ଖୋର୍ଦ୍ଧା

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ ହାତ ସହ ସେ ପିନ୍ଧିଥିବା ପ୍ୟାଣ୍ଟ୍‌ ଓ ଚପଲ ବାହରକୁ ଦିଶୁଛି। ପୋଲିସ ଘଟଣାସ୍ଥଳରେ…

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ନିମନ୍ତେ ଏହି କ୍ଷେତ୍ରରୁ ଦାରୁ ଚିହ୍ନଟ ହୋଇଥିବାରୁ ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ…

ଚାକିରି ଛାଡ଼ି ସଫଳ ଚାଷୀ

ଖୋର୍ଦ୍ଧା ଅଫିସ,୧୬।୭: କଥାରେ ଅଛି, ନିଷ୍ଠା ଏବଂ ଏକାଗ୍ରତା ଥିଲେ ସଫଳତା ଆପେ ଆପେ ଆସିଥାଏ। ଏହାର ଚାକ୍ଷୁଷ ଉଦାହରଣ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋଲଗଡ଼ ଗ୍ରାମର ଚାଷୀ ରବୀନ୍ଦ୍ର କୁମାର ସାମନ୍ତରାୟ (୫୫)। ଚାକିରି ଛାଡ଼ି ୪ ଏକର…

ତୈଳ ଦରବୃଦ୍ଧି ପ୍ରତିବାଦ: ୧୬ନଂ ଜାତୀୟ ରାଜପଥ ଅବରୋଧ

ଖୋର୍ଦ୍ଧା ଅଫିସ,୧୫।୭: ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ଓଡିଶାରେ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଥିରେ ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ…

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଶୋଭାଯାତ୍ରା

ଖୋର୍ଦ୍ଧା ଅଫିସ,୧୩।୭: ଦେଶରେ କରୋନାର ଦ୍ବିତୀୟ ଲହର ଜାରି ରହିଛି। ଗତ ଦୁଇ ବର୍ଷ ହେଲା କରୋନା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଶିଳ୍ପ ସଂସ୍ଥା, ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ବନ୍ଦ ରହିଛି। ସାଧାରଣ ଲୋକ, ଗରିବ,…

ରଥ ଗଢ଼ି ମନକଥା ଜଣାଇଲେ ଶୁଭ୍ରାଂଶୁ

ଖୋର୍ଦ୍ଧା ଅଫିସ,୧୩।୭: ଚଳିତ ବର୍ଷ କରୋନା ସଂକ୍ରମଣ ପାଇଁ ଶ୍ରୀକ୍ଷେତ୍ର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ ରହିଛି। ଶ୍ରୀକ୍ଷେତ୍ରକୁ ଯାଇ ନ ପାରି ଭକ୍ତମାନେ ନିଜ ମନର କଥାକୁ ବିଭିନ୍ନ ଉପାୟରେ ଜଣାଇଛନ୍ତି। କିଏ ରଙ୍ଗତୂଳିରେ ଚକାନୟନକୁ ଆଙ୍କଲାଣି…

ଅପହରଣ କରି ୫ଲକ୍ଷ ଦାବି

ନିରାକାରପୁର,୧୩।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ମଳିପଡ଼ା ଅଞ୍ଚଳରୁ ଅପହୃତ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ରବିବାର ଅପରାହ୍ନରେ ପୋଲିସ ଜଟଣୀ ଥାନା ହରିରାଜପୁର ନିକଟ ଏକ ଜଙ୍ଗଲରୁ ଉଦ୍ଧାର କରିଛି। ସେ ହେଲେ ମଳିପଡ଼ା ଗ୍ରାମର ସତ୍ୟନାରାୟଣ ବେହେରା।…

ବାଟ କଢ଼ାଇଥିଲେ ଶ୍ରୀଜଗନ୍ନାଥ

ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥଠାରୁ ୫କିମି ଦୂର ଜାଗୁଳିପାଟଣାଠାରେ ରହିଛି ପ୍ରସିଦ୍ଧ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିର। ଏଠାରେ ତିନି ଠାକୁରଙ୍କ ପୂର୍ଣ୍ଣବିଗ୍ରହ ପୂଜା ପାଉଛନ୍ତି। ଚକା ଉପରେ ବିଜେ କରିଛନ୍ତି ଠାକୁର। ଶ୍ରୀଜଗନ୍ନାଥ ଏଠାରେ ଶ୍ରୀ ଅନନ୍ତ ପୁରୁଷୋତ୍ତମ…

ଅନନ୍ୟ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା-ଭୁବନେଶ୍ୱର ନଂ.୧୬ ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକ ପଞ୍ଚ ପାଇକ ପ୍ରତିମୂର୍ତ୍ତିଠାରୁ ୨୦୦ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ପ୍ରତ୍ନତତ୍ତ୍ୱ…

କାର ଭିତରୁ ୩୬ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ଜିଲା ଟାଉନ ପୋଲିସ ମୁକୁନ୍ଦପ୍ରସାଦ ଜଟଣୀ ବାଇପାସ ନିକଟରୁ ଗୁରୁବାର ରାତିରେ ଏକ କାର ଭିତରୁ ୩୬କେଜି ୫୦୦ଗ୍ରାମ ଗଞ୍ଜେଇ ଜବତ କରିଛି। ଏହାସହ ୨ଜଣଙ୍କୁ ଗିରଫ କରାଯାଇଛି। କାର ସହ ୨ଟି ଦାମୀ ମୋବାଇଲ ଜବତ…

ଜୁଏଲାରୀ ଦୋକାନରୁ ଲକ୍ଷାଧିକ ଟଙ୍କାର ଲୁଟ

ଖୋର୍ଦ୍ଧା ଅଫିସ,୭।୭ : ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ପତିତପାବନ ଛକ ପଟ୍ଟନାୟକ ଜୁଏଲାରୀ ଦୋକାନରୁ ଗତକାଲି ବିଳମ୍ବିତ ରାତିରେ ୨ ଜଣ ଦୁବୃର୍ତ୍ତ ସଟର ତାଡି ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ଖବରପାଇ ସଦର ଡିଏସପି…

ଅସୁସ୍ଥ ହାତୀକୁ ଟ୍ରାଙ୍କୁଲାଇଜ୍‌

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ବନାଞ୍ଚଳ ଅନ୍ତର୍ଗତ ଗୋଡ଼ା ଜଙ୍ଗଲରେ ଏକ ଦନ୍ତା ହାତୀ ଅସୁସ୍ଥ ହୋଇ ଘୂରି ବୁଲିଥିଲା। ଶନିବାର ରାତିରେ ହାତୀକୁ ଠାବ କରାଯାଇ ଟ୍ରାଙ୍କୁଲାଇଜ କରି ବନ ବିଭାଗ ଚିକିତ୍ସା କରିଛି। କ୍ଷତାକ୍ତ ପାଦର ଅପରେଶନ ପରେ ହାତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri