ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍ କ୍ଲିକ୍ ଖାଲି କରିଦେବ ପୂରା ଆକାଉଣ୍ଟ
ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି। ବିଶେଷ କରି ଆଗାମୀ ପାର୍ବଣ ଋତୁରେ ଅନ୍ଲାଇନ ଶପିଂ ବୃଦ୍ଧି ପାଉଥିବାରୁ, ନକଲି…
ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video
ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ଏବେ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ୧୦ଦିନ ଯାଏ ଚାପମୁକ୍ତ ରଖିବାକୁ ପ୍ରୟାସ…
ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ
ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍ଏସ୍ଏମ୍ଇ ବିଭାଗର କମିଶନର-କମ୍-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍ଆଇଆର ସମ୍ପର୍କିତ କାର୍ଯ୍ୟର ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି ଅବସରରେ ଆୟୋଜିତ ସମୀକ୍ଷା ବୈଠକରେ ଦାବି ଓ…
ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…
ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ ଖୋର୍ଦ୍ଧା ଜିଲା ପ୍ରଶାସନ ସହ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରରେ ବୁଧବାର ଆୟୋଜିତ ଏହି…
ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…
ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନାନୁସାରେ, ଗୁଆହାଟୀ ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନଟି ନରାଜମାର୍ଥାପୁର…
ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା
ଭୁବନେଶ୍ୱର,୭।୯: ଚିଫ୍ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା ଯାଞ୍ଚ କରାଯିବ ବୋଲି ଫାୟାର ଅଫିସର ଦେବେନ୍ଦ୍ର ସୂଚନା ଦେଇଛନ୍ତି। ଶିଳ୍ପ ପ୍ରତିଷ୍ଠାନ,…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧୦ଟି ଚୋରା ମୋବାଇଲ ଫୋନ୍, ୨ଟି ଦାମୀ ବ୍ୟାଗ…
ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…
ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ ଭାଇ ସ୍ବରୂପ ମହାପାତ୍ର ସୂଚନା ଦେଇଛନ୍ତି । ନେପାଳରେ ଓଡିଶାର ୬ ଜଣ…
ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ସାର ଯୋଗାଣ ସୁରୁଖୁରୁରେ ଚାଲିଥିବା ବେଳେ ସମବାୟ…
ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’
ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’ ପକ୍ଷରୁ ଏକ ସ୍ୱତନ୍ତ୍ର ସମ୍ମାନ ସମାରୋହ ଆୟୋଜିତ ହୋଇଯାଇଛି। ଆଗାମୀ ଅନ୍ତର୍ଜାତୀୟ ମ୍ୟାଚ…
ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ
ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ ନୃତ୍ୟାଶା ସମ୍ମାନ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଓଡ଼ିଶୀ ନୃତଗୁରୁ…
ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ
ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

