ଖୋର୍ଦ୍ଧା

ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ

ବାଲୁଗଁା,୨ା୬(ଡି.ଏନ୍‌.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇଛି।…

ପଲିଥିନ୍‌ ତଳେ ବିତୁଛି ଜୀବନ

ନିରାକାରପୁର,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବଙ୍କ ସହାୟତା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଗ୍ରାମାଞ୍ଚଳରେ ରହୁଥିବା କେତେକ ଲୋକଙ୍କ ପାଇଁ ସରକାରଙ୍କ ଏହି ଯୋଜନା ସାତସପନ ହୋଇ ରହିଛି। ଏହାର ଉଦାହରଣ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଲେଣ୍ଡୋ ପଞ୍ଚାୟତ…

କ୍ୱାର୍ଟର୍ସ ପାଇଁ ଧାଉଁଛନ୍ତି ଷ୍ଟାଫ ନର୍ସ

ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାଫ ନର୍ସ କ୍ୱାର୍ଟର୍ସ ପାଇପାରୁନାହାନ୍ତି। ଏଥିଲାଗି ସେମାନଙ୍କୁ ସିଡିଏମ୍‌ଓ କାର୍ଯ୍ୟାଳୟ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଧାଇଁବାକୁ ପଡୁଛି। ଷ୍ଟାଫ ନର୍ସ ଭଗବତୀ ସିଂଙ୍କ କ୍ଷେତ୍ରରେ ଏଭଳି ଦେଖିବାକୁ ମିଳିଛି। ସେ…

ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ

ଜଟଣୀ,୨୭।୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପରେ ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ (ଜଟଣୀ) ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ବାତ୍ୟା ଯୋଗୁ କ୍ଷୟକ୍ଷତିକୁ ରୋକିବା ନିମନ୍ତେ ଟ୍ରେନ୍‌ ଚଳାଚଳ, ବିଭିନ୍ନ ବନ୍ଦରଗୁଡ଼ିକରେ ମାଲ ପରିବହନ ପାଇଁ ମାଲ୍‌ଗାଡି ଚଳାଚଳ ବନ୍ଦ କରିବା ସହ…

ପ୍ରଶାସନ ଢିଲା, ନିୟମ ମାନୁନାହାନ୍ତି ବ୍ୟବସାୟୀ

ଜଟଣୀ,୨୩ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟରେ ଲକ୍‌ଡାଉନ ଓ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଜାରି ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡ଼ିଦେଲେ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିିଛି। ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳରେ ଏହି କଟକଣା ଉଲ୍ଲଂଘନ…

ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର

ଖୋର୍ଦ୍ଧା ଅଫିସ,୨୧।୫: ଲକ୍‌ଡାଉନ ଓ ଶଟ୍‌ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ ପରିବାର ଚଳାଇବା ସେମାନଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ବିଶେଷକରି ଖୋର୍ଦ୍ଧା ବ୍ଲକ ମଲ୍ଲିପୁର ପଞ୍ଚାୟତ…

ଅସହାୟଙ୍କ ସାହା ପାଲଟିଛନ୍ତି ଜଳନ୍ଧର

ନିରାକାରପୁର,୧୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପ୍ରତିହତ କରିବା ପାଇଁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ଜାଗାରେ ନିରାଶ୍ରୟ, ଅସହାୟ, ଭିକ୍ଷୁକ, ମାନସିକ ବିକାରଗ୍ରସ୍ତମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଏମାନଙ୍କ…

ଜୀବିକା ଚିନ୍ତାରେ ବାଉଁଶ କାରିଗର

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧ ହଜାର…

ଟିକା ପାଇଁ ଉତ୍ତେଜନା

ବାଳକାଟୀ,୧୧।୫(ଡି.ଏନ୍‌.ଏ.): ରାଜ୍ୟର ସବୁ ଟିକା କେନ୍ଦ୍ରରେ ଲୋକେ ଟିକା ନେବା ପାଇଁ ଅସମ୍ଭାଳ ଭିଡ଼ ହେଉଛି। ଟିକା ନେବା ପାଇଁ ରାତି ୩ଟାରୁ ଲୋକେ ଆସି ଲାଇନ୍‌ ଲଗାଉଛନ୍ତି। ଫଳରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ପରିସ୍ଥିତି…

କୋଭିଡ୍‌ ମୃତଦେହ ସତ୍କାର ନେଇ ଉତ୍ତେଜନା

ଖୋର୍ଦ୍ଧା ଅଫିସ,୯।୫: ଖୋର୍ଦ୍ଧା ଉପକଣ୍ଠ ବରୁଣେଇ ରାସ୍ତାରେ ରହିଥିବା ଏକ ଶ୍ମଶାନରେ କୋଭିଡ୍‌ ରୋଗୀଙ୍କ ମୃତଦେହ ସତ୍କାର ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଛି। ଶ୍ମଶାନ ନିକଟରେ ରହିଥିବା ଗ୍ରାମବାସୀଙ୍କ ବିରୋଧ ପରେ ଆମ୍ବୁଲାନ୍ସରେ ଆସିଥିବା କର୍ମଚାରୀମାନେ ମୃତଦେହ ନେଇ ଜିଲା…

ଡ୍ରୋନ୍‌ ନଜରରେ ଅଜଗର

ଖୋର୍ଦ୍ଧା ଅଫିସ,୯।୫: ଚନ୍ଦକା ବନଖଣ୍ଡ ହଳଦିଆ ବନାଞ୍ଚଳ ଅଧୀନ ଖୋର୍ଦ୍ଧା ଜିଲା ମଲ୍ଲୀପୁର ପଞ୍ଚାୟତର ଗଡ଼ନିଆଳ ଗଁା ପାଖ ଜଙ୍ଗଲରେ ଗର୍ଭବତୀ ଅଜଗର ସାପକୁ ଗ୍ରାମବାସୀ ଏବଂ ବନ ବିଭାଗ ସୁରକ୍ଷା ଦେଉଛନ୍ତି। କରୋନା ସମୟରେ ଗ୍ରାମବାସୀଙ୍କ ଏହି ପଦକ୍ଷେପକୁ ନେଇ…

ଶାଗୁଆନ କାଠ ବୋଝେଇ ଟାଟାଏସି ଜବତ

ବାରଙ୍ଗ,୪।୫(ଡି.ଏନ୍‌.ଏ.): ବାରଙ୍ଗଥାନା ପୋଲିସ ମଙ୍ଗଳବାର ସକାଳେ ଶାଗୁଆନକାଠ ବୋଝେଇ ଟାଟାଏସି ସହ ଦୁଇଜଣଙ୍କୁ ଧରି ବନବିଭାଗକୁ ହସ୍ତାନ୍ତର କରିଛି ା ସେମାନେ ହେଲେ କୋରେଇ ଥାନା ଅର୍ନ୍ତଗତ ବାଗିରିଆର ଦଲୀପ ଧଳ ଓ ରତାଗଡ ଲେଙ୍କାସାହିର ବାପି ଜେନା। ଚୋରାକାଠ ଚାଲାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri