କେନ୍ଦୁଝର

ଝାଡେଶ୍ୱର ମହେଶଙ୍କ ପୀଠରେ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼

ଆନନ୍ଦପୁର,୫। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଝାଡ଼େଶ୍ୱର ମନ୍ଦିର ପରିସରରେ ବୋଲଭମ୍‌ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରାବଣ ମାସର ତୃତୀୟ ସୋମବାର କାଉଡ଼ିଆମାନେ ଝାଡ଼େଶ୍ୱର ମହେଶଙ୍କ ନିକଟରେ ଜଳଲାଗି କରିଥିଲେ। ନିଜର ମାନସିକ ପୂରଣ ପାଇଁ କାଉଡ଼ିଆମାନେ ବହୁ...

ମୋବାଇଲ ଟାଓ୍ବାରକୁ ବିରୋଧ: ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ସାହିବାସିନ୍ଦା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଗୁଣ୍ଡିଚାମନ୍ଦିର ନିକଟରେ ଥିବା ଚାରିଘରିଆ ସାହିରେ ମୋବାଇଲ ଟାଓ୍ବାର ବସାଇବାକୁ ବିରୋଧକରି ଅନ୍ତେଃବାସୀ ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୋମବାର ସାକ୍ଷାତକରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁରର ଜନୈକ ବ୍ୟକ୍ତିଙ୍କ ପଟ୍ଟାଭୁକ୍ତ ଜମିରେ ମୋବାଇଲ ଟାଓ୍ବାର...

ନାଳରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ପାଟଣା,୫।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳୀ ପଞ୍ଚାୟତ ଭୁଲୁଦା ଗ୍ରାମ ନିକଟ କୁଣ୍ଡିଆ ନାଳରେ ବୁଡ଼ି ରବିବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଧ୍ରୁବଚରଣ ନାଏକଙ୍କ ପୁଅ ପ୍ରିୟବ୍ରତ(୨୯)। ବିଳମ୍ବିତ ରାତିରେ ପାଟଣା...

ପିଲାଙ୍କ ଖୁସି ମୋ ଜୀବନର ସମ୍ବଳ

ଆନନ୍ଦପୁର,୫।୮(ସ୍ବ.ପ୍ର.): ଏମିତି ବି ମଣିଷ ଥାନ୍ତି। ନିଜଠାରୁ ଅଧିକ ଅସହାୟ ଲୋକ ଏବଂ ପରୋପକାର କଥା ଚିନ୍ତା କରିଥାନ୍ତି। ଆଜି ବି ସମାଜରେ ଭଲ ଲୋକ ଅଛନ୍ତି। ଯେଉଁଥିପାଇଁ ସମଗ୍ର ଅଞ୍ଚଳ ଗର୍ବିତ ଅନୁଭବ କରେ। ସେମିତି ଏକ ଅନନ୍ୟ...

ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି : ୯୦ପ୍ରତିଶତ ଜମି ପଡ଼ିଆ

ତେଲକୋଇ, ୫।୮(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ବର୍ଷାର ଅଭାବ ଯୋଗୁଁ ଧାନ କ୍ଷେତ ଫାଟି ଆଁ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ଚାଷୀ ମାନେ ଅପେକ୍ଷାରେ ରହିଛନ୍ତି । ଶ୍ରାବଣ...

ଉଠା ସେଚ ପ୍ରକଳ୍ପ ଅଚଳ, ଚାଷୀ ହତାଶ

କେନ୍ଦୁଝର, ୫ା୮(ସ୍ବ.ପ୍ର.) : କେନ୍ଦୁଝର ଜିଲାରେ ଅନିୟମିତତା ବର୍ଷା ଯୋଗୁ ଚଳିତ ବର୍ଷ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ରହିଛନ୍ତି। ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଚାଷୀମାନେ କ୍ଷତିଗ୍ରସ୍ତ ହେବା ଆଶଙ୍କା କରି ମୁଣ୍ଡରେ ହାତ...

‘ପିଲା ଦିନର ସ୍ବପ୍ନ ବାଟ କଢ଼ାଇଛି’: ନିଆରା ପ୍ରତିଭା ସନ୍ତୋଷ

ଆନନ୍ଦପୁର,୪।୮(ସ୍ବ.ପ୍ର.)-ପିଲା ଦିନୁ ତ୍ଜଣେ ସଫଳ ଚିତ୍ରକର ହେବାକୁ ସେ ଦେଖିଥିଲେ ସ୍ବପ୍ନ। ଗରିବ ପରିବାରରେ ଜନ୍ମ ନେଇଥିବାରୁ ଆର୍ଥିକ ଅନଟନ ସତ୍ତ୍ୱେ ନିରନ୍ତର ସାଧନା ବଳରେ ସେ ନିଜ କଳାପ୍ରତିଭାକୁ ବିକଶିତ କରି ରାଜ୍ୟ ପାଇଁ ସୁନାମ ଆଣିବା ସହ...

