ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍ବ ଆହତ ହୋଇଛନ୍ତି। ଶିଳ୍ପାଞ୍ଚଳ…
ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ
ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି।…
ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣୁଛନ୍ତି ଦିବ୍ୟାଙ୍ଗ କାର୍ତ୍ତିକେଶ୍ୱର
ଖୋର୍ଦ୍ଧା,୨ା୬(ପ୍ରଭାତ ପାଣିଗ୍ରାହୀ): ସେ ହେଉଛନ୍ତି ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟାଙ୍ଗ ସେବକ। ନା ସେ ଠିକ୍ଭାବେ ଚାଲିପାରୁଛନ୍ତି, ନା ଠିକ୍ ଭାବେ କାମ କରିପାରୁଛନ୍ତି, ତଥାପି ମହାପ୍ରଭୁଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ଶ୍ରୀଜଗନ୍ନାଥଙ୍କ ସେବା ପାଇବା ଲାଗି ତାଙ୍କ ମନ…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିଥିଲେ ସ୍ବାମୀ: ଏବେ ମିଳିଲା ବଡ଼ ଦଣ୍ଡ
ଖୋର୍ଦ୍ଧା,୩୦।୫(ପ୍ରଭାତ ପାଣିଗ୍ରାହୀ): ପତ୍ନୀହନ୍ତା ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ। ଏହି ମାମଲାର ବିଚାର କରି ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ-୧) ରଞ୍ଜୁଲତା ଲେଙ୍କାଙ୍କ ଅଭିଯୁକ୍ତ ସ୍ବାମୀ ଦୀପ୍ତିମାନ ସାହୁଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୧୦ହଜାର ଟଙ୍କା…
ପରୀକ୍ଷା ଦେବାକୁ ଘରୁ ବାହାରି ଆସିଥିଲେ ପୁଅ: ରାସ୍ତାରେ ଯେମିତି ଚାହିଁ ବସିଥିଲା କାଳ….
ବାଣପୁର,୨୮।୫( ଦିଲ୍ଲୀପ କୁମାର ସ୍ବାଇଁ) ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପୋଲିସ ବିଟହାଉସ ନିକଟସ୍ଥ କଉଡ଼ିଆ ଛକ ପେଟ୍ରୋଲ ପମ୍ପ ଠାରେ ବୁଧବାର ଦୂର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବାଣପୁର ଥାନା…
ସୁଧୁରୁନି ସହରର ପରିମଳ ବ୍ୟବସ୍ଥା
ଖୋର୍ଦ୍ଧା,୨୫ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷାଦିନକୁ ଦୃଷ୍ଟିରେ ରଖି ପୌର ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଶନିବାର ବର୍ଷା ହେବାରୁ ଡ୍ରେନ୍ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଜମି ରହିବା…
ଅଧରାତିରେ ଲାଞ୍ଚ ନେଉଥିଲେ ଏଏସଆଇ, ହୋମଗାର୍ଡ: ମାଡ଼ିବସିଲା ଭିଜିଲାନ୍ସ
ଖୋର୍ଦ୍ଧା,୨୪।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ଓ ହୋମଗାର୍ଡ। ଲାଞ୍ଚ ନେଇ ଧରାପଡିଲେ ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପିକେ ସୁନ୍ଦରାୟ। ଏକ କେସ ଡାଇରୀରୁ ନା ହଟାଇବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ।…
ଖୋର୍ଦ୍ଧା ଗସ୍ତରେ ରାଜ୍ୟପାଳ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା
ଖୋର୍ଦ୍ଧା,୨୨ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟପାଳ ହରିବାବୁ କମ୍ଭମ୍ପତି ଖୋର୍ଦ୍ଧା ଗସ୍ତ କରିଛନ୍ତି। ରାଜ୍ୟପାଳ ଏହି ସମୟରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କିଭଳି…
ଗୁଳି ଫୁଟାଇ ବେପାରୀଙ୍କଠାରୁ ଲୁଟିଥିଲେ ରୁପା ଅଳଙ୍କାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଖୋର୍ଦ୍ଧା,୨୧ା୫(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ଅନ୍ତର୍ଗତ ନିମିକ୍ଷେତା ଛକରେ ରୁପା ବେପାରୀଙ୍କୁ ଗୁଳି ଫୁଟାଇ ରୁପା ଅଳଙ୍କାର ଲୁଟ୍ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୭କେଜି ରୂପା, ୨ଟା ବାଇକ…
ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ଫଳାଫଳ : ପାସ୍ହାର ୯୦%
ଖୋର୍ଦ୍ଧା,୨୧ା୫: ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି। ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ୍ କରିଛନ୍ତି।…
ବ୍ୟବସାୟୀଙ୍କୁ ଗୁଳିମାଡ଼: ଲୁଟିନେଲେ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର
ଖୋର୍ଦ୍ଧା,୯।୫: ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅଧୀନ ନିମିକ୍ଷେତା ଗାଁ ରାସ୍ତାରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ବ୍ୟବସାୟୀ ଉମାକାନ୍ତପୁର ଗ୍ରାମର ବ୍ୟବସାୟୀ ପ୍ରହଲ୍ଲାଦ ନାୟକ(୪୨) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ଦେହରେ ୨ ରାଉଣ୍ଡ ଗୁଳି…
ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
ବାରଙ୍ଗ,୯ା୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…
Archives


