ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳର ୩୬ରୁ ଊଦ୍ଧର୍ବ ବୁଦ୍ଧିଜୀବୀ, ପୂର୍ବତନ ପରିଚାଳନା…
ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…
ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ ମଧ୍ୟରେ ବୁଲିବା ସହ ମାଙ୍କଡ଼ଟି ଲୋକଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ ହୋଇଛି। ଇତିମଧ୍ୟରେ…
୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ
କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର ଅନୁମୋଦନ ପରେ ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଏହି ପିସିସି ତାଲିକାକୁ ପ୍ରକାଶ…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ ଗାଁରେ ବନ୍ଧୁ ବାନ୍ଧିବାକୁ କେହି ରାଜି ହେଉନାହାନ୍ତି। ବର ଓ କନ୍ୟା ପକ୍ଷ…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ଉପ ଜିଲାପାଳ ନୀଳମାଧବ ସୁନା…
ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା
ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଜୟନ୍ତୀ ଅବସରରେ ପବିତ୍ର ଗୁରୁଦିବସ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ପାଟଣା…
ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍
ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା, ଶିକ୍ଷକ ଅଭାବ କାରଣରୁ ଲକ୍ଷ୍ୟ ସାଧନ ହୋଇପାରୁନାହିଁ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର…
ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ଅବସରରେ ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ପାଟଣା ମୁଖ୍ୟାଳୟସ୍ଥିତ…
ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ…
ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…
ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ…
ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…
ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର ଅଜଗର ସାପକୁ ବନବିଭାଗ ଉଦ୍ଧାର କରିଛି। ବନବିଭାଗ ପାରା ଷ୍ଟାଫ୍ ଏମ୍ଡି ଓ୍ବାସିମଙ୍କ…
କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…
ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗ କୋବ୍ରା) ସାପକୁ ବନ ବିଭାଗ ସଫଳତାର…

