ଖୋର୍ଦ୍ଧା

ଶହୀଦ ମାନ୍ୟତା, ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି

ଖୋର୍ଦ୍ଧା ଅଫିସ/ନିରାକାରପୁର/ଜଟଣୀ, ୬ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣରେ ‘ଧରିତ୍ରୀ’ ଖବରଦାତା ରୋହିତ ବିଶ୍ୱାଳଙ୍କ ଶନିବାର ମୃତ୍ୟୁ ଘଟିଛି। ଏନେଇ ଖୋର୍ଦ୍ଧା ସାମ୍ବାଦିକ ଭବନ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଧରିତ୍ରୀ’ର…

ଗ୍ରାମାଞ୍ଚଳରେ ବଢୁଛି ନିଶା କାରବାର

ବେଗୁନିଆ,୪ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମଦ ଚୋରା ବ୍ୟବସାୟୀମାନେ ଆଢୁଆଳ ପଛରେ ରହି ମହିଳା ଓ ଯୁବକଙ୍କୁ ଅର୍ଥ ଲୋଭ ଦେଖାଇ ସାମିଲ କରାଉଛନ୍ତି। ଫଳରେ ଯୁବପିଢ଼ି ବିପଥଗାମୀ ହେବା…

ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା

ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ପ୍ରାର୍ଥୀମାନେ ସୋସିଆଲ ମିଡିଆରେ ପ୍ରଚାର କରିବା ସହ ଘର ଘର ବୁଲି ଭୋଟ ମାଗିଲେଣି।…

ବ୍ଲାକ୍‌ ପଲସର ଆତଙ୍କ: ଫାଙ୍କା ଗୁଳି ଚଳାଇ ୫ଲକ୍ଷ ଲୁଟିନେଲେ

ଖୋର୍ଦ୍ଧା ଅଫିସ,୩ା୨: ଖୋର୍ଦ୍ଧା-ନୟାଗଡ଼ ୫୭ନମ୍ବର ଜାତୀୟ ରାଜପଥରେ ବ୍ଲାକ୍‌ ପଲସର ଆତଙ୍କ। ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ବାମଡିହ ଛକରେ ୪ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଦୁଇଜଣ କମ୍ପାନୀ କର୍ମଚାରୀଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟି…

ଚିଲିକାରେ ଫ୍ଲୋରା ଫୌନା ସର୍ଭେ ଆରମ୍ଭ

ଖୋର୍ଦ୍ଧା ଅଫିସ,୧।୨: ଚିଲିକାରେ ଫ୍ଲୋରା ଫୌନା ସର୍ଭେ ଆରମ୍ଭ ହୋଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ଏହି ସର୍ଭେ କାର୍ଯ୍ୟ ସକାଳ ୬ଟାରୁ ଆରମ୍ଭ ହୋଇଛି । ଚିଲିକାରେ ଜୈବ ବିବିଧତା ଜାଣିବା ପାଇଁ ଜଳଜ ଉଦ୍ଭିଦ ଓ ଚିଲିକାରେ ବାସ…

ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ ବିଭିନ୍ନ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଏକାଧିକ ଗଣମାଧ୍ୟମ ପ୍ରତିନିଧି ଜଟଣୀ…

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ ନେଉଛନ୍ତି। ସବୁ ଗ୍ରାମର ଲୋକଙ୍କୁ ପାନୀୟଜଳ ସୁବିଧା ମିଳିବ ବୋଲି ଘୋଷଣା କରିଛନ୍ତି। ତେବେ…

ଭୋଟର ତାଲିକାରେ ଚଞ୍ଚକତା

ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ…

୨୭୧୧ ବୁଥ୍‌ରୁ ୫ଶହ ଅତି ସମ୍ବେଦନଶୀଳ

ଖୋର୍ଦ୍ଧା ଅଫିସ,୩୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରି ରହିଛି। ଜିଲାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୬ରେ ଟାଙ୍ଗୀ ଏବଂ ବୋଲଗଡ଼ ବ୍ଲକରେ ମତଦାନ କରାଯିବ। ୧୮ରେ ବାଣପୁର…

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ…

ପଥର ଖଣିରେ ଭାସୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ, ୨୬।୧: ଖୋର୍ଦ୍ଧା ଜିଲା ଜଟଣୀ ପାତ୍ରପଡା ନିକଟ ପଥର ଖଣିରୁ ଡେଲାଙ୍ଗ ପୋଲିସ ବୁଧବାର ସକାଳେ ଏକ ମୃତ ଦେହ ଜବତ କରିଛି। ମୃତଦେହ ପାଣିରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଡେଲାଙ୍ଗ ପୋଲିସକୁ ଖବର ଦେଇଥିଲେ। ଡେଲାଙ୍ଗ…

ଖବରକାଗଜ ବିତରଣ ସଂଘ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଖୋର୍ଦ୍ଧା ଅଫିସ,୨୬।୧ : ମା’ ବରୁଣେଇ ଖବରକାଗଜ ବିତରଣ ସଂଘ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ଖୋର୍ଦ୍ଧା କ୍ଲବ ନିକଟ ପେପର ପଏଣ୍ଟ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ବିତରକ ଘନଶ୍ୟାମ ମୁଦୁଲି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?