ଖୋର୍ଦ୍ଧା

ସାତକୋଶିଆରେ ଛଡ଼ାଗଲା ୨ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୧୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଗୁରୁବାର ୨ ମାଈ ଘଡିଆଳ କୁମ୍ଭୀରକୁ ସାତକୋଶିଆରେ ଛଡ଼ାଯାଇଛି। ମଙ୍ଗଳବାର ବିରୁପାରୁ ଏକ କୁମ୍ଭୀର ଧରା ହୋଇ ନନ୍ଦନକାନନକୁ ଆସିଥିଲା। ଉକ୍ତ କୁମ୍ଭୀର ସହ ନନ୍ଦନକାନନରେ ଥିବା ଏକ ମାଈ ଘଡିଆଳ କୁମ୍ଭୀରକୁ ପ୍ରାଣୀଉଦ୍ୟାନର ବିଶେଷଜ୍ଞ…

ବୁଢ଼ାପଙ୍କରୁ ୧୦୩ ରେକ୍‌ ଫ୍ଲାଏଆଶ୍‌ ପରିବହନ

ଜଟଣୀ,୧୮ା୨(ଡି.ଏନ୍‌.ଏ.): ବିଜ୍‌ନେସ୍‌ ଡେଭଲପମେଣ୍ଟ ୟୁନିଟ୍‌ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଅଧୀନ ବୁଢ଼ାପଙ୍କ ସାଇଡିଂରୁ ୧୦୩ ରେକ୍‌ ଫ୍ଲାଏଆଶ୍‌(ପାଉଁଶ) ପରିବହନ କରାଯାଇଛି। ଫ୍ଲାଏଆଶ୍‌ର ପ୍ରଥମ ରେକ୍‌ ୨୫ ଅକ୍ଟୋବର ୨୦୨୦ରେ ଏହି ସାଇଡିଂରୁ ପରିବହନ କରାଯାଇଥିଲା। ଫ୍ଲାଏଆଶ ଏକ ପଦାର୍ଥ; ଯାହା…

ଥାନା ଆଗରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ବୋଲଗଡ଼,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଆଗରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କେତେଜଣ ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ସେ ହେଲେ ଗୋବର୍ଦ୍ଧନପୁର ଗ୍ରାମର ବିଜୟ କୁମାର ପାହାଡ଼ସିଂହ ଓରଫ ବିଜୁ। ବିଜୟଙ୍କୁ…

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଏହି ସମୟରେ କୌଣସି ସରକାରୀ କାର୍ଯ୍ୟକ୍ରମ କିମ୍ବା ସରକାରଙ୍କ ବିକାଶମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇପାରିବ ନାହିଁ। ଏଥିଲାଗି ରାଜ୍ୟ…

ଓଲଟି ପଡ଼ିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର, ବୋହିନେଲେ ଲୋକେ

ଖୋର୍ଦ୍ଧା ଅଫିସ,୧୪।୨: ଖୋର୍ଦ୍ଧା ଜିଲା ବାଲୁଗାଁ-ବାଣପୁର ଓଭରବ୍ରିଜ୍‌ ନିକଟ ଅଲାଇଡିହ ଛକ ନିକଟରେ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ପାରାଦୀପରୁ ଛତ୍ରପୁର ଅଭିମୁଖେ ଯାଉଥିଲା ବେଳେ ରୋଡ-ଡିଭାଇଡରରେ ଧକ୍କା ହୋଇ ଓଲଟି ପଡିଥିବା ଜଣାପଡ଼ିଛି। ଟ୍ୟାଙ୍କର ଲିକେଜ୍‌ ହେବା ଫଳରେ…

ଶୃଙ୍ଖଳିତ ମତଦାନକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୪ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୬ରୁ ୨୪ତାରିଖ ପର୍ଯ୍ୟନ୍ତ ୫ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ଭୋଟ ଗ୍ରହଣଠାରୁ ଗଣତି ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ନିର୍ବାଚନ କାର୍ଯ୍ୟ ସୁପରିଚାଳନା ନିମନ୍ତେ ରବିବାର ଖୋର୍ଦ୍ଧା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତା

ବାରଙ୍ଗ,୧୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତାହାତୀ। ନନ୍ଦନକାନନ ପଛପଟ ପାଚେରି ଭାଙ୍ଗି ଦନ୍ତା ପରିସରକୁ ପଶିଥିଲା। ଟୟ ଟ୍ରେନ୍‌ ଧାରଣା ଉପରେ ଆସି ବୋଟ୍‌ ଘାଟ ପର୍ଯ୍ୟନ୍ତ ଯାଇ ସେଠାରୁ ବାଘ ସଫାରି ପଛପଟେ ଥିବା ହମିରା ଟାଙ୍କି ନିକଟରେ…

ପତିଆରା ଲଢ଼େଇ ପାଇଁ ବ୍ୟସ୍ତ

ଖୋର୍ଦ୍ଧା ଅଫିସ,୧୧ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା ରାଜନୀତି ବେଶ୍‌ ସରଗରମ ରହିଛି। ୫ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନରେ ଖୋର୍ଦ୍ଧା ଜିଲାରେ ୩ପ୍ରମୁଖ ଦଳ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି। ଜିଲାରେ…

ନନ୍ଦନକାନନର ଧଳା ବାଘୁଣୀ ବିଜୟାର ଛୁଆ ରକି ଅସୁସ୍ଥ

ବାରଙ୍ଗ,୧୦।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣୀ ବିଜୟାର ୧୦ ମାସର ଛୁଆ ରକି ଅସୁସ୍ଥ ହୋଇପଡିଛି। ୪ ଦିନ ହେଲା ରକିର ତରଳ ଝାଡା ହେବା ସହ ଦେହରେ ତାତି ରହୁଛି । ଓୟୁଏଟି ବିଶେଷଜ୍ଞ ଡା. ନିରଞ୍ଜନ ସାହୁଙ୍କ ନେତୃତ୍ୱରେ ନନ୍ଦନକାନନ…

ଦୁଇ ଆସନରେ ୧୨ ପ୍ରାର୍ଥୀ

ନିରାକାରପୁର, ୧୦ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜମି ଆସିଲାଣି ପ୍ରଚାର। ପ୍ରାର୍ଥୀମାନେ ନିଜସ୍ବ ଢଙ୍ଗରେ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି। ପ୍ରତି ଗାଁ, ଓ୍ବାର୍ଡରେ ବସୁଛି ଘନ ଘନ ବୈଠକ। ଗାଁ ଓ୍ବାର୍ଡର ସମସ୍ୟା ବୁଝୁଛନ୍ତି। ସମାଧାନ ପାଇଁ…

ଆଜିଠୁ ଆରମ୍ଭ ଖଣ୍ଡଗିରି ମେଳା: ହେବନି ଅପେରା କି ଖୋଲିବନି ଦୋକାନ ବଜାର

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ସନ୍ଧ୍ୟାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା। କୋଭିଡ୍‌ କଟକଣା ପାଇଁ ଚଳିତବର୍ଷ ବି ମେଳା ଫିକା ପଡ଼ିବ। କେବଳ ମନ୍ଦିର ଭିତରେ ନୀତିକାନ୍ତି ପାଳନ କରାଯିବ। ଭକ୍ତଙ୍କ ପାଇଁ ମେଳା ବାରଣ ଥିବା ବେଳେ କୌଣସି ପ୍ରକାର ଦୋକାନ…

ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର

ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେବ। କିଏ କାହାକୁ ପଛରେ ପକାଇବ ସେନେଇ ଚାଲିଛି ଅଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri