ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍ସୁଗାର ଜବତ କରିଛି।…
ଖୋର୍ଦ୍ଧା ଅଫିସ,୮।୧୨: ବରୁଣେଇ ପାଦ ଦେଶରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକବିଦ୍ରୋହ ସ୍ମାରକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଆରେ ଜୟ ଜଗନ୍ନାଥ କହି ଉଦ୍ବୋଧନ ଆରମ୍ଭ କରି…
ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ…
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍ନେସ୍ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ…
ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍ରେ କଥା ହୋଇଥିଲେ।…
ବାରଙ୍ଗ,୮ା୧୨(ଡି.ଏନ୍.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି…
ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି…
ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ…
ଜଟଣୀ,୭।୧୨(ଡି.ଏନ୍.ଏ.): ଜୀବନର ମାନ ନାଟକୀୟ ଢଙ୍ଗରେ ପରିବର୍ତ୍ତନ ହେଉଛି। ଆଧ୍ୟାତ୍ମିକ ଚେତନା ହିଁ ଆମକୁ ଏକ ସମ୍ପୂର୍ଣ୍ଣ ଓ ସଫଳ ଜୀବନ ଗଠନ କରିବାରେ ସହାୟକ ହୋଇଥାଏ।…
ଖୋର୍ଦ୍ଧା ଅଫିସ/ଟାଙ୍ଗୀ,୫ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ପୋଲିସ ଜିଲା ଟାଙ୍ଗୀ ଥାନା ଉଗ୍ରତାର ଛକଠାରୁ ଲୁଟ୍ ହୋଇଥିବା ୧.୨ କୋଟି ଟଙ୍କାର ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ତେବେ ଦୁର୍ବୃତ୍ତମାନେ…