ଖୋର୍ଦ୍ଧା

ଚନ୍ଦକା ଏସ୍‌ଓଜି କ୍ୟାମ୍ପରେ ପ୍ରଶିକ୍ଷଣ ବେଳେ ଅଘଟଣ: ହ୍ୟାଣ୍ଡ ଗ୍ରେନେଡ୍‌ ବିସ୍ଫୋରଣ ଯୋଗୁ ଜଣେ ହାବିଲଦାର୍‌ ଶହୀଦ, ୨ ଆହତ

ବାରଙ୍ଗ,୭।୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକାଥାନା ଅଧୀନରେ ଥିବା ଏସ୍‌ଓଜି କ୍ୟାମ୍ପ୍‌ରେ ପ୍ରଶିକ୍ଷଣ ଦେବା ବେଳେ ମଙ୍ଗଳବାର ଜଣେ ପ୍ରଶିକ୍ଷକ ତଥା ହାବିଲଦାର ଶହୀଦ ହୋଇଛନ୍ତି। ଘଟଣାରେ ଅନ୍ୟ…

6 years ago

କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି ପୌର କର୍ମଚାରୀ, ସାଧାରଣରେ ପ୍ରଶଂସା

ଖୋର୍ଦ୍ଧା ଅଫିସ, ୭ା୪: କରୋନା ଭୁତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ରହିଛି। ଏଥିଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଅତ୍ୟାବଶ୍ୟକ…

6 years ago

ଖୋର୍ଦ୍ଧାରେ ଲକ୍‌ଡାଉନ୍‌ ଉଲ୍ଲଂଘନ: ୭ ଦୋକାନ ସିଲ୍‌ କଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୭ା୪ : କୋଭିଡ୍‌-୧୯ ଭୁତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ…

6 years ago

ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିଲେ।…

6 years ago

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର…

6 years ago

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା…

6 years ago

ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ…

6 years ago

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି। ଏହି…

6 years ago

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

6 years ago

ପୋଲିସ ଦେଖି ଦ୍ରୁତ ବାଇକ୍‌ ଚାଳନା, ସଚେତନ କଲେ ପ୍ରଶାସନ

ଜଟଣୀ,୫ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ଲକଡାଉନ ଘୋଷଣା ହୋଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିଛି। ଏଥିରେ ମଧ୍ୟ ଭିଡ ଜମିବାରୁ ସହରର ପ୍ରାୟ ହାଟ, ବଜାରକୁ ସକାଳ…

6 years ago