ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ…
ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି।…
ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ…
ଯଁ।ଳା,୧୩ା୬ (ଡି.ଏନ୍.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ନବୀନାବାଗ…
ଖୋର୍ଦ୍ଧା ଅଫିସ,୧୨।୬-ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ। ବାଘମାରୀ ଥାନା ଭୋଗଡା ଗ୍ରାମରେ ଗତ ୨୫ ତାରିଖରେ ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରେ ଲୁଟପାଟ ଓ…
ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ଜିଲା ବେଗୁନିଆ ଥାନାର ସବ ଇନ୍ସପେକ୍ଟର(ଏସଆଇ) ବିଜୟ କୁମାର ମଲିକଙ୍କର ଜିଲା ପୋଲିସ ପକ୍ଷରୁ ଅନ୍ୟତ୍ର ବଦଳି କରାଯାଇଛି । ମାତ୍ର ସବ୍…
ଖୋର୍ଦ୍ଧା ଅଫିସ,୧୨।୬: କରୋନା ଲାଗି ଫିକା ପଡିବ ଓଡ଼ିଆଙ୍କ ଗଣ ପର୍ବ ରଜ। ବାହାରେ ହୋଇ ପାରିବ ନାହିଁ ସାମୁହିକ କାର୍ଯ୍ୟକ୍ରମ। ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ…
ଖୋର୍ଦ୍ଧା ଅଫିସ,୧୧ା୬ : ସାମାଜିକ ଦୂରତ୍ୱ ଏବଂ କୋଭିଡ୍-୧୯ ନିୟମ ଉଲ୍ଲଂଘନ କରିଥିବାରୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସହରର ଦୁଇ ଶାଢୀ ଦୋକାନକୁ ସାମୟିକ…
ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ…
ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର…