ଖୋର୍ଦ୍ଧା

ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ…

6 years ago

ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ…

6 years ago

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

6 years ago

୧୯ ଘଣ୍ଟିଆ ସଟ ଡାଉନ ଘୋଷଣା ପରେ ଗଞ୍ଜାମ ଖୋର୍ଦ୍ଧା ସୀମା ସିଲ

ବେଗୁନିଆପଡା, ୫ା୪- ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ଓଡିଶା ରେ ବଢିବା ରେ ଲାଗିଛି ଏହାର ଭୟାଭୟ କୁ ଆଖି ଆଗରେ ରଖି ଗତକାଲି ରାତି…

6 years ago

ଶଟଡାଉନରେ ଭୋକିଲା ଷଣ୍ଢ ଓ କୁକୁରଙ୍କ ବିକଳ ଦୃଶ୍ୟ: ଖାଇବାକୁ ଦେଇ ହୃଦୟ ଜିଣିଲେ ପୋଲିସ ଆଉ ସ୍ଥାନୀୟ ବାସିନ୍ଦା

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ରାଜଧାନୀରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟଡାଉନରେ ପ୍ରଭାବିତ ସାଧାରଣ ମଣିଷଠାରୁ ଆରମ୍ଭ କରି ପଶୁ ଓ ପକ୍ଷୀକୂଳ। ରାସ୍ତା ଘାଟରେ ପୋଲିସର…

6 years ago

ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ ବୋଲି…

6 years ago

ବାଇକରେ ଆସିଲେ, ଚାଲି କି ଫେରିଲେ

ଖୋର୍ଦ୍ଧା ଅଫିସ,୫।୪ : କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକଡାଉନ ଓ କୋଭିଡ 19 ଉଲଘଂନ…

6 years ago

ପୁଣି 10 ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା

ଖୋର୍ଦ୍ଧା ଅଫିସ,୫।୪ : ଦିଲ୍ଲୀ ହଜରତ ନିଜାମୁଦ୍ଦିନ ଧର୍ମସଭା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲାଗି ଚିନ୍ତାର କାରଣ ପାଲଟିଛି। ଏହି ସମାବେଶରେ ଖୋର୍ଦ୍ଧା ଜିଲାର…

6 years ago

କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ…

6 years ago

ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ' ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ' l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି ବାର୍ତ୍ତା…

6 years ago