ଖୋର୍ଦ୍ଧା

ଧାରଟଙ୍କାକୁ ନେଇ ବନ୍ଧୁଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୨୦।୧୦: ଧାରଟଙ୍କା ପାଇଁ ବନ୍ଧୁ ନେଲେ ବନ୍ଧୁଙ୍କ ଜୀବନ। ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଉପକଣ୍ଠ ମୁକୁନ୍ଦପ୍ରସାଦ ଜଟଣୀ ବାଇପାସ ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ଧାରୁଆ ଛୁରିରେ ଛାତି, ପେଟକୁ ଭୁଷି ହତ୍ୟା କରାଯାଇଛି। ମୃତକ ଜଣଙ୍କ…

ଆଜି ହୋଇପାରେ ପ୍ରଶାନ୍ତଙ୍କ ଜାମିନ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ଆକ୍ରମଣ ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନର ଶୁଣାଣି ୧୮ (ସୋମବାର) କିମ୍ବା ୨୧ ତାରିଖରେ ହୋଇପାରେ। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଜାମିନ…

ନାଲସିଂହରେ ୧୫ ଟିକିଆ ହାତୀପଲ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତିରେ ପଟିଆରୁ ୧୫ ଟିକିଆ ହାତୀପଲ୍ଲ ଆସି ଅଚ୍ୟୁତପୁର ପଞ୍ଚାୟତ ନାଲସିଂହ ଜଙ୍ଗଲରେ ରହିଥିବା ଜଣାପଡ଼ିଛି। ଫଳରେ ସ୍ଥାନୀୟ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏମାନଙ୍କୁ ଘଉଡାଇବା…

ପୁଣି ରେଡ୍‌ ଜୋନ୍‌କୁ ଫେରିଲା ଖୋର୍ଦ୍ଧା, ଚିନ୍ତା ବଢ଼ାଉଛି ଆକ୍ଟିଭ୍‌ କେସ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ବୁଧବାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨୩ ସଂକ୍ରମିତ ରହିଥିଲେ। ଏଥିନେଇ ଖୋର୍ଦ୍ଧା ପୁଣି ରେଡ୍‌ ଜୋନକୁ ଫେରିଛି। ପର୍ବ ପର୍ବାଣୀ ଯୋଗୁ ବିଭିନ୍ନ ସ୍ଥାନରେ ଭିଡ ପରିଲକ୍ଷିତ ହେଉଛି।…

ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ

ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା ହେଲେ ଇନ୍ଦିରା ପ୍ରିୟଦର୍ଶିନୀ ମହାନ୍ତି(୩୭)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ହତ୍ୟା…

ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ରୋଜଗାର ଆଶା ଦେଖାଇ…

ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍‌ଓପିକୁ ଭୁଲିଗଲେ

ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ ଯିବାକୁ ପଡ଼ିଛି। ତେବେ ସ୍ବାସ୍ଥ୍ୟଗତ ଅସୁସ୍ଥତା…

ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ଖୋର୍ଦ୍ଧା ସବ୍‌ ଜେଲ…

ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍‌ଆଇସି ଏଜେଣ୍ଟ୍‌

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍‌ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…

ଆଢୁଆଳରେ ଶ୍ରାବଣୀ ଝରଣା

ଖୋର୍ଦ୍ଧା ଅଫିସ,୭।୧୦: ସବୁଜ ବନାନୀ ପାହାଡ଼ ପର୍ବତ ଘେରରେ ବହିଯାଇଛି ଶ୍ରାବଣୀ ଝରଣା। ଏହାର ପ୍ରାକୃତିକ ପରିବେଶ ପର୍ଯ୍ୟଟକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ। ଝରଣା ଝରରେ ସୂର୍ଯ୍ୟକିରଣ ପଡ଼ି ଏହା ନୀଳବର୍ଣ୍ଣ ଦେଖାଯାଏ। ପାହାଡ଼ ଚାରିପଟେ ରହିଥିବା ଘଞ୍ଚ ଜଙ୍ଗଲ, ପକ୍ଷୀଙ୍କ…

ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୬।୧୦: ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ ଜଣାପଡ଼ିଛି। ପାର୍ବଣରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପୀଠରେ ଷୋଡ଼ଶ…

ଶପଥ ନେଲେ ପିପିଲି ବିଧାୟକ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଅଞ୍ଚଳର ବିକାଶ ମୋର ପ୍ରଥମ ଲକ୍ଷ୍ୟ । ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?