ବାଳକାଟୀ,୧୭ା୬(ଡି.ଏନ୍.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ…
ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର ପୂର୍ବତନ…
ଖୋର୍ଦ୍ଧା ଅଫିସ,୧୭ା୬: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ…
ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍ଡିଭିଜନ୍ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କରାଯାଇଛି। ଜୁନ ୩୦ ଯାଏ…
ବାରଙ୍ଗ,୧୬।୬(ଡି.ଏନ୍.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି…
ଖୋର୍ଦ୍ଧା ଅଫିସ,୧୫।୬ : ସାମାଜିକ ଦୂରତା ଓ କୋଭିଡ-୧୯ ନିୟମ ଉଲ୍ଲଂଘନ ନେଇ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ସୋମବାର ୩ଟି ଦୋକାନ ସିଲ୍ କରାଯାଇଛି ।…
ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ…
ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି।…
ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ…
ଯଁ।ଳା,୧୩ା୬ (ଡି.ଏନ୍.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ନବୀନାବାଗ…