ଖୋର୍ଦ୍ଧା

ଖୋର୍ଦ୍ଧା ପୌରାଧ୍ୟକ୍ଷା ଆସନ ଦୌଡ଼ରେ ୨ ବିଧାୟକଙ୍କ ସମ୍ପର୍କୀୟ

ଖୋର୍ଦ୍ଧା ଅଫିସ,୩ା୩: ପୌର ନିର୍ବାଚନ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ବର୍ଷ ପରେ ପୌର ନିର୍ବାଚନ ହେବାକୁ ଯାଉଥିବାରୁ ଦଳୀୟ କର୍ମୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପ୍ରକାଶ ପାଇଛି। ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଯାଇଥିବାରୁ…

ସୌରଶକ୍ତିଚାଳିତ ବ୍ୟାଟେରି ସାଇକେଲ ନିର୍ମାଣ

ଜଟଣୀ,୩।୩(ଡି.ଏନ.ଏ.): ଇଚ୍ଛାଶକ୍ତି ଥିଲେ ନିଶ୍ଚିତ କାର୍ଯ୍ୟ ସଫଳତା ହୋଇଥାଏ। ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ଛାତ୍ରମାନେ। ଏହି ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ମିଳିତ ଭାବେ ଚେଷ୍ଟା କରି ଏକ ବ୍ୟାଟେରି ସାଇକେଲ…

ନନ୍ଦନକାନନରେ ଅଫଲାଇନ ଟିକଟ

ବାରଙ୍ଗ,୨।୩(ଡି.ଏନ୍‌.ଏ.): ନନ୍ଦନକାନନରେ ଅଫଲାଇନ ଟିକଟ ଓ ବଣଭୋଜିକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ନନ୍ଦନକାନନ ଉପନିର୍ଦ୍ଦେଶକ ଏ ନେଇ ସୂଚନା ଦେଇଛନ୍ତି । ଜାନୁୟାରୀ ୭ରୁ କରୋନା କଟକଣା ପାଇଁ ଅଫଲାଇନ ଟିକେଟ ବନ୍ଦ ଥିବାବେଳେ ଭୋଜି କରିବାକୁ ମଧ୍ୟ ବାରଣ…

ଫେରିଗଲେ ୭ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୨(ଡି.ଏନ୍‌.ଏ.): ଗ୍ରୀଷ୍ମ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ସ୍ବଦେଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଶନିବାର ସୁଦ୍ଧା ଚିଲିକାରୁ ୭ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶ ପକ୍ଷୀ ସ୍ବଦେଶ ଫେରିଥିବା ବାଲୁଗଁା ବନ୍ୟପ୍ରାଣୀ ବିଭାଗୀୟ ଏସିଏଫ୍‌ ଶରତ ଚନ୍ଦ୍ର…

ଆତଙ୍କବାଦୀ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି

ଖୋର୍ଦ୍ଧା ଅଫିସ,୨୫ା୨: କର୍ନାଟକ ଶିବଗଙ୍ଗା ଜିଲାରେ ବଜରଙ୍ଗ ଦଳର ଜନୈକ କାର୍ଯ୍ୟକର୍ତ୍ତାଙ୍କୁ ଜେହାଦୀମାନେ ଛୁରି ଭୁସି ଅତି ନିର୍ମମ ଭାବେ ଭାବେ ହତ୍ୟା କରିଛନ୍ତି। ଏହି ଘଟଣାକୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ଦୃଢ଼ ଭାବେ ନିନ୍ଦା କରିଛି।…

ରାତି ୧୦ରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ଏଥିସହିତ ମନ୍ଦିର ଭିତରେ କୋଭିଡ୍‌…

୫.୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଖୋର୍ଦ୍ଧା ଅଫିସ,୨୩।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ନିର୍ବାଚନ ସମୟରେ ବେଆଇନ ମଦ ଓ ନିଶା କାରବାର ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ରହିଛି। ଏହି ପ୍ରରିପେକ୍ଷୀରେ ଖୋର୍ଦ୍ଧା ଅବକାରୀ ପୋଲିସ ମଙ୍ଗଳବାର…

ମିଳୁନି ଜମାକାରୀଙ୍କ ଟଙ୍କା, ଆନ୍ଦୋଳନ ଚେତାବନୀ

ବେଗୁନିଆ,୨୧ା୨(ଡି.ଏନ୍‌.ଏ.): କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଡାକରାରେ ରବିବାର ଖୋର୍ଦ୍ଧା ଜିଲା ବେଗୁନିଆ ବଜାରସ୍ଥିତ ମା’ଦୁର୍ଗା ଦେବୀଙ୍କ ପୀଠ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ରାଜ୍ୟ ସମ୍ପାଦକ ମଧୁସୂଦନ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବେଗୁନିଆ ବ୍ଲକ ଅଞ୍ଚଳର…

ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ,୨୧ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ଖୋର୍ଦ୍ଧା ଜିଲା ଚିଲିକା ଓ ଖୋର୍ଦ୍ଧା ବ୍ଲକରେ ଭୋଟ ଗ୍ରହଣ ଶେଷ ହୋଇଛି। କାଁ ଭାଁ ବିଶୃଙ୍ଖଳାକୁ ବାଦ୍‌ ଦେଲେ ମତଦାନ ଶାନ୍ତିଶୃଙ୍ଖଳାର ସହ ସରିଛି। ଚିଲିକା ବ୍ଲକରେ…

ଟାର୍ଗେଟ ନ ଆସିବାରୁ ଧାନ ଉଠୁନି

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଧାନକିଣାରେ ଅବ୍ୟବସ୍ଥା ଲାଗି ରହିଛି। ଚାଷୀ ଖରା, ଶୀତ କାକରରେ ମଣ୍ଡିରେ ଧାନ ଧରି ବସିରହିଛି, କିନ୍ତୁ ଧାନ କିଣାଯାଉନାହିଁ। ବିଭିନ୍ନ ଆଳ ଦେଖାଇ ମିଲର୍ସ ଧାନ ଉଠାଉ ନାହାନ୍ତି। ଟୋକନ ଅବଧି ଶେଷ ହେବାକୁ ବସିଥିବା…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଫେରିବାଲା

ନିରାକାରପୁର,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନରେ ଟ୍ରେନ୍‌କୁ ଚଢୁଥିବା ସମୟରେ ଜଣେ ଫେରିବାଲା ଖସିପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଗୋଟିଏ ଗୋଡ଼ କଟିଯାଇଛି। ସେ ହେଲେ ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ପଞ୍ଚାୟତ ମଠପାଟଣାର ଦିବାକର ସାହୁ। ସେ ପ୍ରତିଦିନ ନିରାକାରପୁର…

ସାତକୋଶିଆରେ ଛଡ଼ାଗଲା ୨ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୧୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଗୁରୁବାର ୨ ମାଈ ଘଡିଆଳ କୁମ୍ଭୀରକୁ ସାତକୋଶିଆରେ ଛଡ଼ାଯାଇଛି। ମଙ୍ଗଳବାର ବିରୁପାରୁ ଏକ କୁମ୍ଭୀର ଧରା ହୋଇ ନନ୍ଦନକାନନକୁ ଆସିଥିଲା। ଉକ୍ତ କୁମ୍ଭୀର ସହ ନନ୍ଦନକାନନରେ ଥିବା ଏକ ମାଈ ଘଡିଆଳ କୁମ୍ଭୀରକୁ ପ୍ରାଣୀଉଦ୍ୟାନର ବିଶେଷଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?