ଖୋର୍ଦ୍ଧା

‘ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଐତିହାସିକ’

ଖୋର୍ଦ୍ଧା ଅଫିସ,୪।୧: ଖବରକାଗଜ ବିତରକ (ହକର)ଙ୍କୁ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମ ଖୋର୍ଦ୍ଧାରୁ ଶୁଭାରମ୍ଭ ହୋଇଛି। ସୋମବାର ଜିଲା ସଂସ୍କୃତି ଭବନ ପରିସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା…

ମଙ୍ଗଳବାର ସକାଳୁ ଚିଲିକାରେ ପକ୍ଷୀ ଗଣନା

ଖୋର୍ଦ୍ଧା ଅଫିସ,୩।୧: ଚିଲିକାର ଅତିଥି ସାଜିଥିବା ଦେଶୀ-ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ମଙ୍ଗଳବାର ସକାଳ ୬ଟାରୁ ୧୧ଟା ସମୟ ପର୍ଯ୍ୟନ୍ତ ଏହି ପକ୍ଷୀ ଗଣନା କରାଯିବ । ସେନେଇ ସୋମବାର ଗଣନାକାରୀମାନଙ୍କୁ ଟ୍ରେନିଂ ଦିଆଯାଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ…

୫ ବର୍ଷରେ ଗଲାଣି ୭ ଜୀବନ

ବେଗୁନିଆ,୨।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଓ ବ୍ଲକ ଅଞ୍ଚଳର ବେଆଇନ ଭାବେ ବାଣ ପ୍ରସ୍ତୁତ କରାଯାଉଛି। ପ୍ରସ୍ତୁତକାରୀ ଏବଂ ବ୍ୟବସାୟୀଙ୍କ ଉପରେ କଟକଣା ନ ଥିବାରୁ ଗତ ୫ବର୍ଷରେ ୭ଜଣଙ୍କ ଜୀବନ ଯାଇଥିବା ବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…

ସିମ୍ପାଞ୍ଜି ରାଖି ହେଲା ମା’

ବାରଙ୍ଗ,୨୮।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ପ୍ରଥମଥର ପାଇଁ ସିମ୍ପାଞ୍ଜି ରାଖି ମା’ ହୋଇଛି। ଗତ ଜୁନ ୨ ତାରିଖରେ ରାଖିର ରକ୍ତ ପରୀକ୍ଷା କରାଯାଇ ଗର୍ଭଧାରଣ କରିଥିବା ଡାକ୍ତରମାନେ ଜାଣିବାକୁ ପାଇଥିଲେ। ସେହିଦିନଠାରୁ ରାଖି ପ୍ରତି ସ୍ବତନ୍ତ୍ର…

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି

ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି ପ୍ରିମିୟମ ଯୋଗାଇବା ଦାବିରେ ଓଡ଼ିଆ ବୀର ମହାସଂଘ ସୋମବାର ବରୁଣେଇ ପୀଠରୁ ରଣହୁଙ୍କାର ଦେଇଛି।…

ଛଟପଟ ହୋଇ ମଲା ଦନ୍ତା, ପହଞ୍ଚିଲାନି ବନ ବିଭାଗ

ଖୋର୍ଦ୍ଧା ଅଫିସ,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍‌ ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଥିରେ ଅନ୍ୟ ୨ଟି ହାତୀ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ…

ବିପଦରେ ଚିଲିକାର ବିଦେଶୀ ପକ୍ଷୀ

ଖୋର୍ଦ୍ଧା ଅଫିସ/ନିରାକାରପୁର/ଟାଙ୍ଗୀ,୨୬ା୧୨(ଡି.ଏନ୍‌.ଏ): ଶୀତ ବଢ଼ିବା ସହିତ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହେବାରେ ଲାଗିଛି। ବର୍ତ୍ତମାନ ଚିଲିକାରେ ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହେଲାଣି। ପ୍ରାକୃତିକ ଜଳବାୟୁ ଓ ଖାଦ୍ୟ ଅନ୍ବେଷଣରେ ଏମାନେ ଚିଲିକାକୁ ଚାଲିଆସୁଛନ୍ତି। ତେବେ…

ଜିଲାପାଳଙ୍କ ଅଫିସ ଘେରିଲେ କଂଗ୍ରେସ କର୍ମୀ

ଖୋର୍ଦ୍ଧା ଅଫିସ, ୨୪।୧୨(ବ୍ୟୁରୋ): ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା କଂଗ୍ରେସ ସଭାପତି ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃୃତ୍ୱରେ ଜିଲାର ସମସ୍ତ ବ୍ଲକରୁ ଶତାଧିକ କଂଗ୍ରେସ ମହିଳା,ପୁରୁଷ କର୍ମୀ ଜିଲାପାଳଙ୍କ…

ଏସ୍‌ଓପି ମାନୁନାହାନ୍ତି ମଦ ବିକ୍ରେତା

ଖୋର୍ଦ୍ଧା ଅଫିସ,୨୪ା୧୨: ଖୋର୍ଦ୍ଧା ଜିଲାରେ ମଦ ବିକ୍ରେତା ମାନୁନାହାନ୍ତି ଅବକାରୀ ବିଭାଗର ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ ପ୍ରେସିଡିଓର (ଏସ୍‌ଓପି)। ଧାର୍ଯ୍ୟ ଦରଠାରୁ ଚଢ଼ା ଦରରେ ବିକ୍ରି କରୁଛନ୍ତି। ଦୋକାନ ଆଗରେ କୌଣସି ଦର ତାଲିକା ଝୁଲା ଯାଉନାହିଁ। ଗ୍ରାହକ ବିଲ୍‌ ମାଗିଲେ ଦିଆଯାଉନାହିଁ।…

ଶିଥିଳତା ପଛରେ ସମନ୍ବୟ ଅଭାବ

ଖୋର୍ଦ୍ଧା ଅଫିସ,୨୦ା୧୨: ୧୮୧୭ ପାଇକ ବିଦ୍ରୋହର ଦ୍ୱିଶତ ବାର୍ଷିକୀ ଅବସରରେ ବରୁଣେଇ ପାହାଡ଼ ପାଦଦେଶରେ ୨୦୧୯ ଡିସେମ୍ବର ୮ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଇକ ସ୍ମାରକୀ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଶିଳାନ୍ୟାସକୁ ଦୁଇବର୍ଷ ବିତିଲାଣି ଅଥଚ ଏପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ…

ଆସନ୍ତା ୪ରୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ୪ ତାରିଖରୁ ଚିଲିକାରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥିଲାଗି ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯିବ । ଗଣନା କାର୍ଯ୍ୟରେ ମୋଟ…

୬ ପ୍ରକଳ୍ପ ଲାଗି ୨୬ ଲକ୍ଷ ଟଙ୍କା ପ୍ରସ୍ତାବ

ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ ୪ଟି ପାଦଚଲା ରାସ୍ତା, ଗୋଟିଏ ଶୌଚାଳୟ ଏବଂ ମୁକ୍ତ ଜିମ୍‌ ରହିଛି। ଶୁକ୍ରବାର ଜିଲାପାଳଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri