ଖୋର୍ଦ୍ଧା

୫୦୦ ଏଏସ୍‌ଓଙ୍କୁ ନିଯୁକ୍ତି ପ୍ରଦାନ: ନିଷ୍ଠାପର ମନୋଭାବ ରଖି ସେବା କର; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ରାଜ୍ୟ ସଚିବାଳୟରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସହକାରୀ ଉପଅଧିକାରୀ (ଏଏସ୍‌ଓ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

7 years ago

ମିଶର, ଗ୍ରୀସ୍‌ ସହ ରହିଛି ପୁରୀର ସାମଞ୍ଜସ୍ୟ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍‌ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ…

7 years ago

ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟ୍‌। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍‌ସାଇଟ୍‌ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ…

7 years ago

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ…

7 years ago

ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଜନ ଅସନ୍ତୋଷ : ଅନ୍‌ଲାଇନ ଆବେଦନରୁ ବଞ୍ଚିତ ପ୍ରାର୍ଥୀ

ନିରାକାରପୁର,୨୬ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନ ନିରାକାରପୁର ସେକ୍‌ଶନରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବର୍ତ୍ତମାନ ବର୍ଷାଋତୁ…

7 years ago

ଶୋଚନୀୟ ହୋଇପଡ଼ିଛି ଧୋବାପଡ଼ିଆ ରାସ୍ତା : ମରାମତି ହେଉନି, ଦୁର୍ବଳ ଅବସ୍ଥାରେ ପୋଲ

ବୋଲଗଡ଼,୨୬ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ବଡକୁମାରୀ-ହାଟବସ୍ତ ରାସ୍ତା ମଧ୍ୟବର୍ତ୍ତୀ ଧୋବାପଡିଆଠାରେ ରହିଛି ଏକ ପୁରୁଣା ଦୁର୍ବଳ ପୋଲ। ପିଚୁ, କଂକ୍ରିଟ ଉଠିଯାଇଥିବାରୁ ପୋଲଟି ଦୁର୍ବଳ ଓ ବିପଜ୍ଜନକ ଅବସ୍ଥାରେ…

7 years ago

ବୋଲ୍‌ବମ୍‌ ଧ୍ୱନୀରେ କମ୍ପିଲା ତାରେଶ୍ୱରଦେବ ପୀଠ

ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି।…

7 years ago

ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ

ବୋଲଗଡ଼,୧୬ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍‌ସିସି…

7 years ago

ଶ୍ରୀ ରାଧାକୃଷ୍ଣ, ମହାପ୍ରଭୁଙ୍କୁ ବ୍ରହ୍ମକମଳ ଅର୍ପଣ

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ନୂତନ ସତ୍‌ସଂଘ ମନ୍ଦିର ପରିସରରେ ଶନିବାର ରାତିରେ ୫ଟି ବ୍ରହ୍ମକମଳ ଫୁଲ ଫୁଟିଥିଲା। ଏହା ଦେଖି ସତ୍‌ସଂଘ କେନ୍ଦ୍ରର ଶ୍ରଦ୍ଧାଳୁମାନେ ଆନନ୍ଦରେ ଏହି…

7 years ago

ଏଟିଏମ୍‌ରୁ ବାହାରୁଛି ଚିରାଫଟା ନୋଟ୍‌

ରଣପୁର/ଟାଙ୍ଗୀ(ଖୋର୍ଦ୍ଧା)୧୫ା୭(ସ୍ବ.ପ୍ର./ଡି.ଏନ୍‌.ଏ.)-ରିଜର୍ଭ ବ୍ୟାଙ୍କ ଏଣିକି ଚିରାଫଟା, କଲମରେ ଲେଖା ଯାଇଥିବା, ଜରିପଡିଥିବା ନୋଟ୍‌କୁ ବ୍ୟବହାର ଅନୁପଯୋଗୀ ବୋଲି ଘୋଷଣା କରୁଥିବାବେଳେ ଏଟିଏମ୍‌ରୁ ଏଭଳି ଟଙ୍କା ବାହାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

7 years ago