ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା
ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ରୋଜଗାର ଆଶା ଦେଖାଇ…
ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍ଓପିକୁ ଭୁଲିଗଲେ
ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ ଯିବାକୁ ପଡ଼ିଛି। ତେବେ ସ୍ବାସ୍ଥ୍ୟଗତ ଅସୁସ୍ଥତା…
ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖୋର୍ଦ୍ଧା ସବ୍ ଜେଲ…
ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍ଆଇସି ଏଜେଣ୍ଟ୍
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…
ଆଢୁଆଳରେ ଶ୍ରାବଣୀ ଝରଣା
ଖୋର୍ଦ୍ଧା ଅଫିସ,୭।୧୦: ସବୁଜ ବନାନୀ ପାହାଡ଼ ପର୍ବତ ଘେରରେ ବହିଯାଇଛି ଶ୍ରାବଣୀ ଝରଣା। ଏହାର ପ୍ରାକୃତିକ ପରିବେଶ ପର୍ଯ୍ୟଟକଙ୍କୁ ବେଶ୍ ଆକୃଷ୍ଟ କରିଥାଏ। ଝରଣା ଝରରେ ସୂର୍ଯ୍ୟକିରଣ ପଡ଼ି ଏହା ନୀଳବର୍ଣ୍ଣ ଦେଖାଯାଏ। ପାହାଡ଼ ଚାରିପଟେ ରହିଥିବା ଘଞ୍ଚ ଜଙ୍ଗଲ, ପକ୍ଷୀଙ୍କ…
ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା
ଖୋର୍ଦ୍ଧା ଅଫିସ,୬।୧୦: ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ ଜଣାପଡ଼ିଛି। ପାର୍ବଣରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପୀଠରେ ଷୋଡ଼ଶ…
ଶପଥ ନେଲେ ପିପିଲି ବିଧାୟକ
ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଅଞ୍ଚଳର ବିକାଶ ମୋର ପ୍ରଥମ ଲକ୍ଷ୍ୟ । ଆଜି…
ମିଳୁନି ଆବାସ, ଭଙ୍ଗାଘର ଭରସା
ବେଗୁନିଆ,୩ା୧୦(ଡି.ଏନ୍.ଏ.): ଅସହାୟ ଓ ଗରିବଙ୍କୁ ପକ୍କା ଘର ଯୋଗାଇଦେବା ଲାଗି ସରକାର ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ଲୋକ ପ୍ରତିନିଧିଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ଆବାସ ଯୋଜନା ଏମାନଙ୍କ ଲାଗି ସାତସପନ ପାଲଟିଛି।…
ପରିସ୍ରା କରିବାକୁ ରାସ୍ତାରେ ଅଟକାଇଥିଲେ ଗାଡ଼ି, ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା
ଖୋର୍ଦ୍ଧା ଅଫିସ,୨।୧୦: ଦିବାଲୋକରେ ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କା। ଏଭଳି ଏକ ଘଟଣା ଘଟିଛି ଖୋର୍ଦ୍ଧା ଜିଲାରେ। ଜିତେନ୍ଦ୍ର କୁମାର ଗୁରୁ ନାମକ ଜଣେ ବ୍ୟକ୍ତି ଲୁଟ୍ର ଶିକାର ହୋଇଛନ୍ତି। ତାଙ୍କ ଠାରୁ ଦୁର୍ବୃତ୍ତମାନେ ୧ଲକ୍ଷ ୪୬ ହଜାର ଟଙ୍କା…
ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୦: ୧୬ନଂ. ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ତ୍ରୀ ମୃତ୍ୟୁବରଣ କରିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବେଗୁନିଆ ଥାନା ଅନ୍ତର୍ଗତ ଡିଙ୍ଗର ଗ୍ରାମର ସନାତନ ଦାସ ଏବଂ…
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ଖୋର୍ଦ୍ଧା ଅଫିସ,୨।୧୦: ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ଖୋର୍ଦ୍ଧା ଆନୁକୂଲ୍ୟରେ ଜିଲାସ୍ତରୀୟ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସଂସ୍କୃତି ଭବନ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସନତ ମହାନ୍ତି…
ବନ କର୍ମଚାରୀଙ୍କୁ ମାଡ଼ମାରି ଆଣ୍ଠେଇ ଦେଲେ
ବାଣପୁର, ୨।୧୦(ଡି.ଏନ୍.ଏ.): ବରବରା ଧୂଆଁନଳୀ ଜଙ୍ଗଲରୁ ଶାଗୁଆନ ଗଛ କଟାକୁ ନେଇ ଶୁକ୍ରବାର ସ୍ଥାନୀୟ ଫରେଷ୍ଟରଙ୍କ ସହ ବନ କର୍ମଚାରୀଙ୍କୁ କେତେଜଣ ଗ୍ରାମବାସୀ ମାଡ଼ ମାରି ଆଣ୍ଠେଇ ଦେଇଥିବା ବାଣପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୁକ୍ରବାର ସକାଳେ ବରବରା…
Archives


