ଖୋର୍ଦ୍ଧା

ପାଣିରେ ଭାସୁଛି ଧାନ ଫସଲ

ନିରାକାରପୁର,୧୭ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳର ଶହ ଶହ ହେକ୍ଟର ଅମଳକ୍ଷମ ଧାନ ଫସଲ ବିଲରେ କଟା ହୋଇପଡ଼ିଛି। ଅଦିନଆ ବର୍ଷା ଯୋଗୁ ବିଲରେ ପାଣି ଜମି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ରହିଛି। ଅନ୍ୟପଟେ ଋଣ କିପରି…

ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…

ଇଭିଏମ୍‌ ଗୋଦାମ, ପାର୍କ ପାଚେରି ଭାଙ୍ଗିଲା ହାତୀ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧାରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଲୋକେଶ୍ୱରରେ ଜଣଙ୍କ ପାଚେରି ଭାଙ୍ଗିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଇଭିଏମ୍‌ ମେଶିନ ଗୋଦାମ ଗୃହ ପାଚେରି ଭାଙ୍ଗିଦେଇଥିଲା। ପରେ ସେଠାରୁ ୧୬ ନମ୍ବର ଜାତୀୟ…

ବିଧାୟକଙ୍କ ପରିବାରରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଖୋର୍ଦ୍ଧା ଅଫିସ,୧୬ା୧: ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ପୌରାଞ୍ଚଳ ଚେୟାରମ୍ୟାନ ପଦବୀ ପାଇଁ ସଂକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି। ଖୋର୍ଦ୍ଧା ଓ ଜଟଣୀ ପୌରାଞ୍ଚଳ ଯଥାକ୍ରମେ ମହିଳା ଏବଂ ଏସ୍‌ସି ପାଇଁ ସଂରକ୍ଷିତ ରହିଛି। ବାଣପୁର…

ଖୋର୍ଦ୍ଧାରେ ପୁଣି ପଶିଲା ହାତୀ

ଖୋର୍ଦ୍ଧା ଅଫିସ,୧୫।୧: ଖୋର୍ଦ୍ଧା ବନଖଣ୍ଡରେ ହାତୀ ଉପଦ୍ରବ ଲାଗି ରହିଛି। ନିକଟରେ ହାତୀ ମେଡିକାଲ ଭିତରେ ପଶିଥିଲା। ଗୁରୁବାର ବିଳମ୍ବିତ ରାତିରେ ଜରିପୁଟ ଜଙ୍ଗଲରୁ ଏକ ଦନ୍ତା ଲୋକେଶ୍ୱର ଦେଇ କୋଣାର୍କ ନଗର ପଛପଟ ଇଭିଏମ୍‌ ଗୋଦାମ ପାଚେରି, ଜାତୀୟ ରାଜପଥ…

୨୪ ଟନ୍‌ ଗୋମାଂସ ଜବତ: ଡ୍ରାଇଭର ଅଟକ

ଖୋର୍ଦ୍ଧା ଅଫିସ, ୧୫।୧: ଗୋଚାଲାଣ ପରେ ଗୋମାଂସ ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ଭୋର ସମୟରେ କୋଲକାତାରୁ ଆନ୍ଧ୍ର ଅଭିମୁଖେ ଏକ କଣ୍ଟେନରରେ ଗୋମାଂସ ଚାଲାଣ ହେଉଥିବା ଖବରପାଇ ସ୍ଥାନୀୟ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ୧୬ନଂ.…

ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି…

ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା

ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍‌ସ୍‌ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ…

ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ

ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। କାଲି ସକାଳ ୫ଟାରୁ କଟକଣା ଲାଗୁ ହେବ। ସୂଚନାଯୋଗ୍ୟ,…

ମଣ୍ଡି ଖୋଲିଲା, ଧାନ ଉଠିଲାନି

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲାରେ ବହୁ ବିଳମ୍ବରେ ବୁଧବାର ଧାନମଣ୍ଡିର ଶୁଭାରମ୍ଭ ହୋଇଛି। ତେବେ ଆରମ୍ଭରୁ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମଣ୍ଡି ଖୋଲିଲା, କିନ୍ତୁ ଧାନ ଉଠି ପାରିଲା ନାହିଁ। ଧାନର ମାନକୁ ନେଇ ପ୍ରଶ୍ନ ଉଠାଇଥିଲେ ମିଲର୍ସ। ଫଳରେ ଚାଷୀ…

ଚିଲିକାରେ ଡଲ୍‌ଫିନ୍‌ ଗଣନା ସରିଲା

ବ୍ରହ୍ମଗିରି,୧୦ା୧(ଡି.ଏନ୍‌.ଏ): ଚିଲିକାରେ ରବିବାର ଡଲ୍‌ଫିନ୍‌ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍‌ଫିନ୍‌ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ…

ନନ୍ଦନକାନନ: ଅନ୍‌ଲାଇନ ଟିକେଟ କଳାବଜାର

ବାରଙ୍ଗ,୮।୧(ଡି.ଏନ୍‌.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍‌ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ବହୁ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ ମଧ୍ୟ ନନ୍ଦନକାନନ ପକ୍ଷରୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?