ଖୋର୍ଦ୍ଧା

ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି

ବାଲୁଗାଁ,୬ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ…

6 years ago

ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ ଛାଡିବାର…

6 years ago

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ ଗିରଫକରି…

6 years ago

ଖୋର୍ଦ୍ଧାରେ ଡାକ୍ତର, ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତଙ୍କ ଫଟୋ ସ୍କେଚ୍‌ ଜାରି

ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧାରେ ଘରୋଇ କ୍ଲିନିକ୍‌ର ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ଼ ଘଟଣାର ୧୯ ଦିନ ପରେ ପୋଲିସ ସନ୍ଦିଗ୍ଧ ଅଭିଯୁକ୍ତଙ୍କ ଫଟୋ ସ୍କେଚ୍‌ ଜାରି…

6 years ago

ନୂଆବର୍ଷ ପୂର୍ବରୁ ଅଘଟଣ: ଅତ୍ୟଧିକ ମଦ୍ୟପାନ କରି ୫ ଗୁରୁତର

ଖୋର୍ଦ୍ଧା ଅଫିସ, ୩୧।୧୨: ନୂଆବର୍ଷ ପୂର୍ବରୁ ଅଘଟଣ। ଅତ୍ୟଧିକ ମଦ୍ୟପାନ କରି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ସୋରଣ ଗ୍ରାମର ୫ ଜଣ ବ୍ୟକ୍ତି ମଙ୍ଗଳବାର ଗୁରୁତର…

6 years ago

କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା ୧୪ବର୍ଷର…

6 years ago

ନାବାଳିକାକୁ ଅନ୍ତଃସତ୍ତ୍ୱା କରି ଯୁବକ ଗିରଫ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ.)- ବାରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ…

6 years ago

ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର

ବାଲିଅନ୍ତା,୩୧ା୧୨(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର…

6 years ago

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ ଢ଼େଙ୍କାନାଳ…

6 years ago

ପାଇକ ବିଦ୍ରୋହକୁ ମନେପକାଇଲା ସାମରିକ କଳାପ୍ରଦର୍ଶନ

ବୋଲଗଡ,୨୯ା୧୨(ଡି.ଏନ.ଏ): ବୋଲଗଡ ଷୋଡଶତମ ବୋଲଗଡ ମହୋତ୍ସବ ଆଶା ୨୦୧୯ ଶନିବାର ତୃତୀୟ ସଂନ୍ଧ୍ୟାରେ ପ୍ରବଳ ଶୀତ ସ୍ବତ୍ୱେ ଅଧିକ ସଂଖ୍ୟାରେ ଦର୍ଶକ ମାନଙ୍କର ସମାଗମ ହୋଇଥିଲା ।…

6 years ago