କେନ୍ଦୁଝର

ମଙ୍ଗଳା ପୂଜା ସାରି ଫେରିବା ବେଳେ ଟଳି ପଡ଼ିଲେ ପୂଜକ

ଆନନ୍ଦପୁର,୨।୪(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଶାସଙ୍ଗ ଗ୍ରାମରେ ବୁଧବାର ଦିନ ମଙ୍ଗଳା ପର୍ବର କଳସ ବିସର୍ଜନ ସାରି ଫେରିବା ବେଳେ ଟଳି ପଡିଲେ ପୂଜକ । ଗ୍ରାମବାସୀମାନେ ତାଙ୍କୁ ତୁରନ୍ତ ଆନନ୍ଦପୁର ଉପଖଣ୍ଡ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ…

ଏପ୍ରିଲ ମାସରେ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି । ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ୭ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର…

ହାଇଓ୍ବା ଜବତ, ଜଣେ ଅଟକ

କେନ୍ଦୁଝର,୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପାଟଣା ରେଞ୍ଜ ଚାଙ୍ଗୁପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଉତ୍ତୋଳନ କରୁଥିବା ଏକ ହାଇଓ୍ବା ( ଓଆର ୧୯ଏମ ୪୯୭୯) ଜବତ କରିବା ସହ ଡ୍ରାଇଭର ବିମଳ କୁମାର…

କାମ ହେବାର ୨ ମାସ ନ ପୂରୁଣୁ ରାସ୍ତା ଫାଟି ୨ ଫାଳ

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତବିଭାଗର ପାଟଣା ମୁଖ୍ୟ ବଜାର ଦେଇ ନିର୍ମିତ କଂକ୍ରିଟ ରାସ୍ତା ନିର୍ମାଣର ୨ମାସ ନ ପୂରୁଣୁ ପାଟଣା ମେଡିକାଲ ବାଙ୍କ ନିକଟରେ ୫୦ଫୁଟରୁ ଊଦ୍ଧର୍‌ବ କଂକ୍ରିଟ ରାସ୍ତା ଓ ଦୁର୍ଗାଦେଇପୁର ବାଙ୍କ ନିକଟରେ ଫାଟି ୨ଫାଳ…

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୨।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ଶିଶୁ ବାଟିକା ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ସକାଳୁ ପାଟଣା ମୁଖ୍ୟାଳୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟଳୟରେ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣା…

ଶହୀଦ ରାଜକିଶୋରଙ୍କ ଘରେ ପହଞ୍ଚିଲେ ମନ୍ତ୍ରୀ

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ସହିଦ ରାଜକିଶୋର ମୁଣ୍ତାଙ୍କ ଘରକୁ ଆଜି ମଧ୍ୟାହ୍ନରେ ରାଜ୍ୟ ଜଙ୍ଗଲ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ତେଲକୋଇ ବିଧାୟକ ଫକୀର ମୋହନ ନାୟକ,…

ବିବାଦୀୟ ପରିସ୍ଥିତିରେ ଲୋକାର୍ପଣ ହେଲା ଅନ୍ତ୍ୟୋଦ୍ୱୟଯୋଜନା

ଆନନ୍ଦପୁର,୧।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆବାସୀ ମାଧ୍ୟମରେ ଅନ୍ତ୍ୟୋଦ୍ୱୟ ଯୋଜନାର ଆବାସ ଲୋକାର୍ପଣ ରବିବାର ଅନୁଷ୍ଠିତ ହୋଇଥିଲା। ଏହି ପର୍ବରେ ଅସୁସ୍ଥତା କାରଣରୁ ବିଡିଓ ଅନୁପସ୍ଥିତ ଥିବାବେଳେ ଏବିଡିଓ ବିଚିତ୍ର କୁମାର କର…

ଏକାଉଣ୍ଟରୁ କଟିଗଲା ଟଙ୍କା: ଯୁବକ ଭାଙ୍ଗିଦେଲା ଏଟିଏମ୍

ଆନନ୍ଦପୁର, ୧।୪ (ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଷ୍ଟେଟ ବ୍ୟଙ୍କ ଏଟିଏମ୍ ଭାଙ୍ଗି ଚୁର୍ ମାର କରିଦେଲେ ଯୂବକ l ଘଷିପୁରା ଥାନା ସାମ୍ନାରେ ଥିବା ଷ୍ଟେଟ୍ ବ୍ୟାଙ୍କ ଘଷିପୁରା ଶାଖାର ଏଟିଏମ୍ କୁ ଗୋଇଠା ମାରି ଭାଙ୍ଗି…

ଜାଳ ସଂଗ୍ରହ କରିବାକୁ ଯାଇ ଗଛରୁ ପଡ଼ି ଯୁବକଙ୍କ ମୃତ୍ୟୁ

ପାଟଣା,୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୂଷା ଖୋରି ଗ୍ରାମର ଜଣେ ୪୫ବର୍ଷୀୟ ଯୁବକ ମଙ୍ଗଳବାର ପୂର୍ବାହ୍ନରେ ଗଛରୁ ପଡ଼ି ପ୍ରାଣ ହାନୀ ଘଟିଛି। ମୃତକ ଜଣକ ହେଉଛନ୍ତି ଗୋବର୍ଦ୍ଧନ ଦାସ। ସୂଚନା ଅନୁଯାୟୀ ସେ ଜଙ୍ଗଲକୁ ଜାଳ…

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଅଭିଯୁକ୍ତ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି।…

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି। କେନ୍ଦୁଝର ସଦର…

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର ସମୟରେ ଏକ ଟ୍ରଲର କେନ୍ଦୁଝର ଆଡକୁ ଯାଉଥିବା ସମୟରେ ଏକ ହାଇୱା ପିଚୁ ଅନଲୋଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?