ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍ହା ଆକ୍ରମଣରେ ୫ ଜଣ…
ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ…
ଖୋର୍ଦ୍ଧା ଅଫିସ,୧୬।୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସୋମବାର ବ୍ୟବସାୟୀ ପ୍ରକାଶ ନାୟକ ଓରଫ ମୁନାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା।…
ଖୋର୍ଦ୍ଧା ଅଫିସ,୧୫।୯: ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବ ପାଇକ ସ୍ମାରକୀ। ଆସନ୍ତା ୨୭ ଓ ୨୮ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ…
ବାଲିଅନ୍ତା,୧୩ା୯(ଡି.ଏନ.ଏ): ସ୍ତ୍ରୀଙ୍କୁ ଛାଡିବାକୁ ରାଜି ନ ହେବାରୁ ଶ୍ୱଶୁରଙ୍କୁ ବନ୍ଧୁକ ଦେଖାଇ ହତ୍ୟା ଧମକ ଦେବା ଅଭିଯୋଗରେ ବାଲିଅନ୍ତା ଥାନା ପୋଲିସ ଜ୍ୱାଇଁଙ୍କୁ ଗିରଫ କରି ଗୁରୁବାର…
ଖୋର୍ଦ୍ଧା ଅଫିସ,୧୨।୯: ଖୋର୍ଦ୍ଧା ବ୍ଲକ ଓରବରସିଂ ପଞ୍ଚାୟତର ହିରିମୂଳ, ଡିହଖଳା, ଦୁର୍ଗାପୁର, ଓରବରସିଂ, ମଶାଣିଆ, ତେନ୍ତୁଳିମୂଳ, ରାୟପୁର, ବାଲିକୁଦା, ଲେଖନପୁର, କୃଷ୍ଣପୁର ଆଦି ୧୦ ଗଁ। ଓ…
ଖୋର୍ଦ୍ଧା ଅଫିସ,୧୧ା୯: ବିଶ୍ୱନାଟ୍ୟ ମେଳାରେ ଖୋର୍ଦ୍ଧାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଆନ୍ଦୋଳନ ପକ୍ଷରୁ ମଞ୍ଚସ୍ଥ ନାଟକ ଅଟୋବାଲା ୯ ଟି ବିଭାଗରେ ପୁରସ୍କାର ହାତେଇଛି। ଶ୍ରେଷ୍ଠ ପ୍ରଯୋଜନା…
ଖୋର୍ଦ୍ଧା ଅଫିସ,୧୧ା୯: ମୃତ୍ୟୁ କାଳୀନ ସାର୍ଟିଫିକେଟ ଦେବାକୁ ଏକ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ବ୍ଲକ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗର କିରାଣି…
ବାରଙ୍ଗ,୧୦।୯(ଡି.ଏନ୍.ଏ): ରାଜଧାନୀ ଉପକଣ୍ଠ ଖୈରାପଡ଼ା ଗ୍ରାମରେ ମାଙ୍କଡ଼ ଆକ୍ରମଣରେ ମଙ୍ଗଳବାର ସକାଳେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହର୍ଷ ଦାସ(୬୭)। ହର୍ଷ ଶୌଚ ପାଇଁ ନଦୀକୁ…
ପାତ୍ରପଡ଼ା,୧୦।୯(ଡି.ଏନ୍.ଏ.): ଖଣ୍ଡଗିରି ଥାନା ଅନ୍ତର୍ଗତ ଶ୍ୟାମପୁର ନିକଟରେ ସୋମବାର ରାତିରେ ଜଣେ ଓଡ଼ିଆ ସିନେ କଳାକାରଙ୍କ କାର ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ…