ଖୋର୍ଦ୍ଧା

ଜଳ ଯୋଗାସନରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଖୋର୍ଦ୍ଧା ଅଫିସ,୭ା୪: ଛତିଶଗଡ଼ର ବିଜାପୁର ଜିଲା ତଥା ମାଲକାନଗିରି ଜିଲା ସୀମାନ୍ତରେ ମାଓବାଦୀଙ୍କ ଆକ୍ରମଣରେ ୨୨ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନଙ୍କ ସ୍ମୃତିରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଟାଙ୍ଗୀ ବ୍ଲକ ଅନ୍ତର୍ଗତ ସରାପାରି ଗ୍ରାମର ସୁଦାମ ଚରଣ…

ଟ୍ରକ୍‌ ଧକ୍କାରେ ଯୁବକ ମୃତ, ଉତ୍ତେଜନା

ଖୋର୍ଦ୍ଧା ଅଫିସ,୭ା୪: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

୧୨ବର୍ଷରେ ୨୦ ଜୀବନ ନେଲାଣି ହାତୀ

ଖୋର୍ଦ୍ଧା ଅଫିସ,୫।୪: ଖୋର୍ଦ୍ଧା ବନଖଣ୍ଡ ଅଧୀନ ଖୋର୍ଦ୍ଧା ଓ ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଖାଦ୍ୟ ଲାଲସାରେ ଗାଁ ମୁହାଁ ହେଉଛନ୍ତି ହାତୀପଲ। ଦୀର୍ଘ ମାସ ଧରି ହାତୀଙ୍କ ଉପଦ୍ରବ ଯୋଗୁ ଗ୍ରାମବାସୀଙ୍କ ଜୀନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି। ଶନିବାର…

ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ: କାଜୁ ଗୋଟାଉ ଗୋଟାଉ କଚାଡ଼ି ଦେଲା ମହିଳାଙ୍କୁ

ଖୋର୍ଦ୍ଧା ଅଫିସ,୩।୪: ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ ଦେଖା ଦେଇଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଟାଙ୍ଗି ବନାଞ୍ଚଳ ଡମଣଭୂଇଁରେ ଏହି ଘଟଣା ଘଟିଛି। ଗୁରୁତର ହେଲେ ଗୀତାଞ୍ଜଳି ମାର୍ଥା। ତାଙ୍କୁ ବନ କର୍ମଚାରୀ ଉଦ୍ଧାର କରି ଖୋର୍ଦ୍ଧା…

ଖୋର୍ଦ୍ଧା ବନାଞ୍ଚଳରେ ହାତୀ ଆତଙ୍କ: ଜଣଙ୍କୁ ଫୋପାଡି ମାରିବା ପରେ ୩ଙ୍କୁ କଲା ଗୁରୁତର

ଖୋର୍ଦ୍ଧା ଅଫିସ, ୩।୪: ଖୋର୍ଦ୍ଧା ବନାଞ୍ଚଳ ଧଉଳିମୂହଁ ପଞ୍ଚାୟତର ରାମଚଣ୍ଡି (ଦୁର୍ଗାପୁର) ଗ୍ରାମରେ ଶନିବାର ହାତୀ ଆତଙ୍କ ଦେଖାଯାଇଛି। ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ମଞ୍ଜୁଲତା ବେହେରା। ଗୁରୁତର ମା’ ଝିଅ…

ଅଣ୍ଡରପାସ ରାସ୍ତା ନିର୍ମାଣକୁ ବିରୋଧ

ଖୋର୍ଦ୍ଧା ଅଫିସ,୨।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନଂ. ଜାତୀୟ ରାଜପଥ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଅଣ୍ଡରପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଚାଲିଥିବା ଅଣ୍ଡରପାସ ରାସ୍ତା ନିର୍ମାଣକୁ ଶୁକ୍ରବାର ଖୋର୍ଦ୍ଧା ନାଗରିକ ମଞ୍ଚ ପକ୍ଷରୁ ତୀବ୍ର ବିରୋଧ…

