କେନ୍ଦୁଝର

ଥମୁନି ହାତୀ ମୃତ୍ୟୁ: ପୁଣି ଏକ ହାତୀଛୁଆର ମୃତଦେହ ଜବତ

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ହାତୀ ଦିବସରେ ଯେତେବେଳେ ଚାରିଆଡ଼େ ହାତୀ ସୁରକ୍ଷାକୁ ନେଇ ବିତର୍କ ଚାଲିଛି ସେତେବେଳେ କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ୍‌ରେ ଏକ ମାଈହାତୀ ଛୁଆର ମୃତ୍ୟୁ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବନ…

ମାଫିଆ-ପୋଲିସ ମୁହାଁମୁହିଁ, ପୋଲିସ ଏନ୍‌କାଉଣ୍ଟରରେ ଜଣେ ମାଫିଆ ଆହତ

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ହରିଚନ୍ଦନପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ହରିଚନ୍ଦନପୁର ଥାନା ପିଠାଗୋଳା ଓ କାଦୁଆ ଅଞ୍ଚଳରେ ଗୋରୁ ଚୋରାଚାଲାଣ ହେଉଥିବା ଖବର ପାଇ ଚଢ଼ାଉ କରିଥିଲେ। ତେଲକୋଇ ଥାନା କାଳିଆହତା ଅଞ୍ଚଳରୁ ପାଖାପାଖି ୨୫ ଗୋରୁ ଧରି…

ଚାକିରି କରାଇ ଦେବାକୁ କହି ଶିକ୍ଷୟିତ୍ରୀ ଠକିନେଇଥିଲେ ୫ ଲକ୍ଷ ଟଙ୍କା, ଯିବାକୁ ପଡ଼ିଲା ଜେଲ୍‌

ଘସିପୁରା,୧୦ା୮(ନିରଞ୍ଜନ ସାହୁ): ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍‌ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ…

ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରତି…

ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କୀୟଙ୍କୁ କାମୁଡ଼ିଲା ସାପ

ଆନନ୍ଦପୁର(ଉମେଶ ଚନ୍ଦ୍ର ପାଢ଼ୀ/ସୁଶାନ୍ତ କୁମାର ସାହୁ)/ରାମଚନ୍ଦ୍ରପୁର(ଗଣେଶ୍ୱର ସା), ୯ା୮:କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା ଘଟିଯାଇଛି। ବୁଧବାର ବିଳମ୍ବିତ ରାତିରେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଚିତି ସାପ କାମୁଡ଼ି ଥିବା ଜଣାପଡ଼ିଛି। ଆହତ ଯୁବକ ଆନନ୍ଦପୁର ଥାନା…

ହଦଗଡ଼ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ, ଶିକାର ସନ୍ଦେହ

ହାଟଡିହୀ,୮ା୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟ ପରିଧିର ପିତାନାଉ ନିକଟରେ ଏକ ମାଈ ହାତୀ ମୃତ୍ୟୁ ଘଟିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନି। ଖବର ମିଳିବା ପରେ ବନ ବିଭାଗ ହାତୀ ମୃତ୍ୟୁର ତଦନ୍ତ ଆରମ୍ଭ…

ଟଙ୍କା ଭର୍ତ୍ତୀ ବ୍ୟାଗ ଝାମ୍ପି ନେଇଥିଲେ ୫ ଆନ୍ତଃ ରାଜ୍ୟ ଲୁଟେରା: ବାନ୍ଧିଲା ପୋଲିସ

ପାଟଣା,୭।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ବୁଧବାର ୫ ଜଣ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗଙ୍କୁ ଗିରଫକରି କୋର୍ଟ ଚାଲାଣକରିଛି । ଏଥି ସହ ଜଣେ ନାବାଳକଙ୍କୁ ମଧ୍ୟ ପୋଲିସ ଅଟକ ରଖିଛି । ଏମାନଙ୍କ ଠାରୁ ନଗଦ ୨୦ ହଜାର…

ସ୍ପଷ୍ଟ ଦିବାଲୋକରେ ବସ୍‌ ଭିତରେ ଯୁବତୀଙ୍କୁ ଅସଦାଚରଣ, ଜେଲ୍‌ ଗଲେ ଅଭିଯୁକ୍ତ

ବଡ଼ବିଲ,୭ା୮(ଦେବପ୍ରିୟ ରଣା): କେନ୍ଦୁଝରରୁ ବଡ଼ବିଲ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଭିତରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବଡ଼ବିଲ ପୋଲିସ ସଂପୃକ୍ତ ଅଭିଯୁକ୍ତକୁ ବଡ଼ବିଲ ବସ୍‌ଷ୍ଟାଣ୍ଡରୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଗିରଫ…

ଚାପିଦେଲା ଟ୍ରକ୍‌, ଚାଲିଗଲା ବାପା-ପୁଅଙ୍କ ସହ ୩ ଜୀବନ

କେନ୍ଦୁଝର,୫ା୮: କେନ୍ଦୁଝର ଜିଲାର ଯୋଡ଼ା ଥାନା ଅନ୍ତର୍ଗତ ଡିଏଭି ସ୍କୁଲ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାପା-ପୁଅଙ୍କ ସହିତ ପଡ଼ୋଶୀ ଘରର ପିଲା ଏକ ବାଇକ୍‌ରେ ସ୍କୁଲ ଯାଉଥିବା ସମୟରେ ଟ୍ରକ୍‌ ଚାପି ଦେଇଥିଲା। ଫଳରେ ଘଟଣାସ୍ଥଳରେ…

୪ ଆନ୍ତଃରାଜ୍ୟ ଡକାୟତ କୋର୍ଟଚାଲାଣ

ପାଟଣା,୪ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ୪ ଆନ୍ତଃରାଜ୍ୟ ଡକାୟତଙ୍କୁ ଝାଡ଼ଖଣ୍ଡ ରାଜ୍ୟରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ସୁନା, ରୁପା ଅଳଙ୍କାର ସହ ନଗଦ ଟଙ୍କା ଓ…

କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା…

ଗୋଚରଜମିରୁ ପ୍ରଧାନମନ୍ତ୍ରୀ ଆବାସ ଉଚ୍ଛେଦ

ପାଟଣା,୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷାଖୋରୀ ପଞ୍ଚାୟତ ମୂଷାନାଳୀ ଗ୍ରାମର ଏକ ଗୋଚର ପ୍ଲଟ୍‌ରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସକୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉକ୍ତ ସ୍ଥାନରେ ଥିବା ଝୁମ୍ପୁଡ଼ିକୁ ମଧ୍ୟ ଭାଙ୍ଗିବା ଦାବିରେ ଗ୍ରାମବାସୀ ତହସିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri