ଖୋର୍ଦ୍ଧା

ସ୍ଥଳଭାଗ ମୁହାଁ ଅତି ଭୀଷଣ ବାତ୍ୟା ଅର୍ଣ୍ଣବ, ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା,୨୭।୧୦ (ପ୍ରଭାତ ପାଣିଗ୍ରାହୀ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଖୋର୍ଦ୍ଧା ଜିଲାର ସମସ୍ତ ବିଦ୍ୟାଳୟକୁ ବନ୍ଦ ଘୋଷଣା କରାଯାଇଛି…

3 weeks ago

ଏକାଠି ହେଲେ ୪ କ୍ୟାଡର ଅଧିକାରୀ, ୫ ଦଫା ଦାବିରେ ଜିଲାପାଳଙ୍କୁ ଦାବିପତ୍ର

ଖୋର୍ଦ୍ଧା,୨୬।୧୦(ପ୍ରଭାତ ପାଣିଗ୍ରାହୀ): ଦରମାରେ ସଂଶୋଧନ, ପଦୋନ୍ନତିର ସୁଯୋଗ, କ୍ଷେତ୍ର ପରିଦର୍ଶନ ପାଇଁ ଯାତାୟାତ ସୁବିଧା ସମେତ ୫ଦଫା ଦାବି ନେଇ ନିଖିଳ ଓଡ଼ିଶା ବ୍ଲକ ସମ୍ପ୍ରସାରଣ ଅଧିକାରୀ…

3 weeks ago

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

3 weeks ago

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

3 weeks ago

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

3 weeks ago

ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ଉଗ୍ରତାରା, ନାରାୟଣୀ

ନିରାକାରପୁର,୧୮।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ନବଦିନାତ୍ମକ ପୂଜାର ଆଜି ହେଉଛି ଅଷ୍ଟମ ଦିବସ। ଅଷ୍ଟମ ଦିନରେ ମା’ଉଗ୍ରତାରା ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ସୂଚନା ଯୋଗ୍ୟ, ଜିଲାର…

1 month ago

କ୍ଷେତ୍ରବାସୀ ଡିଏଭି କଲେଜ ସାଇନ୍‌ ଡାଏ ଘୋଷଣା

ଖୋର୍ଦ୍ଧା,୧୫ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ କାର୍ଯ୍ୟାଳୟର ୧୪ ତାରିଖର ଆଦେଶ…

1 month ago

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

1 month ago

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

1 month ago

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

1 month ago