କେନ୍ଦୁଝର

ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଖେତୁଆଳି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିପୋଡ଼ି ଛାରଖାର୍‌ ହୋଇଯାଇଛି। ଗ୍ରାମର ପୀତବାସ ଦାସଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଅଗ୍ନିକାଣ୍ଡରେ ରୋଷେଇ ଘରେ ଥିବା…

ଓଲଟିଲା ପିକ୍‌ଅପ୍‌, ୩୦ରୁ ଊର୍ଦ୍ଧ୍ୱ ଆହତ

କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ନୟାକୋଟ ଥାନା ବାଂଶପାଳ ନିକଟରେ ଏକ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୩୦ରୁ ଊଦ୍ଧର୍‌ବ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କେନ୍ଦୁଝର…

ବଡ଼ ଭଉଣୀର ମୃତ୍ୟୁ ଖବର ଶୁଣି ଯାଉଥିଲେ ସାନ, ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): ବଡ଼ ଭଉଣୀଙ୍କ ମୃତ୍ୟୁ ଖବର ପାଇ ଭଉଣୀଙ୍କ ଶେଷ ଦର୍ଶନ କରିବାକୁ ଯାଇଥିଲେ ସାନ ଭଉଣୀ। ମାତ୍ର କିଏ ଜାଣିଥିଲା ରାସ୍ତାରେ ତାଙ୍କୁ ନେବା ପାଇଁ ଯମ ଛକି ବସିଥିଲା ବୋଲି। କେନ୍ଦୁଝର ଜିଲା ଘସିପୁରା ବ୍ଲକ…

ସରପଞ୍ଚଙ୍କୁ ବାଦ୍‌ ଦେଇ ପିଇଓ ପାଳିଲେ ସ୍ବଚ୍ଛତା ପକ୍ଷ, ତେଜୁଛି ବିବାଦ

ପାଟଣା,୬ା୪(ବୀରକିଶୋର ଦାଶ): ରାଜ୍ୟ ସରକାର ଏପ୍ରିଲ ୧ରୁ ୧୪ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରୁଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥଜୀଉ ମଠ ନିକଟରେ ରବିବାର ସକାଳୁ ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ସ୍ବଚ୍ଛତା ଦିବସ ପାଳିତ…

ଉଠିଲା ବେଳକୁ ଅଗଣାରେ ଭାଲୁ, ପରେ ଯୁବକଙ୍କୁ ଯାହା କଲା…

ପାଟଣା,୬।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସ୍ବାମ ପୁରୁଣା ମୁଣ୍ଡା ସାହିକୁ ରବିବାର ସକାଳୁ ଏକ ବଣୁଆ ଭାଲୁ ପଶି ଆସିଥିଲା। ପରେ ଭାଲୁଟି ଅଗଣାରେ ଛିଡା ହୋଇଥିବା ଜଣେ ଯୁବକଙ୍କୁ ଆକ୍ରମଣ କରଥିଲା। ଯୁବକ ଜଣଙ୍କୁ ଗୁରୁତର…

ସଂଗ୍ରାମ ଦାସ କଂଗ୍ରେସର ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସ କର୍ମୀମାନେ ସକ୍ରିୟ ହୋଇପଡିଛନ୍ତି। ଆଗାମୀ ଦିନରେ ରାଜ୍ୟ କଂଗ୍ରେସର ସଂଗଠନ, ବିକ୍ଷୋଭ ଓ ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୩୫ଟି ସାଙ୍ଗଠନିକ ଜିଲା…

ରାଜାଙ୍କ ଫାର୍ମହାଉସରେ କ୍ରାଇମବ୍ରାଞ୍ଚର ତନାଘନା 

କେନ୍ଦୁଝର,୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଶାଖାର ଏକ ଟିମ୍‌ ଶନିବାର କେନ୍ଦୁଝର ଯାଇ ରାଜା ଚକ୍ରଙ୍କ ଗୋପାଳପୁରସ୍ଥିତ ଫାର୍ମହାଉସ୍‌ରେ ତନାଘନା କରିଛି। ସେଠାରେ ଯାଇ ସେମାନେ ମାପଚୁପ କରିଛନ୍ତି। ଏହି ମାପଚୁପ ବେଳେ ରାଜସ୍ବ ଓ ବନବିଭାଗ ଅଧିକାରୀମାନେ…

ତରଭୁଜ ଚାଷକରି ଶିକ୍ଷକ ଲକ୍ଷପତି

କେନ୍ଦୁଝର,୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପେସାରେ ଶିକ୍ଷକ, ନିଶା ତାଙ୍କର ଚାଷ। ଶିକ୍ଷକ ଚାକିରି ପରେ ବି କୁଳ ବେଉସାକୁ ଭୁଲି ପାରିନାହାନ୍ତି। ଚାକିରି ସହ ତରଭୁଜ ଚାଷକରି ଅନେକ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେ ହେଲେ କେନ୍ଦୁଝର ଜିଲା ସଦର…

ବିଶ୍ୱଶାନ୍ତି ମହାଯଜ୍ଞରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମା’ କାଳୀ ତୀର୍ଥ ମଣ୍ଡପରେ ରାଜ୍ୟସ୍ତରୀୟ ସନାତନ ଧର୍ମ ସୁରକ୍ଷା ପରିଷଦ ଆନୁକୂଲ୍ୟରେ ୧୧୪ କୁଣ୍ଡିୟ ତିନିଦିନାତ୍ମକ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ। ମହାଯଜ୍ଞ ଏପ୍ରିଲ ୧୦ରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଳିବ…

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର

ପାଟଣା, ୩ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତୁରୁମୁଙ୍ଗା ପୋଲିସ ଗୁରୁବାର ସାରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ତାଣ୍ତବ ରଚିଲା କାଳବୈଶାଖୀ: ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଛିଣ୍ଡିଲା ତାର

କେନ୍ଦୁଝର,୩।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଞ୍ଚଳରେ ତାଣ୍ତବ ରଚିଛି କାଳବୈଶାଖୀ। କାଳବୈଶାଖି ପ୍ରଭାବରେ ଅପରାହ୍ନରେ ଅଞ୍ଚଳରେ ଝଡ଼ ତୋଫାନ ହୋଇ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ପବନର ବେଗ୍‌ ଏତେ ଜୋରଥିଲା ଯେ, ବଡ଼ ବଡ଼ ଗଛ ଡାଳ ସହ…

ଛାତ ଉପରେ ମହୁଲ ଶୁଖାଇବାକୁ ଯାଇଥିଲେ, ମୁକୁଳା ସର୍ଭିସ ତାର ନେଇଗଲା ଜୀବନ

ଆନନ୍ଦପୁର, ୩।୪(ସୁଶାନ୍ତ କୁମାର ସାହୁ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି । ଏଭଳି ଦୁଃଖଦ ଘଟଣା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ପଇତାପାଣି ଗ୍ରାମରେ ଦେଖିବାକୁ ମିଳିଛି । ଖବରରୁ ପ୍ରକାଶ ଯେ, ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?