କଟକଣାରେ ଚାଲିଛି ହୋଲି ଖେଳ

ଖୋର୍ଦ୍ଧା ଅଫିସ,୨୯।୩: ରଙ୍ଗର ପର୍ବ ହୋଲି। ସହରଠୁ ପୁରପଲ୍ଲୀ ଯାଏ ସବୁଠି ଉତ୍ସବର ମାହୋଲ। କୋଭିଡ କଟକଣା ହୋଲିକୁ ରଙ୍ଗହୀନ କରଦେଇଛି। ସହରଠୁ ଗାଁ ସବୁଠି ରାସ୍ତାଘାଟ ଖାଁ ଖାଁ। ଲୋକେ ପରିବାର ସହ ହୋଲି ପାଳୁଥିବା ଦେଖିବାକୁ ମିଳିଛି। ବର୍ଷକୁ…

ଆଇଆଇଟି କ୍ୟାମ୍ପସରେ ପୁଣି କରୋନା ପଜିଟିଭ, ଆଜି ୮ ଚିହ୍ନଟ

ଖୋର୍ଦ୍ଧା ଅଫିସ,୨୮।୩: ଆଇଆଇଟି ଅରୁଗୁଳ, ଭୁବନେଶ୍ବର କ୍ୟାମ୍ପସରେ କରୋନା ଚିନ୍ତାର ବିଷୟ ସାଜିଛି। ପୂର୍ବରୁ ୨ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ୪୦ରୁ ଊଦ୍ଧର୍‌ବ ଛାତ୍ରଙ୍କ ନମୁନା ପରୀକ୍ଷା ଲାଗି ପଠାଯାଇଥିଲା। ଆରଟିପିସିଆର ରିପୋର୍ଟରେ ରବିବାର…

ପୋତି ହେଲାଣି ଡ୍ରେନ୍‌, ହଟାଯାଉନି ଅଳିଆ

ଜଟଣୀ,୨୬।୩(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଜଟଣୀ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏପରି କି, ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଚିତ୍ର ସମ୍ପୂର୍ଣ୍ଣ ଅଲଗା ଯୋଗୁ ପୌରାଞ୍ଚଳବାସୀ ସୁଫଳ ପାଇପାରୁନାହାନ୍ତି।…

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ ମଧ୍ୟ ତାଳପତ୍ର ଓ ଲେଖନୀକୁ ବ୍ୟବହାର କରି ରାମାୟଣ, ମହାଭାରତ, ପୁରାଣ, ଶାସ୍ତ୍ର…

ପୁଣି ଜଙ୍ଗଲରେ ନିଆଁ

ନିରାକାରପୁର,୨୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବାନାଚ ଅଧୀନରେ ଥିବା ଜଙ୍ଗରେ ବୁଧବାର ନିଆଁ ଲାଗିଯାଇଛି। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

୨ କିମି ଚାଲିଚାଲି ଲୋକଙ୍କୁ ବୁଝାଇଲେ ଖୋର୍ଦ୍ଧା ଜିଲାପାଳ, କହିଲେ ବାହାରୁ ଆସିଲେ ଆରଟିପିସିଆର ଜରୁରୀ

ଖୋର୍ଦ୍ଧା ଅଫିସ,୨୪।୩: ରାଜ୍ୟରେ କରୋନା ଦ୍ବିତୀୟ ଲହର ଆରମ୍ଭ ହୋଇଯାଇଛି। ଏ ନେଇ ରାଜ୍ୟ ସରକାର କୋଭିଡ କଟକଣାକୁ କଡାକଡି କରୁଛନ୍ତି। ବୁଧବାର ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ ନିୟନ୍ତ୍ରଣ ଲାଗି ଜନ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଜିଲାପାଳ ସନତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri