ଖୋର୍ଦ୍ଧା

ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ

ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ…

ସଙ୍ଗଠନ ଆଳରେ ବିଦ୍ୱେଷଭାବ ସୃଷ୍ଟି କରୁଥିଲେ ମାନସ

ଖୋର୍ଦ୍ଧା ଅଫିସ,୪।୯: ବେଗୁନିଆ ଥାନା ଅଧୀନ ଅଭିମାନପୁରର ସତ୍ୟବ୍ରତ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସଙ୍କୁ ଗୁରୁବାର ପୋଲିସ ଗିରଫ କରଛି। ସେହିପରି କଡ଼ବ ଗ୍ରାମର ମାଗୁଣି ନାଏକ ଏବଂ…

ବ୍ରାଉନ୍‌ସୁଗାର କାରବାର: ଖୋର୍ଦ୍ଧାର ବିଟେକ୍‌ ଛାତ୍ରଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୪।୯ : ଖୋର୍ଦ୍ଧା ପାଲଟିଛି ବ୍ରାଉନସୁଗାରର ପେଣ୍ଠସ୍ଥଳୀ। ଯେତିକି ଧରପଗଡ ଚାଲିଛି, ସେତିକି କାରବାର ବଢିଚାଲିଛି। ବାଲେଶ୍ବର ଜଳେଶ୍ବରଠାରୁ ଚେର ଖୋର୍ଦ୍ଧା ପର୍ଯ୍ୟନ୍ତ ଲମ୍ବିଛି। ଏଠାରୁ ଜିଲାର ବିଭିନ୍ନ ଗ୍ରାମକୁ ବ୍ରାଉନସୁଗାର ପଠାଯାଉଛି। ବାରମ୍ବାର ଏସ୍‌ଟିଏଫ୍‌ ପକ୍ଷରୁ ଧରପଗଡ ସତ୍ତ୍ବେ…

ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର

ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍‌.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…

ବାପାଙ୍କ ପରେ ପୁଅ ଗିରଫ

ଭୁବନେଶ୍ୱର,୨।୯: ମାନବବାଦ୍‌ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ, ଧମକ ଭଳି ସଙ୍ଗୀନ ଅଭିଯୋଗ ରହିଛି। ଆଇପିସି ଦଫା ୩୬୩, ୩୬୪, ୨୦୧,…

ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସ ଗିରଫ

ଖୋର୍ଦ୍ଧା ଅଫିସ୍‌,୨।୯: ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ହତ୍ୟା ଉଦ୍ୟମ ଓ ଧମକ ଦେବା ଆଦି ଅଭିଯୋଗରେ ତାଙ୍କୁ ତାଙ୍କ ଘରୁ ଉଠାଇ ନେଇଛି ଖୋର୍ଦ୍ଧା ପୋଲିସ। ମାନସ ଦାସଙ୍କ ମାନବବାଦ ସଂଗଠନଙ୍କ ନାଁରେ…

୬ ପରିବାର ୭ବର୍ଷ ହେଲା ବିତାଡ଼ିତ

ଖୋର୍ଦ୍ଧା ଅଫିସ,୩୧।୮: ମାନବବାଦ ସଙ୍ଗଠନ ନଁାରେ ତାଲିବାନୀ ଶାସନ ଚଳାଇଥିବା ତଥାକଥିତ ଗୁରୁଜୀ ମାନସ ଦାସଙ୍କ ବିରୋଧରେ ଅଭିଯୋଗର ଫର୍ଦ୍ଦ ଲମ୍ବିବାରେ ଲାଗିଛି। ସଙ୍ଗଠନ ନଁାରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି। ସଙ୍ଗଠନର ଅତ୍ୟାଚାର ସହି ନ ପାରି…

