ବାଲୁଗାଁ,୪।୧(ଡି.ଏନ.ଏ.): ଚିଲିକାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀଗଣନା। ଏହା ମଧ୍ୟାହ୍ନ ୧୨ଟା ଯାଏ ଜାରି ରହିବ। ସୂଚନାଯୋଗ୍ୟ, ୨୧ଟି ଟିମ ଗଣନା କାର୍ଯ୍ୟରେ ସାମିଲ ହୋଇଥିବା…
ବାଲୁଗଁା,୪ା୧(ଡି.ଏନ୍.ଏ.): ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଆନୁକୂଲ୍ୟରେ ବୁଧବାର ସମଗ୍ର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ…
ଖୋର୍ଦ୍ଧା ଅଫିସ,୪ା୧: ସ୍ଥାନୀୟ ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବୁଧବାର ଠାରୁ ୬ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା…
ବାଲୁଗାଁ,୩।୧(ଡି.ଏନ୍.ଏ.): ନିଳାମ୍ବୁ ଚିଲିକାରେ ବୁଧବାର ଶୀତକାଳୀନ ପକ୍ଷୀ ଗଣନା କରାଯିବ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଜାରି ରହିବ। ଏ ନେଇ ମଙ୍ଗଳବାର…
ଖୋର୍ଦ୍ଧା ଅଫିସ,୨।୧: ବିଦ୍ୟୁତ ଖୁଣ୍ଟିରେ ଝୁଲୁଛି ଯୁବକଙ୍କ ମୃତଦେହ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଜଂକିଆ ଥାନା ଅନ୍ତର୍ଗତ ଛଣଗିରି ଗ୍ରାମରେ। ସେଇ ଗ୍ରାମର…
ଖୋର୍ଦ୍ଧା ଅଫିସ୍/ବେଗୁନିଆ,୨।୧(ଡି.ଏନ.ଏ):ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ଗାଁରେ ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଚାଷୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ…
ବାରଙ୍ଗ,୨ା୧(ଡି.ଏନ୍.ଏ.):ନୂଆବର୍ଷରେ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ନନ୍ଦନକାନନକୁ ୪୧,୯୬୭ ଜଣ ପର୍ଯ୍ୟଟକ ଆସିଥିବା ବେଳେ ସେମାନଙ୍କ ମଧ୍ୟରୁ ଅଫ୍ଲାଇନରେ ୩୯,୪୬୨ ଜଣ ଓ…
ବାରଙ୍ଗ,୧ା୧(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ବାରଙ୍ଗ ବଜାର ନିକଟରେ ଥିବା ଅର୍ଦ୍ଧର୍ନିମିତ କୋଠାଘରୁ ଜଣେ ଯୁବକଙ୍କ ମିଳିଥିବା ମୃତଦେହ ଘଟଣା ଉପରୁ ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ।…
ବେଗୁନିଆ,୩୦।୧୨(ଡି.ଏନ୍.ଏ): ସାମାଜିକ ଗଣମାଧ୍ୟମ ୟୁଟ୍ୟୁବ ଜରିଆରେ ମାଗଣାରେ ଶିକ୍ଷାଦାନ ଦେଇ ଗରିବ ଓ ଯୁବପିଢ଼ିଙ୍କ ଜ୍ଞାନ ବଢ଼ାଇବା ସହ ଚାକିରି ଆଶାୟୀ ଥିବା ଯୁବତୀଯୁବକଙ୍କୁ ଶିକ୍ଷା କ୍ଷେତ୍ରରେ…
ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ…