ଖୋର୍ଦ୍ଧା

ବାଲିଅନ୍ତା ଗାନ୍ଧୀ ସ୍ମୃତି ପୀଠରେ ଗାନ୍ଧୀଜୟନ୍ତି ପାଳିତ

ବାଲିଅନ୍ତା, ୨।୧୦(ଡି.ଏନ୍‌.ଏ.): ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଭୁବନେଶ୍ୱର ବାଲିଅନ୍ତାସ୍ଥିତ ପବିତ୍ର ଗାନ୍ଧି ସ୍ମୃତି ପୀଠରେ ପାଳିତ ହୋଇଯାଇଛି। ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ…

7 years ago

ଶାଳିଆ ଡ୍ୟାମ୍‌ରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ,୨ା୧୦: ବାଣପୁର ଥାନା ଶାଳିଆ ଡ୍ୟାମରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖାଯାଇଛି। ମୃତ ଯୁବକଙ୍କର ବୟସ ୨୫ରୁ ୪୦ ବର୍ଷ ମଧ୍ୟରେ ହେବ…

7 years ago

ପୂଜାରେ ଶବ୍ଦ ପ୍ରଦୂଷଣ ରୋକିବାକୁ ଖୋର୍ଦ୍ଧା ପୋଲିସର କଟକଣା, ୪୨ ଡିଜେ ସାଉଣ୍ଡ ୟୁନିଟ୍‌ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨ା୧୦: ଦଶହରା ଏବଂ ଗଜଲକ୍ଷ୍ମୀ ପୂଜାରେ ଶବ୍ଦ ପ୍ରଦୂଷଣକୁ ରୋକିବାକୁ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଖୋର୍ଦ୍ଧା ପୋଲିସ ଜିଲାର ମୁୁଖ୍ୟାଳୟରେ ୪୨ ଡିଜେ ସାଉଣ୍ଡ…

7 years ago

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ…

7 years ago

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା…

7 years ago

କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର…

7 years ago

ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର…

7 years ago

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ କ୍ଷତିପୂରଣ…

7 years ago

୧୪ ଗ୍ରାମ ବ୍ରାଉନସୁଗାର ଜବତ: ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୨୭ା୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସ୍ବପ୍ନେଶ୍ୱର ମନ୍ଦିର ନିକଟରୁ ଗୁରୁବାର ଗିରଫ କରିଥିବା କୋରାପୁଟ ଜିଲା ଜୟପୁରର ଟି. ରାଜେଶ…

7 years ago

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କାଟୁ କରୁନି: ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲଙ୍କ ରାଜ

ଖୋର୍ଦ୍ଧା ଅଫିସ,୨୭ା୯: ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ବେଆଇନ ଭାବେ କାର୍ଯ୍ୟ କରୁଥିବା ମଧ୍ୟସ୍ଥ ଓ ଦଲାଲଙ୍କୁ ହଟାଇବାକୁ ଏସ୍‌ପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି। ତେବେ ଖୋର୍ଦ୍ଧା ଜିଲା…

7 years ago