ଖୋର୍ଦ୍ଧା

ହଜିବାକୁ ବସିଲାଣି ଭାଗବତ ଟୁଙ୍ଗି

ବେଗୁନିଆ,୨୦।୯(ଡି.ଏନ୍‌.ଏ.): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍‌ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁ ଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍‌ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ କରାଯାଉଥିଲା।…

ଗାଁରେ ବନ୍ୟାଜଳ, ଦୁର୍ଦ୍ଦଶାରେ ଲୋକେ

ଖୋର୍ଦ୍ଧା ଅଫିସ,୧୯।୯:  ହୀରାକୁଦ ଗେଟ୍‌ ଖୋଲିବା ପରେ ରାଜୁଆ, ମଲାଗୁଣୀ ଓ ଦୟା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଖୋର୍ଦ୍ଧ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଓରବରସିଂ, ନରଣଗଡ଼ ଏବଂ ବ୍ରଜମୋହନପୁର ପଞ୍ଚାୟତର ୧୫ ଗ୍ରାମବାସୀ ୫ଦିନ…

ଚିଲିକା ମଝିରେ ଲଞ୍ଚ ଅଚଳ: ଫସିରହିଲେ ଯାତ୍ରୀ

କୃଷ୍ଣପ୍ରସାଦ,୧୮।୯(ଡି.ଏନ୍‌.ଏ.): ଚିଲିକା ମଧ୍ୟରେ ଶନିବାର ଏକ ଲଞ୍ଚ ଅଚଳ ହୋଇଯାଇଥିଲା। ଫଳରେ ଯାତ୍ରୀ ୨ ଘଣ୍ଟା ଜଳବନ୍ଦୀ ହୋଇ ରହିଥିଲେ। ଅନ୍ତର୍ଜାତୀୟ ଜଳପଥ ପରିବହନ ବିଭାଗର ଏହି ଲଞ୍ଚଟି ପୁରୀ ଜିଲା କୃଷ୍ଣପ୍ରସାଦ ଜେଟିରୁ ଶନିବାର ସକାଳେ ବାଲୁଗାଁ ଅଭିମୁଖେ ଯାଉଥିବା…

ଚିଲିକା ବିଧାୟକଙ୍କ ଗିରଫ ଦାବିରେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ

ଖୋର୍ଦ୍ଧା ଅଫିସ,୧୬ା୯: ଚିଲିକା ଭାଜପା ନେତା ନିରଞ୍ଜନ ସେଠୀଙ୍କୁ ଗତ ୮ ତାରିଖରେ ବାଲୁଗାଁ ଏନ୍‌ଏସି ଆଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ମାଡ଼ ମାରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ବିବାଦକୁ ଟାଣି ହୋଇଛନ୍ତି। ଫଳରେ ବିଧାୟକଙ୍କ ପାଇଁ…

ବନ୍ୟା ଘେରରେ ହିରୀମୂଳ ଗ୍ରାମବାସୀ

ଖୋର୍ଦ୍ଧା ଅଫିସ,୧୬।୯: ମହାନଦୀ ବନ୍ୟା ଜଳ ମଳାଗୁଣି ଓ ରାଜୁଆ ନଦୀରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଳକ ଓରବରସିଙ୍ଗ ପଞ୍ଚାୟତର ହିରୀମୂଳ, ନରଣଗଡ ପଞ୍ଚାୟତର ମାନପୁର ଓ ଧବଳପୁର ଗ୍ରାମରେ ବନ୍ୟାଜଳ ପଶିଛି। ଗ୍ରାମରେ ଆଣ୍ଠୁଏ ଉଚ୍ଚର ପାଣି…

ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଲେ ଗ୍ରାମବାସୀ

ନିରାକାରପୁର,୧୫।୯ (ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ା ଗ୍ରାମରେ ଜଳସେଚନ ବିଭାଗ ରାଜୁଆ ସବ୍‌ଡିଭିଜନର ଉପନିର୍ବାହୀ ଯନ୍ତ୍ରୀ ଅକ୍ଷୟ କୁମାର ବେହେରା ଓ କନିଷ୍ଠ ଯନ୍ତ୍ରୀ ଶିଶିର କୁମାର ସାହୁଙ୍କୁ ଗ୍ରାମବାସୀ କାଦୁଅ ରାସ୍ତାରେ ଚଲାଇବା ସହ ଗାଳିଗୁଲଜ କରିଥିବା ନେଇ…

‘ଗୁରୁଜୀ’ଙ୍କ ଘରେ ପୋଲିସର ଚଢ଼ାଉ

ଖୋର୍ଦ୍ଧା ଅଫିସ,୮ା୯:ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ ଅଭିମାନପୁରର ସତ୍ୟବ୍ରତ ନାୟକ ହତ୍ୟା ଘଟଣାରେ ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସଙ୍କୁ ଗିରଫ କରାଯାଇଛି। ମାନସଙ୍କ ବିରୋଧରେ ଅପହରଣ, ଆପରାଧିକ ଷଡ଼ଯନ୍ତ୍ର, ହତ୍ୟା, ହତ୍ୟା ଉଦ୍ୟମ, ପ୍ରମାଣ…

ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ

ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ…

ସଙ୍ଗଠନ ଆଳରେ ବିଦ୍ୱେଷଭାବ ସୃଷ୍ଟି କରୁଥିଲେ ମାନସ

ଖୋର୍ଦ୍ଧା ଅଫିସ,୪।୯: ବେଗୁନିଆ ଥାନା ଅଧୀନ ଅଭିମାନପୁରର ସତ୍ୟବ୍ରତ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସଙ୍କୁ ଗୁରୁବାର ପୋଲିସ ଗିରଫ କରଛି। ସେହିପରି କଡ଼ବ ଗ୍ରାମର ମାଗୁଣି ନାଏକ ଏବଂ…

ବ୍ରାଉନ୍‌ସୁଗାର କାରବାର: ଖୋର୍ଦ୍ଧାର ବିଟେକ୍‌ ଛାତ୍ରଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୪।୯ : ଖୋର୍ଦ୍ଧା ପାଲଟିଛି ବ୍ରାଉନସୁଗାରର ପେଣ୍ଠସ୍ଥଳୀ। ଯେତିକି ଧରପଗଡ ଚାଲିଛି, ସେତିକି କାରବାର ବଢିଚାଲିଛି। ବାଲେଶ୍ବର ଜଳେଶ୍ବରଠାରୁ ଚେର ଖୋର୍ଦ୍ଧା ପର୍ଯ୍ୟନ୍ତ ଲମ୍ବିଛି। ଏଠାରୁ ଜିଲାର ବିଭିନ୍ନ ଗ୍ରାମକୁ ବ୍ରାଉନସୁଗାର ପଠାଯାଉଛି। ବାରମ୍ବାର ଏସ୍‌ଟିଏଫ୍‌ ପକ୍ଷରୁ ଧରପଗଡ ସତ୍ତ୍ବେ…

ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର

ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍‌.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…

ବାପାଙ୍କ ପରେ ପୁଅ ଗିରଫ

ଭୁବନେଶ୍ୱର,୨।୯: ମାନବବାଦ୍‌ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ, ଧମକ ଭଳି ସଙ୍ଗୀନ ଅଭିଯୋଗ ରହିଛି। ଆଇପିସି ଦଫା ୩୬୩, ୩୬୪, ୨୦୧,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri