ଖୋର୍ଦ୍ଧା

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବିଳମ୍ବିତ…

2 years ago

ଚିକିତ୍ସା ଅବହେଳାରୁ ଚାଲିଗଲା ମହିଳାଙ୍କ ଜୀବନ, ଟାଙ୍ଗୀ ଡାକ୍ତରଖାନାରେ ଚାପା ଉତ୍ତେଜନା

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନାରେ ରବିବାର ଚାପା…

2 years ago

ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି…

2 years ago

ଗାଧୋଇବାକୁ ଯାଇ କାଲିଠୁ ନିଖୋଜ ଥିଲେ ବ୍ୟକ୍ତି, ଆଜି ପୋଖରୀରୁ ମିଳିଲା ମୃତଦେହ

କଳାପଥର,୧ା୧୧(ଗଙ୍ଗାଧର ସାହୁ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଠଣାପଲ୍ଲୀ ସାନ ନୟାପଲି ଗାଁରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି…

2 years ago

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି ପର୍ଯ୍ୟଟକଙ୍କ…

2 years ago

ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ…

2 years ago

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) - ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ…

2 years ago

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।…

2 years ago

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର…

2 years ago

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ…

2 years ago