ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପାନୀୟ ଜଳଯୋଗାଣ ବନ୍ଦ:ପାନୀୟ ଜଳ ପାଇଁ ପର୍ଯ୍ୟଟକ ହିନସ୍ତା
ପାଟଣା,୧୧।୬(ବୀର କିଶୋରଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରାଚୀନ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଗତ ଶୁକ୍ରବାର ଅପରାହ୍ନରେ ବଜ୍ରପାତ ଯୋଗୁ ବୋରୱେଲର ପମ୍ପ ପୋଡ଼ଯିବାରୁ ପର୍ଯ୍ୟଟକ ପିଇବା ପାଣି ପାଇଁ ହଇରାଣ ହରକତ ହେଇଛନ୍ତି। ଦୀର୍ଘ…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ପାଟଣା,୧୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବାଉଁଶୁଳୀ ଉଖୁଣ୍ଡା ରାସ୍ତାର ଭଅଁରପୁର ନାଳ ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କା ରେ ଜଣେ୪୨ବର୍ଷୀୟ ମାନସିକ ବିକୃତ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ତେଲକୋଇ ଥାନା…
ଜିତିଛନ୍ତି ବିଜେଡି ପ୍ରାର୍ଥୀ, କମିଛି ଭୋଟ
ହାଟଡ଼ିହୀ, ୮ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବିଜୟଲାଭ କରିଛନ୍ତି। ସେ ୭୧ ହଜାର ୬୫୧ ଖଣ୍ଡ ଭୋଟ ପାଇଛନ୍ତି। ମାତ୍ର ଏଠାରେ ପୂର୍ବ ନିର୍ବାଚନ ଅପେକ୍ଷା ଦଳର ଭୋଟହାର ହ୍ରାସ ପାଇଛି।…
ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ
କେନ୍ଦୁଝର,୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟରେ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ଜେଲ ଦଣ୍ତାଦେଶ ଶୁଣାଇଛନ୍ତି। ଦୋଷୀ ହେଲେ ତେଲକୋଇ ଥାନା…
ସରପଞ୍ଚଙ୍କ ଘର ଆଗରେ ଗରା, ହାଣ୍ଡି ଧରି ଧାରଣାରେ ବସିଲେ ଗ୍ରାମବାସୀ
ଯୋଡ଼ା,୬ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ ଅନ୍ତର୍ଗତ ପଳସା ପଞ୍ଚାୟତ ଗୟଳମରା ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ବହୁବାର ଗ୍ରାମବାସୀ ଅଭିଯୋଗ କଲେ ବି ସ୍ଥାୟୀ ସମାଧାନ ହେଉନାହିଁ। ପାନୀୟ ଜଳ ଯୋଗାଣ ଦାବିରେ…
ଅନ୍ୟତ୍ର ବିବାହ ଠିକ୍ ହେବାରୁ ଝୁଲିପଡ଼ିଲେ ଯୁବତୀ
ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ଗ୍ରାମ ଝପାସାହିରେ ଗୁରୁବାର ଶୋଇବା ଘରୁ ଜଣେ ୨୦ ବର୍ଷୀୟା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣକ ହେଉଛନ୍ତି ବାଟି ବୁଲିଉଲିଙ୍କ ଝିଅ ଶକୁନ୍ତଳା। ଘଟଣାସ୍ଥଳରେ ପାଟଣା…
ସିରିଜ ଦୁର୍ଘଟଣା: ୩ ମୃତ, ୧୨ ଆହତ
କେନ୍ଦୁଝର,୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଠାକୁର ଡିହିରୁ ପୂତୁଲୁପାଣି ଛକ ମଧ୍ୟରେ ଜାତୀୟ ରାଜପଥ ୪୯ରେ ବୁଧବାର ଏକ ସିରିଜ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।…
ଭାଜପାର ଗଡ଼ ଦଖଲ, ବିଜେଡି ଧରାଶାୟୀ
କେନ୍ଦୁଝର,୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଦୀର୍ଘ ବହୁବର୍ଷ ପରେ ଭାଜପା ବିଜେଡି ହାତରୁ ଲୋକ ସଭା ସିଟ୍ ଛଡ଼ାଇ ନେଇଛି। ବାଜପେୟୀ ସରକାରରେ ଅନନ୍ତ ନାୟକ ଦୁଇ ଥର ଏମ୍ପି ହେବାର ସୁଯୋଗ ପାଇଥିଲେ। ଏହା ପରେ ସେ କ୍ରମାଗତ…
ଘସିପୁରାରେ ବିଜେଡି ଜିତିଲା
ଭୁବନେଶ୍ୱର,୪।୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିବା ବେଳେ ଘସିପୁରା ବିଧାନସଭାରେ ବିଜେଡି ଜିତିଛି। ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ସ୍ବାଧୀନ ପ୍ରାର୍ଥୀ ସୌମ୍ୟ ପଟ୍ଟନାୟକଙ୍କୁ ହରାଇ ବିଜୟୀ ହୋଇଛନ୍ତି।
ଆନନ୍ଦପୁରରେ ୫ମ ରାଉଣ୍ଡରେ ବିଜେଡି ଆଗରେ
ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୫ମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ୧୩୬୮୯ଖଣ୍ଡ, ଭୋଟ୍ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୧୦୮୧୯ ଖଣ୍ଡ ଏବଂ ଭାଜପା ପ୍ରାର୍ଥୀ…
ଆନନ୍ଦପୁରରେ ବିଜେଡି ଆଗୁଆ
ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ ୫୩୫୩ ଖଣ୍ଡ ଭୋଟ୍ ମିଳିଛି। ଏଠାରେ ୨୯୧ଟି ଭୋଟ୍ କେନ୍ଦ୍ରରେ ଭୋଟ୍ ଗ୍ରହଣ…
ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ…
Archives


