଁ ଲାଗି ମହିଳା ଗୁରୁତର

ଆନନ୍ଦପୁର,୧୦।୪(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଅସାବଧାନତା ବଶତଃ ଗ୍ୟାସ୍‌ ଚୂଲାରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ମହିଳାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା...

ଟ୍ରାଫିକ୍‌ରେ ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୦।୪(ସ୍ବ.ପ୍ର.) : କେନ୍ଦୁଝର ସହର ମାଇନିଂ ରୋଡ ରାସ୍ତାରେ ସୋମବାର ଏକ ଆମ୍ବୁଲାନ୍ସ ରାସ୍ତାରେ ଅଧଘଣ୍ଟା ଧରି ଫସିରହିବା ଘଟଣା ସହରରେ ଟ୍ରାଫିକ୍‌ ବ୍ୟବସ୍ଥାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଆମ୍ବୁଲାନ୍ସଟି ପାଟଣା ଅଞ୍ଚଳରୁ ଜଣେ ଗୁରୁତର ରୋଗୀଙ୍କୁ ନେଇ...

୮ ଶ୍ରେଣୀକୁ ୪ କକ୍ଷ

କୋଡ଼ପଡ଼ା,୧୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହୁ ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରମାନେ ପାଳିକରି ଶ୍ରେଣୀ କକ୍ଷରେ ବସୁଛନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ଘସିପୁରା ବିଇଓଙ୍କ...

ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ...

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ, ୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ହାୟରପୁର ଗ୍ରାମ ନିକଟ ଏକ ଶାଳଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ରବିବାର ଜବତ କରିଛି। ମୃତକ ହେଲେ ହାୟରପୁର ହୁଡ଼ିସାହିର ପିତାମ ମୁଣ୍ଡା। ଘରୋଇ କଳିରୁ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri