କୋଭିଡ୍ ନିୟନ୍ତ୍ରଣ ଲାଗି ୧୩ କଣ୍ଟ୍ରୋଲରୁମ୍
ଖୋର୍ଦ୍ଧା ଅଫିସ,୩।୫: ଖୋର୍ଦ୍ଧା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଉପରମୁହଁା ରହିଛି କରୋନା ଗ୍ରାଫ। କୋଭିଡ୍ ନିୟନ୍ତ୍ରଣ ଲାଗି ସରକାର ନାଇଟ କର୍ଫ୍ୟୁ, ସପ୍ତାହାନ୍ତ ଶଟ୍ଡାଉନ ପରେ ଏବେ ୧୪ଦିନିଆ ଲକ୍ଡାଉନ ନିଷ୍ପତ୍ତି ନେଇଛନ୍ତି। ଏନେଇ…
ସୁରକ୍ଷା ପ୍ରାଚୀର ଭାଙ୍ଗି ନନ୍ଦନକାନନରେ ପଶିଲା ହାତୀ
ବାରଙ୍ଗ,୨।୫(ଡି.ଏନ୍.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ମାତିଛି ମାକେନା ହାତୀ। ଚନ୍ଦକା ଜଙ୍ଗଲର ଏହି ମାକେନା ହାତୀ ଶନିବାର ବିଳମ୍ବିତ ରାତିରେ ନନ୍ଦନକାନନର ସୁରକ୍ଷା ପ୍ରାଚୀର ଭାଙ୍ଗି ନନ୍ଦନକାନନର ସୀମାକୁ ପଶିଥିବାର ରବିବାର ସକାଳେ ଦେଖିବାକୁ ମିଳିଥିଲା ାତେବେ ମାକେନା ନନ୍ଦନକାନନ…
ଗଛମୂଳରୁ ଶୁଭୁଥିଲା ନବଜାତକର କାନ୍ଦ ଶବ୍ଦ, ଆଉ ତା’ ପରେ…
ବାରଙ୍ଗ,୨।୫(ଡି.ଏନ୍.ଏ): ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଗ୍ରାମମୁଣ୍ଡ ପୋଖରୀ ହୁଡ଼ା ପଛପଟରୁ ଇନ୍ ଫୋସିସ୍ ଥାନା ପୋଲିସ ରବିବାର ସକାଳେ ଏକ ନବଜାତ ଶିଶୁକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଛି। ଆଜି ସକାଳେ କଳାରାହଙ୍ଗ ଗ୍ରାମର କିଛି ଲୋକ ଗାଧୋଇବା…
ମୁଣ୍ଡବିନ୍ଧାର କାରଣ ପାଲଟିଲାଣି କରୋନା: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କୋଭିଡ୍ ସ୍ଥିତି ନେଇ ସମୀକ୍ଷା କଲେ ଜିଲାପାଳ
ଖୋର୍ଦ୍ଧା ଅଫିସ,୧।୫ : ଦିନକୁ ଦିନ ଖୋର୍ଦ୍ଧା ଜିଲାରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହରରେ ଜିଲାରେ ସଂକ୍ରମଣ ହାର ଅଧିକ ରହିଛି। ଦୈନିକ ସଂକ୍ରମଣ ହଜାର ଉପରେ ରହୁଥିବା ବେଳେ ଶନିବାର ୧୭ଶହରୁ ଊଦ୍ଧର୍ବ…
୧ରୁ ଜାନକୀ ବଲ୍ଲଭ ପଟ୍ଟନାୟକ ପାର୍କ ବନ୍ଦ
ଖୋର୍ଦ୍ଧା ଅଫିସ,୩୦।୪: ଖୋର୍ଦ୍ଧା ଜିଲାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଜାନକୀ ବଲ୍ଲଭ ପଟ୍ଟନାୟକ ପାର୍କକୁ ଆସନ୍ତା ମେ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖିବା ଲାଗି ନିଷ୍ପତ୍ତିି ନିଆଯାଇଛି ବୋଲି ଜାନକୀ ବଲ୍ଲଭ…
କୋଭିଡ୍ ଚିନ୍ତା ବଢ଼ାଉଛନ୍ତି ଅମାନିଆ
ଖୋର୍ଦ୍ଧା ଅଫିସ,୨୭।୪: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସଂକ୍ରମଣ ରୋକିବା ଲାଗି ସରକାର ନାଇଟ କର୍ଫ୍ୟୁ, ସପ୍ତାହାନ୍ତ ଶନି ଓ ରବିବାର ଶଟ୍ଡାଉନ, ମାସ୍କ ପରିଧାନ, ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଉଛନ୍ତି। କୋଭିଡ୍ ନିୟମ ପାଳନ…
