ଜନସେବା କେନ୍ଦ୍ର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ: ଉତ୍ତ୍ୟକ୍ତ ହୋଇ ପୋଡ଼ି ଦେଲେ ଦୋକାନ, ବାଇକ୍
ହାଟଡିହୀ,୨୭l୬(ଶୁଭକାନ୍ତ ନାୟକ): ସାମାନ୍ୟ କଥାକୁ କେନ୍ଦ୍ର କରି ହାଟଡିହୀ ଥାନା ନିକଟରେ ଥିବା ଜନସେବା କେନ୍ଦ୍ରରେ କେତେକ ଲୋକ ପଶି ମାଲିକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଫଳରେ ଜନସେବା କେନ୍ଦ୍ର ମାଲିକ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ…
ସରକାରୀ ଜାଗାରୁ ମୋରମ ଖୋଳି ଲୁଟୁଛନ୍ତି ମାଫିଆ, ଟାକ୍ଟର-ଜେସିବି ଜବତ
ହାଟଡିହୀ,୨୭ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ପୋଲିସ ମୋରମ ଏବଂ ପଥର ମାଫିଆମାନଙ୍କ ପାଇଁ ଏବେ କଣ୍ଟା ସାଜିଛି। ନିକଟରେ ହଦଗଡ଼ ହସ୍ତୀ ଅଭୟାରଣ୍ୟ ଥିବା ବେଳେ ଏହି ଥାନା ଅଞ୍ଚଳଟି ଉଭୟ ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସଂଲଗ୍ନ କରୁଛି।…
ଚିଠିରେ ଭୁଲ୍ ଲେଖିଦେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ହାଟଡିହୀ,୨୭ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏକ ଚିଠିରେ ଭୁଲ ଲେଖି ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କର ଚିଠିକୁ ଦେଖିଲେ ଖାମଖିଆଲି ନୀତି ସ୍ପଷ୍ଟ ବାରି ହୋଇପଡୁଛି। ଖବରରୁ ଜଣାଯାଇଛି ଯେ, ସୂଚନା ଅଧିକାର…
ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ
ହାଟଡିହୀ,୨୭। ୬(ଶୁଭକାନ୍ତ ନାୟକ):ପୁଅ ବଡ଼ ହୋଇ ରୋଜଗାର କରିବ। ପରିବାରର ଦୁଃଖ ଘୁଞ୍ଚିବ। ପେଟ ପାଇଁ ଗରିବ ଘରର ପୁଅ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶେଷରେ ସବୁଦିନ ପାଇଁ ଆରପାରିକୁ ଚାଲିଗଲା । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ…
ଅନ୍ଧ ବିଶ୍ୱାସର କରୁଣ ପରିଣତି: ଗୁଣିଆକୁ ଭରଷା କରି ଚାଲିଗଲା ଜୀବନ
ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ଅନ୍ଧ ବିଶ୍ୱାସର କରୁଣ ପରିଣତି ପୁଣି ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଆଦିବାସୀ ଯୁବକଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା । ବିଷ ଝାଡିବାକୁ ଗୁଣିଆ ସାଜିଥିଲା ଭରଷା । ପରିବାର ଲୋକ ଗୁଣିଆ…
ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର/ଚମ୍ପୁଆ/ ଝୁମ୍ପୁରା,୨୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ରାଜ୍ୟର ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ୨ ଦିନିଆ ଗସ୍ତରେ…
ମା’ଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨୪ା୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସେଠାରେ ପାରମ୍ପାରିକ ନୃତ୍ୟଗୀତ କରି ତାଙ୍କୁ ସ୍ବାଗତ…
ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…
କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ…
ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଭାବ ବିହ୍ବଳ ହେଲେ ଲୋକେ
କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଜନ୍ମମାଟିରେ ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇ ଏକ ରୋଡ୍ ଶୋ’ରେ ଝୁମ୍ପୁରାକୁ ଯାଇଛନ୍ତି। ଜନ୍ମମାଟିରେ ମୋହନ୍ଙ୍କୁ ଦେଖି ଲୋକେ ଭାବ ବିହ୍ବଳ ହୋଇ ପଡ଼ିଛନ୍ତି। ସତେ ଯେପରି ଗ୍ରାମ…
ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ ଯାଇ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଲେ ଦେଢ଼ବର୍ଷର ଶିଶୁ
ଯୋଡ଼ା,୨୪ା୬(ମାନସ ମହାନ୍ତି):କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ କଣ୍ଟ୍ରାକ୍ଟର କଲୋନୀରେ ରହୁଥିବା ବିଶ୍ୱଜିତ ବେଉରିଆଙ୍କ ଦେଢ଼ ବର୍ଷୀୟ ଶିଶୁପୁତ୍ର ଅକ୍ଷିତ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇଛନ୍ତି। ଛୋଟ ବୟସରେ ବିନା ତାଲିମରେ ଇଂଲିଶ୍ ବର୍ଣ୍ଣମାଳାର ୨୬ ଅକ୍ଷର ଚିହ୍ନିବା ସହ…
କେନ୍ଦୁଝରରୁ ନବୀନଙ୍କୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, ନିଶ୍ୱାସ ପଡିଲା…
କେନ୍ଦୁଝର,୨୩।୬(ନରେଶ ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। କେନ୍ଦୁଝରରେ ମା’ ତାରିଣୀଙ୍କୁ ଦର୍ଶନ କରିବା ପରେ ପ୍ରାୟ ୪ କି.ମି. ବିଶାଳ ରୋଡ଼ ଶୋ’ କରିଛନ୍ତି। ଏହି ସମୟରେ କେନ୍ଦୁଝରରେ ଏକ ସଭାରେ ଯୋଗ…
Archives


