ଖୋର୍ଦ୍ଧା

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ...

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ ଖୋର୍ଦ୍ଧା ବ୍ଳକ ୪ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ...

ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା

ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ...

ଏଣିକି ଓ୍ବେବ୍‌ ପୋର୍ଟାଲରେ କରାଯିବ ଅଭିଯୋଗ: ଖୋର୍ଦ୍ଧା ଜିଲାର ୨୦୯ଟି ସଂସ୍ଥା, ବିଭାଗ ସହ ହୋଇଛି ସଂଯୋଗ

ଖୋର୍ଦ୍ଧା ଅଫିସ,୧।୬: ଏଣିକି ଅଭିଯୋଗ ଲାଗି ଆଉ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିବ ନାହିଁ। କାରଣ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଏକ ୱେବ ପୋର୍ଟାଲ ଉଦ୍‌ଘାଟନ କରାଯାଇଛି। ଏଣିକି ଅଭିଯୋଗକାରୀ ଏହି ପୋର୍ଟାଲରେ ନିଜ ଅଭିଯୋଗ କରିପାରିବେ।...

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ,...

ଖୋର୍ଦ୍ଧାରୁ ନୂଆ ୧୬ ଆକ୍ରାନ୍ତ ଚିହ୍ନଟ: ଜିଲାର ମୋଟ ପଜିଟିଭ ସଂଖ୍ୟା ୧୩୮ ଛୁଇଁଲା

ଖୋର୍ଦ୍ଧା ଅଫିସ,୩୦।୫: ଖୋର୍ଦ୍ଧା ଜିଲାରୁ ଶନିବାର ଆଉ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାର ମୋଟ ପଜିଟିଭଙ୍କ ସଂଖ୍ୟା ୧୩୮କୁ ବୃଦ୍ଧି ପାଇଛି। ତେବେ ସମସ୍ତ ନୂଆ ୧୬ ଆକ୍ରାନ୍ତ ଖୋର୍ଦ୍ଧା ସବ୍‌ଡିଭିଜନର ହୋଇଥିବା...

ଜଙ୍ଗଲରୁ କାଜୁ ସଂଗ୍ରହ ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଖୋର୍ଦ୍ଧା ଅଫିସ,୨୯ା୫: ହାତୀ ଆକ୍ରମଣରେ ଶୁକ୍ରବାର ପୁଣି ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କାଇପଦର ଗ୍ରାମର ରବିନ୍ଦ୍ର କୁମାର ଜେନା କାଜୁ ଜଙ୍ଗଲରେ କାଜୁ...

୨ ଟ୍ରେନରେ ଫେରିଲେ ୯୬୭ ପ୍ରବାସୀ

ଖୋର୍ଦ୍ଧା ଅଫିସ,୨୭ା୫ : ଖୋର୍ଦ୍ଧ ରୋଡ ଷ୍ଟେଶନରେ ବୁଧବାର ୨ଟି ଟ୍ରେନରେ ୯୬୭ଜଣ ପ୍ରବାସୀ ଫେରିଛନ୍ତି। ଟ୍ରେନରୁ ସାମାଜିକ ଦୂରତା ବଜାୟ ରଖି ପ୍ଲାଟଫର୍ମରୁ ବାହାରିବା ପରେ ସମସ୍ତଙ୍କ ଥର୍ମାଲ ସ୍କ୍ରିର୍ନିଂ, ପଞ୍ଜୀକରଣ, ହାତରେ ଷ୍ଟାମ୍ପ ଲଗାଯାଇ ସ୍ବତନ୍ତ୍ର ବସରେ...

ଜଟଣୀ ବାଇପାସ୍‌ ନିକଟରେ ଅବକାରୀ ଗୁଇନ୍ଦା ବିଭାଗର ଚଢ଼ାଉ: ୧୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୬।୫: କଟକ ଅବକାରୀ ଗୁଇନ୍ଦା ବିଭାଗ ବୁଧବାର ଜଟଣୀ ବାଇପାସ ଛକ ନିକଟରେ ଚଢ଼ାଉ କରି ୧୦୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ଏସ୍‌.କେ.ସରିଫ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକଙ୍କ ନିକଟରୁ ୨ହଜାର...

ଡିଏଚ୍‌ଏଚ୍‌ ଆଇସୋଲେଶନ କେନ୍ଦ୍ରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୬।୫ : ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ଆଇସୋଲେଶନ କେନ୍ଦ୍ରରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଅସୁସ୍ଥ ହୋଇପଡ଼ିବାରୁ ଗତ ୨୪ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ସୁସ୍ଥ...

ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ...

ଜଙ୍ଗଲରେ କାମ କରୁଥିବା ବେଳେ ଶ୍ରମିକଙ୍କୁ ଆକ୍ରମଣ କଲା ହାତୀ

ନିରାକାରପୁର, ୨୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ଅଧୀନରେ ଥିବା ମଳିପ କାଜୁ ଜଙ୍ଗଲରେ ହାତୀ ଆକ୍ରାମଣରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ମଳିପଡ଼ା ଗ୍ରାମର ଜଗବନ୍ଧୁ ସାହୁ। ଜଗବନ୍ଧୁ ଜଙ୍ଗଲରେ କାମ କରୁଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri