କେନ୍ଦୁଝର

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଜବରଦଖଲ ଉଚ୍ଛେଦ

ପାଟଣା,୨୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତିକରଣ ପାଇଁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ୨ଟି ଜେସିବି ସାହାଯ୍ୟରେ ବେଆଇନ ନିର୍ମାଣକୁ ଭଙ୍ଗା କାର୍ଯ୍ୟ ଚାଲିଛି। ମାଜିଷ୍ଟ୍ରେଟ ଭାବେ ସାହାରପଡ଼ା…

ପରଲୋକରେ ପାଟଣା ୨୧ ନଂ ଜିଲା ପରିଷଦ ଜୋନ୍‌ ସଦସ୍ୟ

ପାଟଣା,୨୨ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ୨୧ ନମ୍ବର ଜିଲା ପରିଷଦ ସଦସ୍ୟ ପ୍ରପୁଲ୍ଲ ନାୟକଙ୍କ ହୃଦ୍‌ଘାତରେ ବୁଧବାର ବିଳମ୍ବିତ ରାତିରେ କେନ୍ଦୁଝର ଧରଣୀଧର ମେଡିକାଲ କଲେଜରେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ…

୨ଶହ ହିତାଧିକାରୀଙ୍କୁ ମିଳିଲା ନୂଆ ରାଶନକାର୍ଡ

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ମଙ୍ଗଳବାର ନୂତନ ୨ଶହ ହିତାଧିକାରୀଙ୍କୁ ବିଧାୟକ ଅଖିଳ ଚନ୍ଦ୍ର ନାୟକ ରାଶନ କାର୍ଡ ବିତରଣ କରିଛନ୍ତି। ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର…

ସାଙ୍ଗର ଜୀବନ ବଞ୍ଚାଇବାକୁ ଯାଇ ଚାଲିଗଲା ସାଙ୍ଗର ଜୀବନ

ଆନନ୍ଦପୁର,୧୮ା୫(ସୁଶାନ୍ତ କୁମାର ସାହୁ): ସାଙ୍ଗର ଜବନ ବଞ୍ଚାଇବାକୁ ଯାଇ ନିଜ ଜୀବନ ହରାଇବାକୁ ପଡ଼ିଛି ଜଣେ ସାଙ୍ଗକୁ। ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ସ୍ତବ୍ଧ ହୋଇପଡ଼ିଛି ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ବଡପଦନା ଗାଁ। ଶନିବାର ସନ୍ଧ୍ୟାରେ ଗାଁର ୩ସାଙ୍ଗ…

କାନ୍ଥକଣା କରି ଦୋକାନରୁ ନେଇଗଲେ…

ପାଟଣା,୧୮।୫(ବୀର କିଶୋରଦାଶ ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନିହ୍ନୁଆଁ ଛକରେ ଥିବା ଏକ ହାର୍ଡଓୟାର ଦୋକାନରୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କାନ୍ଥକଣା କରି ଦୋକାନ ଭିତରୁ ନଗଦ ୧୫ ହଜାର ଟଙ୍କା ସହ ଏକ ରିଏଲମି ମୋବାଇଲ…

ଲକ୍ଷ୍ମୀ ବସଷ୍ଟାଣ୍ଡର ଗେଟ୍‌ ସହ ୫ଘର ଭାଙ୍ଗିଲେ ୨୪ଟିକିଆ ବଣୁଆ ହାତୀପଲ

ପାଟଣା,୧୮।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୪ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଶନିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ବଡ଼ ବଜାର ଭିତରେ ପଶି ସାଧୁପଡାରେ ଥିବା ଲକ୍ଷ୍ମୀବସ ଷ୍ଟାଣ୍ଡ ଭିତରକୁ ଧସେଇ…

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା…

ଚୋରା ଚାଲାଣ କରୁଥିଲେ ଗୋରୁ, ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସାମ୍ନାକୁ ଆସିଲା…

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଖଜୁରିଡିହା ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ ୬ ଗୋରୁଙ୍କୁ ପାଟଣା ପୋଲିସ ଉଦ୍ଧାର କରିଛି। ସୂଚନାନୁଯାୟୀ, ଗୁରୁବାର ରାତିରେ ଓ ଆର…

CBSE ଦଶମ ପରୀକ୍ଷାରେ ଛାତ୍ରଙ୍କ କୃତିତ୍ୱ

ପାଟଣା,୧୫ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲ CBSE ପରିଚାଳିତ ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ପାଇଛି। ଏହି ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ପାସ୍‌ କରିଥିବା ବେଳେ ପ୍ରଥମ କରି ପରୀକ୍ଷାର୍ଥୀମାନେ ଦଶମ…

ଦାରୁଦିଅଁଙ୍କୁ ଅସମ୍ମାନ: ବୈତରଣୀ ନଦୀକୂଳରେ ପକାଇ ପଳାଇଲେ

ପାଟଣା,୧୪ା୫(ବୀରକିଶୋର ଦାଶ): ପୁଣି ଦାରୁଦିଅଁଙ୍କୁ ଅସମ୍ମାନ କରାଯାଇଛି। ଜଗତର ନାଥ ଜଗନ୍ନାଥଙ୍କୁ ଅଲୋଡ଼ାଭାବେ ନଦୀକୂଳରେ ପକାଇ ଦିଆଯାଇଛି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ପଞ୍ଚାୟତ ତ୍ରିବିନ୍ଧା ବୈତରଣୀ ନଦୀକୂଳରେ ଦେଖିବାକୁ ମିଳିଛି। ବୁଧବାର ସକାଳେ ଅଞ୍ଚଳର…

ଛାତିରେ ଯନ୍ତ୍ରଣା ହେଉଥିଲା, ଡାକ୍ତରଖାନା ବଦଳରେ ଗୁଣି ଗାରେଡିକୁ ଭରସା; ଗର୍ଭସ୍ଥ ଶିଶୁ ସହ ମହିଳା ମୃତ

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ ଉପାନ୍ତ ଅଞ୍ଚଳ ରୁଢ଼ଇପଡା ଗ୍ରାମର ରଞ୍ଜନ ବେଣ୍ଟ କାରଙ୍କ ସ୍ତ୍ରୀ ଭବାନୀ ନାଏକ (୨୦)ଙ୍କର ମଙ୍ଗଳବାର ସାରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଡାକ୍ତର…

CBSE ପରୀକ୍ଷାଫଳ: ପାଟଣାରେ ଆଗୁଆ ଝିଅ, ପୁଷ୍ପିତା କହିଲେ ଭବିଷ୍ୟତରେ ବୈଜ୍ଞାନିକ ଲକ୍ଷ୍ୟ

ପାଟଣା,୧୪।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପୋଷିସ୍ଥିତ ଆଦର୍ଶ ବିଦ୍ୟାଳୟର ସିବିଏସଇ ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ବିଦ୍ୟାଳୟର ଛାତ୍ରୀ ପୁଷ୍ପିତା ମହାକୁଡ଼ ସର୍ବାଧିକ ୯୪.୬ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ସେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?