ଖୋର୍ଦ୍ଧା ଅଫିସ,୨୭ା୧୧: ଲାଲ୍ମାଟିର ଗଡ଼ ଭାବେ ପରିଚିତ ଖୋର୍ଦ୍ଧାରୁ ଭାରତ ସ୍ବାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଇଂରେଜଙ୍କ ବିରୋଧରେ ପାଇକ ବୀରଙ୍କ ସଂଗ୍ରାମ ତଥା…
ନିରାକାରପୁର,୨୫ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ହାଇସ୍କୁଲରେ ଫ୍ୟାନ୍ ଖସିପଡ଼ିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। କ୍ଷେତ୍ରବାସୀ ହାଇସ୍କୁଲର ଛାତ୍ରୀଛାତ୍ର ରାମେଶ୍ୱର ହାଇସ୍କୁଲରେ ଶୁକ୍ରବାର ଗଣିତ ସମ୍ମେଟିଭ୍ ପରୀକ୍ଷା…
ଖୋର୍ଦ୍ଧା ଅଫିସ,୨୫ା୧୧:ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ତାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ହେମନ୍ତ ଭୋଇଙ୍କୁ ମାନସିକ ନିର୍ଯାତନା ଦେଉଥିବା ଗୁରୁବାର ଟାଉନ ଥାନାରେ ଅଭିଯୋଗ ହୋଇଛି।…
ଖୋର୍ଦ୍ଧା ଅଫିସ,୨୩ା୧୧: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଓଡ଼ିଶାର ସୁଖ୍ୟାତି ବଢ଼ିଛି। ସେ ପିଲାଙ୍କୁ ଭଲ ପାଉଥିବା ତାଙ୍କ ପ୍ରଥମ ଓଡ଼ିଶା ଗସ୍ତ…
ବାରଙ୍ଗ,୨୩।୧୧(ଡି.ଏନ୍.ଏ.): ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। ଧୀରେ ଧୀରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସମୟରେ ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି।…
ବାରଙ୍ଗ/ଯାଁଳା,୨୩।୧୧(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ…
ଖୋର୍ଦ୍ଧା ଅଫିସ,୨୨।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଛି। ଜବତ କାର(…
ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ…
ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ…
ଖୋର୍ଦ୍ଧା ଅଫିସ,୧୯ା୧୧: ଖୋର୍ଦ୍ଧା ବନାଞ୍ଚଳରେ ବାଘ ବୁଲୁଥିବା ନେଇ ଖବର ପ୍ରଚାରିତ ହେବା ପରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ…