ଖୋର୍ଦ୍ଧା

ପାଣିରେ ପଡ଼ିଛି ପାଚିଲା ଧାନ

ଖୋର୍ଦ୍ଧା ଅଫିସ/ବାଲୁଗାଁ/ଟାଙ୍ଗୀ,୬ା୧୨ (ଡି.ଏନ.ଏ.): ‘ଜଓ୍ବାଦ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ପାଚିଲା ଧାନ ବିଲରେ ମିଶିଯାଇଛି। ଫଳରେ ବର୍ଷକର ଦାନାପାଣି ଉଜୁଡ଼ିବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଖୋର୍ଦ୍ଧା ଜିଲା ଅନ୍ତର୍ଗତ ବେଗୁନିଆ, ବୋଲଗଡ଼, ଖୋର୍ଦ୍ଧା, ଟାଙ୍ଗୀ, ଚିଲିକା, ବାଣପୁର, ଜଟଣୀ,…

ପ୍ରେମ ପାଇଁ ଅପହରଣ ନାଟକ: ଜେଲ ଗଲେ ଅଭିଯୁକ୍ତ

ନିରାକାରପୁର,୨୮ା୧୧(ଡି.ଏନ୍‌.ଏ.): ପ୍ରେମ ପାଇଁ ଅପହରଣ ନାଟକ ରଚିଥିବା ଅଭିଯୁକ୍ତଙ୍କୁ ଶନିବାର ଜଙ୍କିଆ ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ସେ ହେଲେ ତୋଫାନ ବେହେରା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ଏନେଇ ଥାନାରେ ଏକ…

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ…

ତାଲିକାରେ ଆଗୁଆ, କାମରେ ପଛୁଆ

ଜଟଣୀ,୨୮ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରପରିଷଦ ସର୍ବଭାରତୀୟ ସ୍ତରରେ ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଷଷ୍ଠ ଏବଂ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ୨୦୨୦-୨୧ ମସିହାରେ ସ୍ବଚ୍ଛତା ଅଭିଯାନ ପରିପ୍ରେକ୍ଷୀରେ ଜଟଣୀ ପୌରପରିଷଦକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉକ୍ତ ସ୍ଥାନ ପ୍ରଦାନ କରାଯାଇଥିବା…

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ କର୍ମଚାରୀଙ୍କ…

ନିଶା କବଳରେ ଯୁବପିଢ଼ି

ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର ଯୁବକ ଓ କଲେଜ ପଢୁଆ ଛାତ୍ର ଏହି ନିଶା କାରବାରରେ ସମ୍ପୃୃକ୍ତି ଥିବା ଦେଖିବାକୁ…

୧୦ ମାସରେ ୪୦ ହତ୍ୟା

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ,୨୬ା୧୧ଚୋରି, ଡକାୟତି, ରାହାଜାନି ଓ ହତ୍ୟା ତଥା ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ଏନେଇ କମିଶନରେଟ ପୋଲିସ ମଧ୍ୟ ସର୍ବଦା ‘ୱି କେୟାର ୱି ଡେୟାର’ର ନାରା ଦେଉଛି। କିନ୍ତୁ ବାସ୍ତବତା ସମ୍ପୂର୍ଣ୍ଣ…

ଟ୍ରାଙ୍କୁଲାଇଜ୍‌ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ

ନିରାକାରପୁର,୨୨ା୧୧(ଡି.ଏନ୍‌.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା…

ଯୁବକଙ୍କ ପତ୍ତା ପାଉନି ପୋଲିସ

ଖୋର୍ଦ୍ଧା ଅଫିସ,୨୦।୧୧: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କୁମ୍ଭିଲୋ ଗ୍ରାମର ସନ୍ତୋଷ କୁମାର ବେହେରା ଓରଫ ରାଜା(୨୫)ଗାଈ ଚରାଇବାକୁ ଯାଇ ଅକ୍ଟୋବର ୨୪ରୁ ନିଖୋଜ ଅଛନ୍ତି। ଘଟଣାକୁ ୨୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ନିରୁଦ୍ଦିଷ୍ଟଙ୍କ ପୋଷ୍ଟର ମାରିବା ସହ ମାମଲା ରୁଜୁକରି…

ନନ୍ଦନକାନନରେ ଚାଲିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୧୭।୧୧(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କର ଅନ୍ୟତମ ଆକର୍ଷଣ ଶିଶୁ ରେଳଗାଡ଼ି ମଙ୍ଗଳବାରଠାରୁ ବିଧିବଦ୍ଧଭାବେ ଚାଲିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ସେମାନଙ୍କୁ ସୁଲଭ ମୂଲ୍ୟ ଓ ସୁବିଧାରେ ନନ୍ଦନକାନନ ବୁଲିବା ସୁଯୋଗ ଦେବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ କରାଯାଇଛି। ଏହି…

ବେଳାଭୂମିରେ ନିର୍ମାଣ ହେବ ଭାସମାନ ପୋଲ

କୋଣାର୍କ,୧୭।୧୧(ଡି.ଏନ୍‌.ଏ.):ଶୀତ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ପର୍ଯ୍ୟଟକଙ୍କ ପାଇଁ ଖୁବ୍‌ଶୀଘ୍ର କୋଣାର୍କ-ପୁରୀ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଇକୋ ରିଟ୍ରିଟ, କୋଣାର୍କରେ କୋଣାର୍କ ଉତ୍ସବ ଓ ଚନ୍ଦ୍ରଭାଗା ବେଳାଭୂମିରେ ଅନ୍ତର୍ଜାତୀୟ ବାଳୁକା କଳା ଉତ୍ସବ ଆୟୋଜିତ ହେବ। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ…

ବିଜେଡିରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ

ଖୋର୍ଦ୍ଧା ଅଫିସ,୧୫।୧୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା ଲାଗିଛି। ବେଗୁନିଆ ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ି ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?