ମେଧାବୀ ଛାତ୍ରଙ୍କୁ ନାମଲେଖା ପାଇଁ ମିଳିଲା ସହାୟତା

ଆନନ୍ଦପୁର,୪।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କୃଷ୍ଣ ଚନ୍ଦ୍ର ହେମ୍ବ୍ରମ୍‌ ନାମକ ଜଣେ ମେଧାବୀ ଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ନାମଲେଖା ବାବଦରେ ସହାୟତା ଯୋଗାଇଦେଇଛନ୍ତି। ଜିଲାପାଳଙ୍କ ଏପରି ପଦକ୍ଷେପକୁ ସମ୍ପୃକ୍ତ ଛାତ୍ରଙ୍କ ପରିବାର ଲୋକେ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ...

୩ଘଣ୍ଟା ଟ୍ରାଫିକ ଜାମ୍‌ରେ ଫସିଲା ସ୍କୁଲ ବସ୍‌

ଯୋଡ଼ା, ୪।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ବିଲେଇପଦା, ଯୋଡା, ଭଦ୍ରାସାହି , ବଡବିଲ ରାସ୍ତାରେ ଟ୍ରାଫିକ ଜାମ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି ା ପ୍ରଶାସନିକ ଅବହେଳା ଯୋଗୁ ହି ଟ୍ରାଫିକ ସମସ୍ୟା ସୁଧୁରିବା...

ଟ୍ରାଫିକ ଜାମ୍‌ରେ ଫସିଲେ: ସ୍କୁଲ ଯାଇ ନ ପାରି ଫାଣ୍ଡିରେ ବସିଲେ ଛାତ୍ରୀଛାତ୍ର

ଯୋଡ଼ା, ୩।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା, ଯୋଡ଼ା, ଭଦ୍ରାସାହି, ବଡ଼ବିଲ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । ପ୍ରଶାସନର ଅବହେଳା ଯୋଗୁ ଏହି ସମସ୍ୟା ସୁଧୁରିବା ପରିବର୍ତ୍ତେ ଦିନକୁ ଦିନ ବୃଦ୍ଧି...

ଯୋଡାରେ ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ:କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ତଦାରଖ କଲେ

ଯୋଡ଼ା,୩।୮(ଡି.ଏନ.ଏ.)- ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପଶାସନ ସଚିବ ତଥା ରାଜ୍ୟ ନଗର ଉନ୍ନୟନ ସଂସ୍ଥାର ଅତିରିକ୍ତ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଶୁକ୍ରବାର କେନ୍ଦୁଝର ଜିଲା ଯୋଡା ଗସ୍ତରେ ଆସି ପୌରପାଳିକାରେ ନିର୍ମାଣଧୀନ ଥିବା କଠିନ...

ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ ଗିନିଜ୍‌ ବୁକ୍‌ରେ ସ୍ଥାନ ଦେବା ସକାଶେ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା। ଏହି...

ଉଧେଇ ପାରୁନି ବେଦ ବିଦ୍ୟାଳୟ

କେନ୍ଦୁଝର, ୩ା୮ (ସ୍ବ.ପ୍ର.) -କେନ୍ଦୁଝର ପୁରୁଣା ବଜାର ନିକଟ ସିଦ୍ଧମଠଠାରେ ୨୦୦୪ରୁ ଗଢି ଉଠିଥିବା ବେଦ ବିଦ୍ୟାଳୟ ପ୍ରୋତ୍ସାହନ ଅଭାବରୁ ଆଗକୁ ବଢି ପାରୁନାହିଁ ା ମଧ୍ୟପ୍ରଦେଶ ଉଜ୍ଜୟନୀ ସ୍ଥିତ ମହର୍ଷି ଶାନ୍ତିପନୀ ରାଷ୍ଟ୍ରୀୟ ବେଦ ବିଦ୍ୟା ପ୍ରତିଷ୍ଠାନ ଅଧୀନରେ...

ଏକାଠି ହେଲେ ସବୁ ଟ୍ରକ ମାଲିକ ସଂଘ

କେନ୍ଦୁଝର, ୩।୮ (ସ୍ବ.ପ୍ର./ଡି.ଏନ.ଏ.)- ରାଜ୍ୟ ବାହାରୁ ଭାରି ଯାନ ଅଣାଯାଇ କେନ୍ଦୁଝର ଜିଲାରେ ଖଣିଜ ଦ୍ରବ୍ୟ ପରିବହନ କରାଯାଉ ଥିବାରୁ ସ୍ଥାନୀୟ ଅଞ୍ଚଳର ଟ୍ରକ ମାଲିକମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଅଧିକ ସଂଖ୍ୟାରେ ଭାରିଯାନ ଚଳାଚଳ ଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ...

କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରମିକ ଏଥିରେ ସାମିଲ ହୋଇଥିଲେ। ବ୍ୟାନର ଓ ପତାକା ଧରି ନଗର ଭବନ...

ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ଷୀରୋଦ କୁମାର

ହାଟଡିହୀ,୨।୮(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କ୍ଷୀରୋଦ କୁମାର ତ୍ରିପାଠୀ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ଏବିଇଓ ରୂପେ କାର୍ଯ୍ୟ କରୁଥିଲେ। ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ବିଆରସିସି ବିନୋଦ ରାଉତ, ଏବିଇଓ ସୁରେଶ...

ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ

କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶୁଆକାଠି...

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତରେ ପ୍ରାୟତଃ ସବୁ ଜାଗାରେ ଖରିଫ ଋତୁର ଧାନ ଫସଲ ସହିତ...