ଖୋର୍ଦ୍ଧା

୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର କରାଯାଇଥିଲା।…

6 years ago

ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି

ବାରଙ୍ଗ,୧୮।୩(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ ଅସୁସ୍ଥ…

6 years ago

ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ…

6 years ago

ଅସୁସ୍ଥ ମାଈ ହାତୀକୁ ଜଗି ବସିଛି ଦନ୍ତା: ପାଖ ମଡ଼ାଇ ଦେଉନି

ନିରାକାରପୁର, ୧୮।୩(ଡି.ଏନ୍‌.ଏ.): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି…

6 years ago

ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା

ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍‌.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ…

6 years ago

ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ

ନିରାକାରପୁର,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫…

6 years ago

ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି

ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା।…

6 years ago

ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି ବେଆଇନ ଖଣି ମାଫିଆଙ୍କ ଉତ୍ପାତ। ପାହାଡରେ ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ। ଧ୍ୱଂସ ପାଉଛି ପାହାଡ। ଏଥିଯୋଗୁ ବାୟୁମଣ୍ଡଳ…

6 years ago

୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ…

6 years ago

ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି

ବାରଙ୍ଗ,୧୩।୩(ଡି.ଏନ୍‌.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ…

6 years ago