ଖୋର୍ଦ୍ଧା

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି…

4 months ago

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି…

4 months ago

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା, ଅର୍ଥକାରୀ…

4 months ago

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ…

4 months ago

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର…

4 months ago

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯…

4 months ago

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା…

5 months ago

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ…

5 months ago

ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍‌ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ…

5 months ago

KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ବର,୧।୧୨: ପୁଣି ଚର୍ଚ୍ଚାରେ KIIT ବିଶ୍ବବିଦ୍ୟାଳୟ। KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ର ଜଣକ…

5 months ago