କେନ୍ଦୁଝର

ନୂଆ ଜିଲା ଜଜ୍‌ ପରିସର ନିର୍ମାଣ ପାଇଁ ଜମି ଚିହ୍ନଟ, ହସ୍ତାନ୍ତର ଆରମ୍ଭ

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଜଜ୍‌ କୋର୍ଟର ନୂତନ ପରିସର ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ଏନେଇ ସ୍ଥାନୀୟ ଢାଙ୍ଗରପଡ଼ା ନିକଟରେ ଜିଲା ଜେଲ ନିକଟରେ ୭ ଏକର ଜମି ଚିହ୍ନଟ କରାଯାଇ ହସ୍ତାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି।…

ବର୍ଷାର ଆଗମନରେ ମେଲିଲାଣି ଛତୁ ପସରା

କେନ୍ଦୁଝର,୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବର୍ଷା ହେଲେ ବଣ ଜଙ୍ଗଲରେ ବିଭିନ୍ନ ପ୍ରକାର ଛତୁ ଫୁଟେ। ବଜାରର ରାସ୍ତାକଡ଼ରେ ଛତୁ ପସରା ମେଲିଲାଣି। ସେ ମଧ୍ୟରୁ ରୁଟୁକା ଛତୁ ଅନ୍ୟତମ। ବିଶେଷକରି ବର୍ଷାଋତୁରେ ଏହି ଛତୁ ପଡ଼ିଆରେ ଫୁଟିଥାଏ। ପ୍ରାକୃତିକ ପରିବେଶରେ ଫୁଟୁଥିବା…

ଗୁଣ୍ଡିଚା ମନ୍ଦିରକୁ ଗଲେ ବଳଦେବଜୀଉ

କେନ୍ଦୁଝର,୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଳନ ନେଇ କେନ୍ଦୁଝର ଜିଲା ଉତ୍ସବମୁଖର ହୋଇଉଠିଛି। କେନ୍ଦୁଝର ପୁରୁଣା ସହର ଓ ବଡ଼ଦାଣ୍ଡ ଉଛୁଳି ପଡୁଛି। ଚଳିତ ବର୍ଷ ବିରଳ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଘୋଷଯାତ୍ରା ଦେଖିବାକୁ ଲକ୍ଷାଧିକ…

ସାପକାମୁଡ଼ା ରୋଗୀଙ୍କ ମୃତ୍ୟୁ ପରେ ବି ଗୁଣିଆ ଲଗାଇ ଝଡ଼ାଫୁଙ୍କା

ପାଟଣା,୮ା୭(ବୀରକିଶୋର ଦାଶ): ବିଜ୍ଞାନ ଯୁଗରେ ଏବେ ବି କେତେକ ଲୋକ ଅନ୍ଧବିଶ୍ୱାସର ବର୍ତ୍ତୀ ହୋଇ ଝଡ଼ାଫୁଙ୍କା ଉପରେ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଏଭଳି କରୁଣ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପୁଟିଳୀଆ ଗ୍ରାମରେ ଜଣେ ନାବାଳକ ସାପ କାମୁଡ଼ାରେ…

ଆଇନଗତ କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପ୍ରଦାନ ପାଇଁ ଏଡିଏମ୍‌ଙ୍କୁ ନିବେଦନ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): ସୂଚନା ଅଧିକାର ଆଇନ ଅନୁସାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ଏକ ସୂଚନା ସମ୍ପର୍କରେ ତଥ୍ୟ ପାଇବା ପାଇଁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀଙ୍କ ନିକଟରେ ୧୦.୧୦.୨୦୨୩ରେ ଆବେଦନ କରିଥିଲେ। ଜନ…

ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ,…

ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଶନିବାର ସ୍ଥାନୀୟ ଲୋକେ ନଦୀରେ ମହିଳାଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଆଇଆଇସିଙ୍କୁ ଗଜପତି ବଦଳି

ପାରଳାଖେମୁଣ୍ଡି/କେନ୍ଦୁଝର, ୬ା୭ (ଗିରିଧାରୀ ପରିଛା/ ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଜେଡି ସରକାର ସମୟରେ କେନ୍ଦୁଝର ଜିଲା ସଦର ଥାନାରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଆଇଆଇସି ତ୍ରିନାଥ ସେଠୀଙ୍କୁ ଶୁକ୍ରବାର ଗଜପତି ଜିଲାକୁ ବଦଳି କରାଯାଇଛି।…

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅଧୀନ କାଠବାରୀ ପଞ୍ଚାୟତର ବାରିଗାଁ, ଲକ୍ଷ୍ମୀ ପୋଷି,…

ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର

ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା। ସୂଚନାନୁଯାୟୀ, ସଜନୀ ବାପଘରେ ରହୁଥିବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟ୍ରେଲର ଚାଳକଙ୍କ ଜୀବନ ଗଲା

ପାଟଣା,୪ା୭(ବୀରକିଶୋର ଦାଶ): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ଟ୍ରେଲର ଚାଳକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ଚେମେଣାରେ ଥିବା ଏକ ବିହାରୀ ଢାବା ପାଣିଟାଙ୍କିରେ ମୁହଁ ଧୋଇ ହେଉଥିବା…

ବର୍ଷା ଦିନରେ ଚାଲିଛି ଡ୍ରେନ କାମ: ଟ୍ରାଫିକ ପୋଲିସ ନୟାନ୍ତ

କେନ୍ଦୁଝର,୩।୭:(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ ହୋଇପଡିଛି। ତ୍ରୁଟିପୂର୍ଣ୍ଣ ଡ୍ରେନ ପାଇଁ ସହରବାସୀ ହିନସ୍ତା ହୋଇ ଆସୁଛନ୍ତି। ଫଳରେ ବହୁ ଅର୍ଥ ବ୍ୟୟ ସତ୍ତ୍ୱେ ଡ୍ରେନେଜ ବ୍ୟବସ୍ଥାରେ ସୁଧାର ହୋଇ ପାରୁନାହିଁ। ତ୍ରୁଟିପୂଣ୍ଣ ଡ୍ରେନେଜ ନିର୍ମାଣ କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri