ଖୋର୍ଦ୍ଧା

ହରିଣ ମାଂସ ଖାଇବା ପଡ଼ିଲା ମହଙ୍ଗା: ୩ ଶିକାରୀ, ୧୦ ଗ୍ରାହକ ଗିରଫ

ବାରଙ୍ଗ,୪।୯(ଡି.ଏନ୍‌.ଏ.): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଭୟାରଣ୍ୟ ଫିରିଙ୍ଗନାଳି ଅଞ୍ଚଳରୁ ଗୁରୁବାର ୩ ଶିକାରୀଙ୍କୁ ଗିରଫ କରାଯାଇଛି। ଚନ୍ଦକା ଡ଼ମପଡ଼ା ବନ ବିଭାଗ, ଚନ୍ଦକା ପୋଲିସ ଗୁରୁବାର ରାତିରେ…

4 years ago

ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା ଅଫିସ, ୩ା୯:ରାଜୁଆ ଓ ଦୟା ଆଣିଛି ଦୁଃଖ। ଏହି ଦୁଇ ନଦୀରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ଖୋର୍ଦ୍ଧା ଜିଲାର ଖୋର୍ଦ୍ଧା, ଜଟଣୀ, ବାଲିଅନ୍ତା, ବାଲିପାଟଣା…

4 years ago

ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ବାରଙ୍ଗ,୧।୯(ଡି.ଏନ୍‌.ଏ.): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ୫ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି। ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ନନ୍ଦନକାନନ ଖୋଲିବା ପାଇଁ ଆଲୋଚନା ଆରମ୍ଭ…

4 years ago

ବିଚ୍ଛିନ୍ନ ହେଲା ଜଟଣୀ-ପୁରୀ ରାସ୍ତା

ଖୋର୍ଦ୍ଧା ଅଫିସ/ ଜଟଣୀ(ଡି.ଏନ.ଏ)୩୧ା୮: ମହାନଦୀ ବନ୍ୟାଜଳ ଦୟା ନଦୀରେ ପ୍ରବେଶ କରିବା ପରେ ସ୍ଥିତି ସଙ୍ଗିନ ହୋଇଛି। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର ରାଜୁଆ ଓ ଦୟା…

4 years ago

ଖୋର୍ଦ୍ଧାରେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା: ୧୫ରୁ ଉର୍ଦ୍ଧ୍ୱ ଗ୍ରାମ ଜଳମଗ୍ନ

ଖୋର୍ଦ୍ଧା ଅଫିସ,୩୦। ୮:  ହିରାକୁଦ ଗେଟ୍‌ ଖୋଲାଯିବା ପରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଖୋର୍ଦ୍ଧା ବ୍ଲକ ଓରବରସିଂ, ନରଣଗଡ଼ ପଞ୍ଚାୟତର ୧୫ରୁ ଉର୍ଦ୍ଧ୍ୱ…

4 years ago

ଗାଁ ଦାଣ୍ଡରେ ଡଙ୍ଗା ଚାଲିଲା

ଖୋର୍ଦ୍ଧା ଅଫିସ,୨୯ା୮: ଲଘୁଚାପଜନିତ ବର୍ଷା ଓ ହୀରାକୁଦରୁ ଜଳ ନିଷ୍କାସନ ଫଳରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର…

4 years ago

ନନ୍ଦନକାନନରେ ଆନାକୋଣ୍ଡା ମୃତ

ବାରଙ୍ଗ,୨୯ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଗତ ଏକମାସ ହେବ ଏହି…

4 years ago

ଅଣ୍ଡିଲୋ ଗାଁରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୭ା୮(ଡି.ଏନ୍‌.ଏ): ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ହେବା ଯୋଗୁ ବାଲିଅନ୍ତା ପଞ୍ଚାୟତର ଅଣ୍ଡିଲୋ ଗ୍ରାମର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି।…

4 years ago

୩ ପଞ୍ଚାୟତର ୧୫ ଗାଁ ପାଣି ଘେରରେ

ଖୋର୍ଦ୍ଧା ଅଫିସ,୨୭ା୮: ଲଗାଣ ବର୍ଷା ସହ ହୀରାକୁଦ ଜଳ ରାଜୁଆ ନଦୀରେ ପ୍ରବେଶ କରିବା ପରେ ବନ୍ୟା ଆସିଛି। ଫଳରେ ଖୋର୍ଦ୍ଧା ବ୍ଲକ୍‌ର ୩ ପଞ୍ଚାୟତରେ ବନ୍ୟା…

4 years ago

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ ଅଞ୍ଚଳର…

4 years ago