ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ
ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଖୋର୍ଦ୍ଧା ଅଗ୍ନିଶମ ବିଭାଗ ପକ୍ଷରୁ ନିଆ ଲିଭା ଜାରି ରହିଛି। ତେବେ…
ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ବିଜେଡିରୁ…
ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…
ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…
ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍ ପୃଥକ୍ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ରେଞ୍ଜ ମୟୂରଝଲିଆ ଗାଁର କାଳୁ ମହାରଣା (୫୮)…
ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ଦଳିଦେଲା ହାତୀ
ନିରାକାରପୁର, ୨୫।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫)ଙ୍କ ମୃତ୍ୟୁ ଘଟିଛି । କିଛି ଗ୍ରାମବାସୀଙ୍କ ଠାରୁ ପ୍ରକାଶ ଯେ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ…
ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…
ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍ କରୁଛନ୍ତି। ବୁଧବାର ବିଳମ୍ବିତ ରାତିରେ ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ଅସରଳା…
ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…
ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପରୀକ୍ଷା ପୂର୍ବାହ୍ନ ୯ଟାରେ ଆରମ୍ଭ ହୋଇ ୧୧ଟା…
ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ…
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି ଆନ୍ଦୋଳନକାରୀ। ପୋଲିସ ସହ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ନିର୍ବାଚିତ…
ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର ଟଙ୍କା ସହ ୨୦ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏପରିକି ପୋଲିସ ଜୁଆଡ଼ିମାନଙ୍କ…
କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ ହାତୀର ଜୀବନ ଯାଉଛି। ହାତୀର ଗତିବିଧି ଉପରେ ନଜର ରଖିବା ସହ ନିୟନ୍ତ୍ରଣ…
ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ
ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଟିମ୍ ଚଢ଼ାଉ କରିଛି। କିଙ୍ଗ୍ପିନ୍ ସମେତ ୩ ଦେହଜୀବୀ, ୪ଜଣ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…
ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ ନେଇ ବିବାଦ ଆରମ୍ଭ ହୋଇଥିଲା । ଆଜି ପୂର୍ବାହ୍ନରେ ବୋଲଗଡ ତହସିଲ କାର୍ଯ୍ୟାଳୟ…
Archives


