ଖୋର୍ଦ୍ଧା

ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ…

6 years ago

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ…

6 years ago

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର…

6 years ago

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌ ଜଗୁଆଳି…

6 years ago

ଜଟଣୀରେ କଂସେଇଖାନା ନାହିଁ: ଅବାଧରେ ବାହାରେ ଚାଲିଛି ମାଂସକଟା

ଜଟଣୀ,୯ା୧(ଡି.ଏନ.ଏ.): ଜଟଣୀରେ କଂସେଇଖାନାଟିଏ ନାହିଁ। ନିୟମକୁ ଉଲ୍ଲଂଘନ କରି ବିଭିନ୍ନ ସ୍ଥାନରେ ଖୁଲମ୍‌ଖୁଲା ଛେଳି, ମେଣ୍ଢା, କୁକୁଡ଼ା କଟାଯାଇ ବ୍ୟବସାୟ ଚାଲିଛି। ପ୍ରଶାସନ ପକ୍ଷରୁ ଏହା ଉପରେ…

6 years ago

ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ସଭା

ଖୋର୍ଦ୍ଧା ଅଫିସ,୯ା୧: ଗଡମାଣତୀରର ରାମଚଣ୍ଡୀଙ୍କ ପୀଠରେ ଭାଜପାର ଦକ୍ଷିଣ ବେଗୁନିଆ ପକ୍ଷରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ମଣ୍ଡଳସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଯଜ୍ଞେଶ୍ୱର…

6 years ago

ବଢୁଛି ପଥର ଚୋରି

ଖୋର୍ଦ୍ଧା ଅଫିସ,୯ା୧: ଖୋର୍ଦ୍ଧା ସବ୍‌ଡିଭିଜନରେ ମାଙ୍କଡା, କଳାମୁଗୁନି ପଥର ଚୋରି ବଢ଼ିବାରେ ଲାଗିଛି। ତହସିଲ କର୍ତ୍ତୃପକ୍ଷ ଓ ପୋଲିସର ଚଢାଉ ପଥର ଚୋରିକୁ ରୋକିବାରେ ସକ୍ଷମ ହୋଇ…

6 years ago

ଚନ୍ଦକାରେ ଭାରତବନ୍ଦକୁ ସମର୍ଥନ, ଆନ୍ଦୋଳନକାରୀଙ୍କ ରାସ୍ତାରୋକୋ

ବାରଙ୍ଗ,୮।୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ତରଫରୁ ଭାରତବନ୍ଦ ଡାକରାର ପ୍ରଭାବ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳି ନ ଥିବାବେଳେ ଚନ୍ଦକାରେ ଏହାର ପ୍ରଭାବ ଦେଖାଦେଇଛି। ଚନ୍ଦକା ବଜାରରେ…

6 years ago

ଖୋର୍ଦ୍ଧାରେ ବନ୍ଦ ସଫଳ

ଖୋର୍ଦ୍ଧା ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ବନ୍ଦ ପାଳନ ଡାକରା ଖୋର୍ଦ୍ଧାରେ ସଫଳ ହୋଇଛି। କଂଗ୍ରେସ,ସିପିଆଇଏମ୍‌, ଏସ୍‌ଆଇଟିୟୁ ସମେତ ବଭିନ୍ନ…

6 years ago

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ…

6 years ago