ଖୋର୍ଦ୍ଧା

ଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ବେଗୁନିଆ,୨।୭(ଡି.ଏନ୍‌.ଏ.): ବିଭିନ୍ନ କାରଣରୁ ଏବେ ଚାଷରୁ ଚାଷୀ ଧୀରେ ଧୀରେ ମୁହଁ ଫେରାଇ ନେଉଛନ୍ତି। ଫଳରେ ଚାଷ ଜମି ପଡ଼ିଆ ପଡୁଛି। ମାତ୍ର ଏଥିପ୍ରତି କୃଷି ବିଭାଗ ଧ୍ୟାନ ଦେଉ ନ ଥିବା ଅଭିଯୋଗ ହେଉଛି। ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଫସଲ…

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ ଏନ୍‌ଫୋର୍ସମେଣ୍ଟ ଟିମ୍‌ର ଚଢ଼ାଉ ହେଉ ନ ଥିବାରୁ ସେବନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

ଗୋରୁଚରାଳିଙ୍କ ବଂଶୀବାଦନ ମନ ଜିଣୁଛି

ବୋଲଗଡ଼,୨୭।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ବେଲପଦର ଗ୍ରାମର ଯୋଗୀନାଥ ବେହେରା। ବୟସ ୪୦ବର୍ଷ। ପେସାରେ ସେ ଜଣେ ଗୋରୁଚରାଳି ହୋଇଥିଲେ ମଧ୍ୟ ନିଶା ହେଉଛି ବଂଶୀବାଦନ। ଏହି କଳା କାହାଠାରୁ ଶିଖି ନ ଥିବାବେଳେ ତାଙ୍କର ବଂଶୀବାଦନ ସମସ୍ତଙ୍କୁ…

ଜ୍ୱରରେ ପୂର୍ଣ୍ଣବିଗ୍ରହ, ଚାଲିଛି ଉପଚାର

ଖୋର୍ଦ୍ଧା ଅଫିସ,୨୭ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ (ଶ୍ରୀଜଗନ୍ନାଥ), ବଳଭଦ୍ର ଓ ଦେବୀ ସୁଭଦ୍ରା ୧୦୮ଗଡୁ ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଗୁରୁବାରଠାରୁ ଠାକୁରଙ୍କ ଅଣସର ନୀତି ଆରମ୍ଭ ହୋଇଛି। ଶ୍ରୀବିଗ୍ରହଙ୍କ…

ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ

ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜ ବେଶରେ ଦର୍ଶନ ଦେଇଛନ୍ତି। ଗୁରୁବାର…

କରୋନା ଛଡ଼ାଇନେଲା ଜୀବିକା

ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ ରହିଛି। ପୂର୍ବରୁ ଲକ୍‌ଡାଉନ ସମୟରେ କେବଳ ୪ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ରହିଥିଲା। ଏବେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମୟ…

ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

ବାଣପୁର,୧୩ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର…

୪ବର୍ଷର ପ୍ରତିଭା ସାଇସାଗର

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ ସାଗରଙ୍କ…

ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍‌ଡାଉନ

ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍‌.ଏ.):କରୋନା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର ବୋଲଗଡ଼ ଗ୍ରାମ ତୃତୀୟାପଡା ସାହିରେ ଚଢ଼ାଉ କରି ୨୨ ପେଟି ମଦ ଜବତ କରିବା…

୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି ବେଆଇନ୍‌ ଚିଙ୍ଗୁଡ଼ି ଘେରିକୁ ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲାପାଳ ଅଶୋକ କୁମାର…

ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ ତାଡ଼ (୧୫)। ସେ ବାଡ଼ିପଟକୁ ଯାଇଥିବା ବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ…

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ଦୈନନ୍ଦିନ ଖୋର୍ଦ୍ଧା, ଟାଙ୍ଗୀ ଓ ବେଗୁନିଆ ତହସିଲ ଅଞ୍ଚଳରୁ ବିଳମ୍ବିତ ରାତିରେ ବେଆଇନ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri