ଅଖିମୂଠି ଅନୁକୂଳ କଲେ ଆଇନମନ୍ତ୍ରୀ: ହଳଲଙ୍ଗଳ ଯୋଚି ବୁଣିଲେ ବିହନ
ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ) : ଆଜି ପବିତ୍ର ‘ଅକ୍ଷୟ ତୃତୀୟା’। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁରୁଜଙ୍ଗଠାରେ ଚାଷୀ ଭାଇ ମାନଙ୍କ ଉପସ୍ଥିତିରେ ଭୂମିପୂଜନ ପରେ ଅଖିମୁଠି ଅନୁକୂଳ କରିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ପରମ୍ପରା ଅନୁସାରେ ଭୂମି ପୂଜନ…
ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ
ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ ଜ୍ୱାଇଁଙ୍କ ଜୀବନ ଯାଇଛି। ମୃତ ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ ଓ ସ୍ତ୍ରୀ ଗୁରୁତର ହୋଇ…
ନିଆଁ ଲାଗି ୧୫ ବଖରା ପାଉଁଶ
ଖୋର୍ଦ୍ଧା,୨୬।୪: ଖୋର୍ଦ୍ଧା ଟାଙ୍ଗୀ ଥାନା ବିନ୍ଧାଣିଆ ଗାଁରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୫ ପରିବାରର ୧୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଫଳରେ ପରିବାର ଲୋକେ ସମ୍ପୂର୍ଣ୍ଣ ବାସହରା ହୋଇପଡିଛନ୍ତି। ନିଆଁ ଲାଗିବାର ପ୍ରକୃତ କାରଣ…
ଛପରଫାଡିକି ଦେଲେ ଭଗବାନ୍ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍
ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧିନ ଦେଉଳିଆପାଟଣା…
ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…
ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର ନିର୍ଦ୍ଦେଶକ ଶୁଭମ ସକ୍ସସେନା, ରାଜସ୍ବ ବିଭାଗଦ୍ର ଯୁଗ୍ମ ସଚିବ ପ୍ରଦୀପ ସାହୁ ବିଭାଗୀୟ ଅଧିକାରୀଙ୍କ…
ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ
ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତମାନେ ହେଲେ…
ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ
ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ ଚାକିରୀ ଦେବାର ମିଛ ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ…
୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ
ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍ ନିକଟରେ ଥିବା ୬ଟି ଦୋକାନ ଘରକୁ ଜେସିବି ଲଗାଇ ଭଙ୍ଗାଯାଇଛି। ଏଥିସହିତ ବିନା ଟ୍ରେଡ ଲାଇସେନ୍ସରେ ବେପାର କରୁଥିବା ୩୩ଟି ଦୋକାନକୁ…
ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ
ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରେଳ ଫାଟକଟି ଟ୍ରେନ ଆସିବା ପାଇଁ ବନ୍ଦ ରହିଥିବା ବେଳେ…
ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର
ନିରାକାରପୁର,୧୮ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ନୟାଗଡ଼ ଜିଲା ରଣପୁର ଥାନା…
ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ସନ୍ଦେହ
ଖୋର୍ଦ୍ଧା/ବେଗୁନିଆ,୧୮ା୪(ପ୍ରଭାତ ପାଣିଗ୍ରାହୀ/ସନ୍ଧ୍ୟାରାଣୀ ମିଶ୍ର): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ନିକଟ ଖୁଣ୍ଟବନ୍ଧ ଗ୍ରାମର ଏକ ବିଲରେ ଥିବା ଗଛ ଡାଳରେ ଗୋଟିଏ ଓଢ଼ଣିରେ ଝୁଲୁଥିବା ଅବସ୍ଥାରେ ୨ଟି ମୃତଦେହକୁ ଗୁରୁବାର ପୋଲିସ ଜବତ କରିଛି। ମୃତକମାନେ ହେଲେ ରାଜସୁନାଖଳା…
ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ
ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା ନିକଟବର୍ତ୍ତୀ ମହୁଳାକୁଦିଆର ଏକ ଗଛରେ ଯୁବତୀଯୁବକଙ୍କ ମୃତଦେହ ଝୁଲୁଛି। ଉଭୟଙ୍କ ଫଟୋ ଓ…
Archives


