ଖୋର୍ଦ୍ଧା

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ…

5 years ago

୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍‌-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି…

5 years ago

ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ କାଠ ଫାଳିଆରେ ମାଡ଼: ଚାଲିଗଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୧ : ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ ପଛପଟୁ କାଠଫାଳିଆ ମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ଟାଉନ…

5 years ago

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା ଅଫିସ,୫।୧ : ଶୀତ ଋତୁ ଆସିଲେ ନିଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହୋଇଥାଏ। ସମଗ୍ର ଚିଲିକା, ଉପକୂଳବର୍ତ୍ତୀ ଅଞ୍ଚଳ, ପକ୍ଷୀଙ୍କ ଅଭୟାରଣ୍ୟ ନଳବଣରେ ପ୍ରଜାତି…

5 years ago

ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍‌ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା ଜିଲାରେ…

5 years ago

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ: ଲକ୍ଷାଧିକ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଅଭିଯୋଗକାରୀ

ଖୋର୍ଦ୍ଧା ଅଫିସ, ୪।୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାରୀ ସକାଳେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କହିଛନ୍ତି। ପୋଲିସର ଉପସ୍ଥିତରେ ଯୁବକ ଦେହରେ କିରୋସିନ ଢାଳି…

5 years ago

ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ

ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍‌ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ ସ୍କିମର…

5 years ago

ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର

ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ…

5 years ago

ଆଜିଠୁ ଖୋଲିବ ମନ୍ଦିର, ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦଦେଇ ଗ୍ରାମାଞ୍ଚଳରେ ଥିବା ସମସ୍ତ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ରବିବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ…

5 years ago

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ: ଅବସର ନେଲେ ୭ ଦିନର ଅଧ୍ୟକ୍ଷା

ଖୋର୍ଦ୍ଧା ଅଫିସ,୨ା୧: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ୭ଦିନ ଲାଗି ଅଧ୍ୟକ୍ଷା ଭାବେ ଯୋଗଦେଇଥିବା ଡ.ବିଶ୍ୱମୋହିନୀ ମଙ୍ଗରାଜ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ…

5 years ago