ଖୋର୍ଦ୍ଧାର ୫ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ
ଖୋର୍ଦ୍ଧା ଅଫିସ,୨୬।୪: ରେଡ୍ ଜୋନରେ ଥିବା ଖୋର୍ଦ୍ଧା ଜିଲାର ବିଭିନ୍ନ ବ୍ଲକରେ ସଂକ୍ରମଣ ବ୍ୟାପିବାରେ ଲାଗିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଉପଜିଲାପାଳ ଅଶୋକ ବେହୁରିଆ ଖୋର୍ଦ୍ଧା ଉପଖଣ୍ଡର ୫ ଗାଁକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ବେଗୁନିଆ ବ୍ଲକର ପୋଡାଡିହ…
ଚାଇନାକୁ ଲମ୍ବିଛି ଭାଲୁ ର଼୍ୟାକେଟ
ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧାର ପିତାପଲ୍ଲୀ-ଗଙ୍ଗପଡ଼ା ରାସ୍ତା ପାର୍ଶ୍ୱସ୍ଥ ଭୁଆସୁୁଣୀ ମନ୍ଦିର ନିକଟରୁ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗତ ଗୁରୁବାର ୫ଟି ଭାଲୁଛୁଆକୁ ଉଦ୍ଧାର କରିଥିଲେ। ସେହିପରି ଉକ୍ତ ଦିନ ସନ୍ଧ୍ୟାରେ ଗଡ଼ଖୋର୍ଦ୍ଧାରୁ ୨ଟି ଭାଲୁଛୁଆକୁ ଉଦ୍ଧାର କରାଯାଇଥିଲା। ସମସ୍ତ ଭାଲୁଛୁଆକୁ ନନ୍ଦନକାନନକୁୁ…
ଚିନ୍ତା ବଢ଼ାଇବେ କୁମ୍ଭମେଳା ଫେରନ୍ତା
ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୯୪ରେ ପହଞ୍ଚିିଛି। ସୋମବାର ୪୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରେ ବାଲିଅନ୍ତା ବ୍ଲକ ୭, ବାଲିପାଟଣା ଓ ଭୁବନେଶ୍ୱର…
ମା’ ହେଲା ମେଘା, ୩ ଶାବକକୁ ଦେଲା ଜନ୍ମ
ବାରଙ୍ଗ, ୧୪।୪(ଡି.ଏନ୍.ଏ.): ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ଟି ଛୁଆକୁ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ ଜଣାପଡ଼ିଛି। ମହାବଳ ବାଘ ନନ୍ଦନ ସହ ମିଳନରେ ଏହି ଶାବକମାନେ ଜନ୍ମ ନେଇଛନ୍ତି।…
ଏସ୍ଏସ୍ସି ଆସିଷ୍ଟାଣ୍ଟ ଅଡିଟ୍ ଅଫିସର ପରୀକ୍ଷା: ସର୍ବଭାରତୀୟ ସ୍ତରରେ ରୋଷନ ଟପ୍ପର
ଖୋର୍ଦ୍ଧା ଅଫିସ,୯।୪: କଠିନ ପରିଶ୍ରମ, ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସ୍ବପ୍ନ ଏବଂ ଦୃଢ଼ ମନୋବଳ ସଫଳତା ଆଣିଦିଏ। ଏହାର ଉଦାହରଣ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀର ରୋଷନ ଜେନା। ସର୍ବଭାରତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ରୋଷନ। ଏସ୍ଏସ୍ସି ଆସିଷ୍ଟାଣ୍ଟ ଅଡିଟ୍…
ମେଡିକାଲ ପଛ ଜଙ୍ଗଲରେ ହାତୀ
ଖୋର୍ଦ୍ଧା ଅଫିସ,୯।୪: ଖୋର୍ଦ୍ଧା ବନାଞ୍ଚଳରେ ହାତୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇ ଦିନ ପୂର୍ବେ ରାମଚଣ୍ଡୀ ଠାରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁୁରୁତର ଆହତ ହୋଇଥିଲେ। ଏକ ହାତୀ…
Archives