ଯେଉଁଘରେ ପଡ଼ିଥିଲା ବିବାହ ପ୍ରସ୍ତାବ, ସେହି ଘର କୁଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁ ଘରେ ଯୁବକଙ୍କ ବିବାହ ପ୍ରସ୍ତାବ ପଡ଼ିଥିଲା ସେହି ଘରର କୂଅରୁ ତାଙ୍କର ମୃତଦେହକୁ ପୋଲିସ ଉଦ୍ଧାର ହୋଇଛିି। ମୃତ ଯୁବକଙ୍କ…

ଗୁରୁଜୀଙ୍କ ନାଁରେ ଅଭିଯୋଗ ଲମ୍ବୁଛି

ଖୋର୍ଦ୍ଧା ଅଫିସ,୩୦ା୮: ମାନବବାଦ ସଙ୍ଗଠନ ନାଁରେ ତାଲିବାନୀ ଶାସନ ଚଳାଇଥିବା ତଥାକଥିତ ଗୁରୁଜୀ ମାନସ ଦାସଙ୍କ ବିରୋଧରେ ଅଭିଯୋଗର ଫର୍ଦ୍ଦ ଲମ୍ବିବାରେ ଲାଗିଛି। ମାନସଙ୍କ ବିରୋଧରେ ଜଣକ ପରେ ଜଣେ ମୁହଁ ଖୋଲିବା ଆରମ୍ଭ କରିଛନ୍ତି। କଡ଼ବ ଗ୍ରାମର ମାଗୁଣି ନାୟକ…

‘ଗୁରୁଜୀ’ଙ୍କ ଗିରଫ ଦାବି ଜୋର ଧରିଲା

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଡ଼ବା ଗ୍ରାମର ମାଗୁଣୀ ନାୟକ ଓ ପୁଅ ଆନନ୍ଦଙ୍କୁ ବନ୍ଦ କୋଠରିରେ ମାନବବାଦ ସଂଗଠନ କର୍ମକର୍ତ୍ତା ମାଡ଼ ମାରୁଥିବା ଭିଡିଓ ଭାଇରାଲ ଘଟଣାର ଗୁମର ଧୀରେ ଧୀରେ ଖୋଲୁଛି। ଶନିବାର ଜିଲା ଆରକ୍ଷୀ…

ମାନବବାଦ ସଦସ୍ୟ ଭୁଲିଗଲେ ମାନବିକତା

ଖୋର୍ଦ୍ଧା ଅଫିସ,୨୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଚାଲିଛି ତାଲିବାନୀ ଶାସନ। ମାନବବାଦ ସଙ୍ଗଠନ ନଁାରେ ନିରୀହ ଆଦିବାସୀଙ୍କୁ ଦିଆଯାଉଛି ଅକଥନୀୟ ଅତ୍ୟାଚାର। ସଙ୍ଗଠନରେ ସାମିଲ ନ ହେଲେ କିମ୍ବା ବିରୋଧ କଲେ ହାତଗୋଡ଼ ବାନ୍ଧି ମାଡ଼ ମରାଯାଉଛି। ପୋଲିସ…

ଘର ଉଚ୍ଛେଦ ସମୟରେ ଉତ୍ତେଜନା: ଅଧିକାରୀଙ୍କ ଗୋଡ଼ ଧରିଲେ ମହିଳା

ନିରାକାରପୁର,୨୧ା୮(ଡି.ଏନ୍‌.ଏ.): ତହସିଲଦାର କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଜିଲା ଗଡ଼ିଶାଗୋଦା ଥାନା ଅନ୍ତର୍ଗତ ଗଡ଼ଖାରଦ ପଞ୍ଚାୟତ ଘଣ୍ଟପୁର ଅଞ୍ଚଳରେ ହୋଇଥିବା ବେଆଇନ ଘର, ଗୁହାଳ ଏବଂ ଦୋକାନକୁ ପ୍ରଶାସନ ପକ୍ଷରୁ ଶନିବାର ଉଚ୍ଛେଦ କରାଯାଇଛି ା ପ୍ରକାଶ ଯେ, ପୁରୀ-ଖୋର୍ଦ୍ଧା ସୀମାନ୍ତ ନିରାକାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?